-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ରାଜ୍ୟ

ହିନ୍ଦୁ ଦେବାଦେବୀଙ୍କ ଚିତ୍ର ତଥା ଦେବା ଦେବୀଙ୍କ ନାମରେ ବାଣ ଫଟକl  ବିକ୍ରିରେ ରୋକ ଲଗାଇବା ପାଇଁ ବିଶ୍ଵ ହିନ୍ଦୁ ପରିଷଦ ଅତାବିରା  ପ୍ରଖଣ୍ଡ ପକ୍ଷରୁ ଦାବିପତ୍ର ପ୍ରଦାନ

28-Oct-2024



ଅତାବିରା (ଆକାଶ ମିଶ୍ର): ହିନ୍ଦୁ ଦେବା ଦେବୀଙ୍କ ପ୍ରତି  ହେଉଥିବା ଅସମ୍ମାନ କୁ ରୋକିବା ପାଇଁ  ବିଶ୍ଵ ହିନ୍ଦୁ ପରିଷଦ ଅତାବିରା ପ୍ରଖଣ୍ଡ ପକ୍ଷରୁ  ଏକ ମହତ ପ୍ରୟାସ  ଆରମ୍ଭ କରାଯାଇଛି । ଏ ନେଇ ଆଜି  ଅତାବିରା  ପ୍ରଖଣ୍ଡ ର ସଭାପତି ମନୀଷ ଶର୍ମା  ଙ୍କ ନେତୃତ୍ୱରେ ଅତାବିରା ଥାନାରେ ଏକ ଦାବିପତ୍ର ପ୍ରଦାନ  କରାଯାଇଛି ।

  ବାଣ ଫୋଟକା  ଗୁଡିକରେ  ବିଭିନ୍ନ   ହିନ୍ଦୁ ଦେବା ଦେବୀଙ୍କ ଫଟୋଚିତ୍ର ଲାଗିବା ତଥା ଦେବା ଦେବୀଙ୍କ ନାମରେ ବାଣ  ଫୋଟକା ବିକ୍ରି ହେଉଛି,ଯାହା ହିନ୍ଦୁ  ଧର୍ମ  ପ୍ରତି କୁଠାରଘାତ କରିବା ସହିତ ଭାରତୀୟ ସମ୍ବିଧାନ ର ଧାରା ୨୯୫ _ଏ କୁ ଖୋଲାଖୋଲି   ଉଲ୍ଲଂଘନ କରାଯାଉଛି।  ଆସନ୍ତା ଦୀପାବଳୀ ରେ ବିଭିନ୍ନ ହିନ୍ଦୁ ଦେବା ଦେବୀଙ୍କ ଫଟୋ ଚିତ୍ର ଥିବା ବାଣ ( ଫଟକା) ବିକ୍ରି ଉପରେ ରୋକ ଲଗାଯାଇ ବିକ୍ରି କରୁଥିବା ବ୍ୟକ୍ତି ମାନଙ୍କ ଉପରେ ଆଇନ ଅନୁଯାୟୀ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଏହି ଦାବି ପତ୍ରରେ ଅନୁରୋଧ କରାଯାଇଛି। ଭାରତୀୟ  ସମ୍ବିଧାନ ର  ଏହି ଧାରା ଅନୁସାରେ ଯେ କେହି ଇଚ୍ଛାପୂର୍ବକ ଓ ବିଦ୍ୱେଷ ମୂଳକ ଭାବେ ଭାରତର କୌଣସି ଶ୍ରେଣୀର ନାଗରିକ ଙ୍କର  ଧର୍ମଭାବ  ଅମର୍ଯ୍ୟାଦା କରିବା ଉଦ୍ଦେଶ୍ୟରେ ଲିଖିତ ଆକାରରେ, ଭାଷଣ ବା ବଚନ ଦ୍ୱାରା କିମ୍ବା ଚିତ୍ରାଦିଦ୍ୱାରା ଏପରି ଶ୍ରେଣୀର ଲୋକଙ୍କ ଧର୍ମ ବା ଧର୍ମ ବିଶ୍ୱାସ ପ୍ରତି ଅପମାନ କରନ୍ତି ବା ଅପମାନ ଦେବାର ଚେଷ୍ଟା କରନ୍ତି ତାଙ୍କ ପ୍ରତି ଦଣ୍ଡ ବିଧାନ ର ବ୍ୟବସ୍ଥା  ଉଦ୍ଧୃତ ରହିଛି। ଏହି ଦାବି ପତ୍ର ପ୍ରଦାନ ସମୟରେ ଅଶ୍ଵିନୀ ମେହେର, ଅଜୟ କୁମାର ମହାପାତ୍ର,ଛନ୍ଦା ଚରଣ ମେହେର, ମାନସ ରଞ୍ଜନ ସାହୁ, ବିଶ୍ୱଜିତ୍ ଭୋଇ, ଭକ୍ତ ସେଠ୍ ପ୍ରମୁଖ ଉପସ୍ଥିତ ଥିଲେ ।ଦିନକୁ ଦିନ ହିନ୍ଦୁ ଧର୍ମ  ର ମର୍ଯ୍ୟାଦା  କ୍ଷୂର୍ଣ୍ଣ   ହେବାରେ ଲାଗିଥିବା ବେଳେ ବିଶ୍ଵ ହିନ୍ଦୁ ପରିଷଦ  ଅତାବିରା ଶାଖା ପକ୍ଷରୁ ନିଆଯାଇଥିବା ଏହି ପଦକ୍ଷେପକୁ  ବୁଦ୍ଧିଜୀବୀ ମହଲରେ ସ୍ଵାଗତ ଓ ସାଧୁବାଦ୍ ଦିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like