-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ପର୍ଶୁରାମ କଲ୍ୟାଣ କମିଟି ତରଫରୁ ସିଦ୍ଧେଶ୍ଵର ପାଣିଗ୍ରାହୀ ସମ୍ବର୍ଦ୍ଧିତ

28-Oct-2024



(ନିରଞ୍ଜନ ତ୍ରିପାଠୀ)-ବଲାଙ୍ଗୀର ପେଲେସ ଲାଇନ ଠାରେ ଭଗବାନ ଶ୍ରୀ ପର୍ଶୁରାମ ବାହିନୀ କଲ୍ୟାଣ କମିଟିର ଏକ ସଭା ଅନୁଷ୍ଠିତ ହୋଇଯାଇଛି।ଏହି ଭବ୍ୟ ସଭାରେ ସିଦ୍ଧେଶ୍ୱର ପାଣିଗ୍ରାହୀଙ୍କୁ କମିଟି ପକ୍ଷରୁ ସମ୍ବର୍ଦ୍ଧନା ଦିଆ ଯାଇଥିଲା। ଅଖିଳ ଓଡ଼ିଶା ବ୍ରାହ୍ମଣ ମହାସଭାର ପଶ୍ଚିମଓଡିଶା କୋଶଳାଞ୍ଚଳ ଶାଖାର ରାଜ୍ୟ ସଂଯୋଜକ ଭାବରେ ସିଦ୍ଧେଶ୍ୱର ପାଣିଗ୍ରାହୀ ସର୍ବସମ୍ମତି କ୍ରମେ ମନୋନୀତ ହୋଇଛନ୍ତି। ଉକ୍ତ ସଭାରେ ସଭାପତିତ୍ବ କରିବା ପାଇଁ ବଲାଙ୍ଗୀର ବ୍ରାହ୍ମଣ ମହାସଭାର ଉପସଭାପତି ଗୋପବନ୍ଧୁ ଶତପଥୀ ଙ୍କ ନାମକୁ ସଂଘର ସମ୍ପାଦକ ଜୟରାମ ମିଶ୍ର ପ୍ରସ୍ତାବ ଆଗତ କରିଥିବାବେଳେ, ବରିଷ୍ଠ ସଦସ୍ୟ ଶିବ ଶଙ୍କର ଖୁଆସ ସମର୍ଥନ ଜଣାଇଥିଲେ। ବଲାଙ୍ଗୀର ନଗର ସଂଗଠକ ନରେନ୍ଦ୍ର ଆଚାର୍ଯ୍ୟ  ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ସଭାରେ ଉପସ୍ଥିତ ଅତିଥି ବୃନ୍ଦ ଶ୍ରୀ ପାଣିଗ୍ରାହୀଙ୍କୁ ପୁଷ୍ପମାଲ୍ୟ ଓ ଉତ୍ତରୀୟ ପ୍ରଦାନ କରିଥିଲେ। ସଭାପତି ଓ ଉପସ୍ଥିତ ବ୍ୟକ୍ତିଗଣ ରାଜ୍ୟ ବ୍ରାହ୍ମଣ ମହାସଭାର ପଦକ୍ଷେପକୁ ଭିନ୍ନ ଭିନ୍ନ ବକ୍ତବ୍ୟରେ ପ୍ରଶଂସା କରିଥିଲେ। ଏହି ସଭାରେ ସଜ୍ୱନ ଆଚାର୍ଯ୍ୟ,ପ୍ରଶନ୍ନ କୁମାର ମିଶ୍ର, ଅନନ୍ତ ନାରାୟଣ ବିଶୋଇ, ସନ୍ତୋଷ କୁମାର ତ୍ରିପାଠୀ, କୃପାସିନ୍ଧୁ ମିଶ୍ର, ସୁବାଷ ଚନ୍ଦ୍ର ଶତପଥୀ, ଜଗଦିଶ ନାଥ,ତକ୍ଷକର ସମ୍ପାଦକ ବିଶ୍ୱମୟ ପୂଜାରୀ, ସୁବାଷ ଚନ୍ଦ୍ର ଦାଶ, ପ୍ରଶାନ୍ତ କୁମାର ଶତପଥୀ, ମନୋଜ କୁମାର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ ଶିବ ନାରାୟଣ ରଥ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like