-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବିନିକା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : * ବିଭିନ୍ନ ୧୦୪ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :

28-Oct-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ  ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ  ଶ୍ରୀମତୀ ଅନ୍ୟା ଦାସ ଓ  ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ରାମପ୍ରସାଦ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୦୪ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ  ୮୩ ଗୋଟି  ଗ୍ରହଣ କରାଯାଇଥିବା ବେଳେ ୨୧ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି  l ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ  ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ଏହି ଅବସରରେ ଜିଲ୍ଲା ଶ୍ରମ ବିଭାଗ ତରଫରୁ ରବୀନ୍ଦ୍ର କୁମାର ପାଲିତ ଓ ସୁମିତ୍ରା ସାହୁଙ୍କୁ ଶିଶୁଙ୍କ ଶିକ୍ଷା  ସହାୟତା ନିମନ୍ତେ ଯଥାକ୍ରମେ ଟ. ୪୦୦୦ ହଜାର ଓ ଟ ୬,୦୦୦, ଭୂମିସୁତା ଗୌଡ଼ଙ୍କୁ ବିବାହ ପ୍ରୋତ୍ସାହନ ସହାୟତା ନିମନ୍ତେ ୫୦,୦୦୦ ହଜାର, ଚକା ସୁନାଙ୍କୁ ଅନ୍ତିମ ସଂସ୍କାର ସହାୟତା ନିମନ୍ତେ ଟଙ୍କା ୫୦୦୦/- ଓ ମେଟରନିଟି ବେନିଫିଟ ନିମନ୍ତେ ବନିତା ପଧାନଙ୍କୁ ଟଙ୍କା ୧୦୦୦୦ ଟଙ୍କାର ଶ୍ରମିକ କଲ୍ୟାଣ  ଆର୍ଥିକ ସହାୟତା ର ଡେମୋ ଚେକ୍ ପ୍ରଦାନ କରିଛନ୍ତି  ଜିଲ୍ଲାପାଳ ଶ୍ରୀମତୀ ଦାସ । ଏଥି ସହ ବିନିକା ବ୍ଲକ ଅନ୍ତର୍ଗତ ହିତାଧିକାରୀଙ୍କୁ ଜିଲ୍ଲା ଶ୍ରମ ବିଭାଗ ତରଫରୁ ୨୭ ଜଣଙ୍କୁ ଝିଅ ବିବାହ ନିମନ୍ତେ ପ୍ରୋତ୍ସାହନ ସହାୟତା, ଜଣକୁ ମେଟରନିଟି ସହାୟତା, ୪୦ ଜଣଙ୍କୁ ଶିକ୍ଷା ନିମନ୍ତେ ସହାୟତା ଓ ଜଣଙ୍କୁ ଅନ୍ତିମ ସଂସ୍କାର ସହାୟତା ନିମନ୍ତେ ଅର୍ଥ ରାଶି ପ୍ରଦାନ କରାଯାଇଛି। ଏହି ପରିପ୍ରେକ୍ଷୀରେ ବିଭାଗ ତରଫରୁ ସମୁଦାୟ ବିଭିନ୍ନ ୬୯ ଜଣଙ୍କୁ  ମୋଟ ଟ.୧୫ଲକ୍ଷ ୬୫ ହଜାର ୬୦୦ ଶହ ଟଙ୍କାର ସହାୟତା ଅର୍ଥ ରାଶି ସେମାନଙ୍କ ସଂଚୟ ଖାତା କୁ ଅନଲାଇନ ଯୋଗେ ପ୍ରଦାନ କରାଯାଇଛି। ସେହିପରି ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ତରଫରୁ ଦୁଇ ଜଣ ଭିନ୍ନକ୍ଷମ ତପସ୍ୱିନୀ ବିଶି ଓ ଶକ୍ତି ବାଗ ଙ୍କୁ ଶିବିରରେ ଟ୍ରାଇ ସାଇକେଲ ପ୍ରଦାନ କରାଯାଇଛି।ବିଡିଓ ପ୍ରମୋଦ କୁମାର ମେହେରଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ  ଶୁଣାଣି କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ , ସମେତ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର , ଉପଜିଲ୍ଲାପାଳ ସୋନପୁର ଶ୍ରୀମତୀ ସୌମ୍ୟାରୁପା ରଥ , ଅତିରିକ୍ତ ଜିଲ୍ଲା ଜନ ସ୍ୱାସ୍ଥ୍ୟଧିକାରୀ ଡା. ରମେଶ ଚନ୍ଦ୍ର ସ୍ୱାଇଁ, ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ , ଆର ଡବ୍ଲୁ ଏସ ଏସ ଅଧିକ୍ଷଣ ଯନ୍ତ୍ରୀ ତପନ ପଧାନ, ଅବକାରୀ ଆରକ୍ଷୀ ଅଧିକ୍ଷକ ପ୍ରବୀର ସାମଲ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଳା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ , ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର , ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ ,ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପ୍ରଧାନ,ଜିଲ୍ଲା ଶ୍ରମ ଅଧିକାରୀ ସବିତା କୁମାରୀ ନାୟକ ,ତହସିଲଦାର ବିନିକା , ଡେପୁଟି କଲେକ୍ଟର ଗ୍ରୀଭେନସ ଶୁଭଶ୍ରୀ ରଥ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like