-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଏକ ଦିବସୀୟ ତାଲିମ ଓ ଦକ୍ଷତା ବୃଦ୍ଧି କର୍ମଶାଳା

28-Oct-2024



ସୁବର୍ଣ୍ଣପୁର,( ମନୋରଞ୍ଜନ ତ୍ରିପାଠୀ ) ସୁବର୍ଣ୍ଣପୁର ଜିଲ୍ଲା  ସୋନପୁର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଏକ ଦିବସୀୟ ତାଲିମ ଓ ଦକ୍ଷତା ବୃଦ୍ଧି କର୍ମଶାଳା ଉଦଘାଟିତ ହୋଇଯାଇଛି l ଉଦଘାଟନୀ ଉତ୍ସବରେ ସୋନପୁର ବିଡ଼ିଓ ସୌମ୍ୟ ରଂଜନ ସ୍ୱାଇଁ ମୁଖ୍ୟ ଅତିଥି ଭାବରେ ଯୋଗଦେଇ କର୍ମଶାଳା ର ଶୁଭାରମ୍ଭ କରିଥିଲେ l ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବ୍ୟବସ୍ଥାକୁ ନେଇ ଅନୁଷ୍ଟିତ ଏହି ଏକ ଦିବସୀୟ କାର୍ଯ୍ୟକର୍ମର ପ୍ରଥମ ଦିବସରେ ବ୍ଲକର ବଲାଡି, ଖରୀ, ଛକରମାଲ ଏବଂ ନାରାୟଣପୁର ଗ୍ରାମ ପଞ୍ଚାୟତର ସରପଞ୍ଚ, ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ, ସିଆରପି,ଏମବିକେ ଏବଂ ଭିଡବ୍ଲୁଏସଏସ ସଦସ୍ୟ ମିଶି ମୋଟ 49 ଜଣ ଯୋଗଦେଇଥିଲେ l କାର୍ଯ୍ୟକ୍ରମକୁ ଏପିଡି ତାଲିମ ଶୈବାଳିନୀ ପଟ୍ଟନାୟକ ପରିଚାଳନା କରିଥିବାବେଳେ ଜିଲ୍ଲା ପ୍ରକଳ୍ପ ପରିଚାଳକ( DPMRGSA) ଜିଲ୍ଲା ପରିଷଦ  ଯୋଗାନନ୍ଦ ମେହେର, ଜଳ ଓ ପରିମଳ ବିଭାଗ ସହକାରୀ ଯନ୍ତ୍ରୀ ବିକାଶ ତରାଇ, କନିଷ୍ଟ ଯନ୍ତ୍ରୀ ଦିଲ୍ଲୀପ ବେହେରା, ଡ଼ିଏସସି ବଂଶୀଧର ନାଏକ ଏବଂ ତାଲିମ ଦାତା ଶେଷଦେବ ବାରିକ ପ୍ରମୁଖ ଯୋଗଦେଇଥିଲେ l  ଏହି ତାଲିମ ଆସନ୍ତା 30 ତାରିଖ ପର୍ଯ୍ୟନ୍ତ ହେବାକୁଥିବାବେଳେ ଏହି ଦୁଇ ଦିନରେ ବ୍ଲକର ଅନ୍ୟ ବାକି ରହିଥିବା ପଞ୍ଚାୟତର କର୍ମକର୍ତ୍ତା ତାଲିମ ଗ୍ରହଣ କରିବେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like