-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା କଂଗ୍ରେସ ଅନୁସୂଚିତ ଜାତି ସେଲ ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା   

07-Oct-2020



ବଲାଙ୍ଗିର, ତା.୦୭.୧୦.୨୦୨୦  : ଉତ୍ତରପ୍ରଦେଶ ଅନ୍ତର୍ଗତ ହଥରସ ଗଣ ଦୁଷ୍କର୍ମ ଘଟଣା ଭାରତ ବର୍ଷର ସମସ୍ତ ଦଳିତ ସମାଜର ଏକ ମର୍ମାହତ ଅବସ୍ଥା ସୃଷ୍ଟି କରିଛି । ଏକ ଦଳିତ ନାବାଳିକା ଯୁବତୀର ଗଣଦୁଷ୍କର୍ମ ଘଟଣାରେ ଉତ୍ତର ପ୍ରଦେଶ ସରକାର ନିସ୍କ୍ରିୟତା ଏବଂ ପିଡିତାଙ୍କ ମୃତ୍ୟୁ ପରେ ଜିଲ୍ଲା ପ୍ରଶାସନ ସମେତ ପୋଲିସ ନାରକୀୟ କାର୍ଯ୍ୟକ୍ରମ ସମଗ୍ର ଦେଶ ପାଇଁ ପ୍ରଶ୍ନବାଚୀ ସୃଷ୍ଟି କରିଥିବା ବେଳେ ହଥରସ ପୋଲିସ ପିଡିତାଙ୍କ ଶବକୁ ଦାହ ସଂସ୍କାର ପାଇଁ ନ ଦେବା ଏବଂ ଜବରଦସ୍ତ ପୋଡି ଦେବା ଆହୁତି ସନ୍ଦେହ ଘନିଭୁତ କରିଥିବା ବେଳେ ତାଙ୍କ ପରିବାରକୁ ଧମକ ଚମକ ଦେବା ଦୁର୍ଭାଗ୍ୟର ବିଷୟ । ଦଳିତ ଯୁବତି ପରିବାରଙ୍କୁ ନ୍ୟାୟ ଏବଂ ରାଜ୍ୟର ଯୋଗୀ ସରକାର ଏବଂ କେନ୍ଦ୍ରର ମୋଦୀ ସରକାର ର ବରଖାସ୍ତ ବିରୁଦ୍ଧରେ ବଲାଙ୍ଗିର ଜିଲ୍ଲା କଂଗ୍ରେସ ଅନୁସୂଚିିତ ଜାତି ସେଲ ବିଭାଗ ତରଫରୁ ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା । ଜିଲ୍ଲା ପରିଷଦ ସଭ୍ୟ ଶ୍ରୀଧର ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ଦଳିତ ନେତା ସତ୍ୟାନନ୍ଦ ସୁନା, ଓମ୍ ପ୍ରକାଶ କୁମ୍ଭାର, ଯୁବ ଦଳିତ ନେତା ମନବୋଧ ହରପାଲଙ୍କ ସମେତ ଜିଲ୍ଲା କଂଗ୍ରେସ ସଭାପତି ଦିଲିପ ବେହେରା, ଉପ-ସଭାପତି ମନୀଷ ମିଶ୍ର, ରାଜ୍ୟ କଂଗ୍ରେସ ସଂପାଦକ ଅଜୟ ବାଲି, ଅସିତ ମିଶ୍ର, ସାନନ୍ଦ ମିଶ୍ର, ବ୍ରଜ ବିହାରି ନାଗ,ଅଙ୍କିତ ସାହୁ, ଲକ୍ଷ୍ମୀ ବାରିକ, ଚିନ୍ମୟ ତାଣ୍ଡି, ଅଭିନାଶ ସାଏ, ମାନସ ମହାନ୍ତି, କିଶୋର ଦଣ୍ଡସେନା, ସଂଜୟ ମିଶ୍ର, ହେମନ୍ତ ମଚଖଣ୍ଡ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like