-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଓରମାସ ଦୀପାବଳି ଷ୍ଟଲ ଉଦଘାଟିତ

28-Oct-2024



 ରାୟଗଡା (ସୁପ୍ରିୟା ଷଡଙ୍ଗୀ): ସ୍ଥାନୀୟ ବସଷ୍ଟାଣ୍ଡ ନିକଟସ୍ଥ ଜନଜାତି ସେବଜଗତ ପରିସରରେ ଦୀପାବଳି ଉତ୍କଳ ଷ୍ଟଲ ଉଦଘାଟିତ ହୋଇଯାଇଛି l ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ, ରାୟଗଡ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଉଦଘାଟନ କରିଥିଲେ l ଏହି କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ରାୟାଗଡା,ଶ୍ରୀମତୀ କଲ୍ୟାଣୀ ସଂଘମିତ୍ରା ଦେଵୀ, ଉପନିର୍ଦ୍ଧେଶକ ତଥା ଜିଲ୍ଲା ସୂଚନା ଓ ଲକସମ୍ପର୍କ ଅଧିକାରୀ, ବସନ୍ତ କୁମାର ପ୍ରଧାନ, ଡିପିଏମ୍ ଓଏଲ୍ଏମ୍, ହେମନ୍ତ କୁମାର ବାଗ,ଡି ସିଇଓ ଓରମାସ୍ ମନୋଜ କୁମାର ପlତ୍ର ଏବଂ ଓରମାସର ବରିଷ୍ଠ ଲେଖାପାଳ ଜି. ଲକ୍ଷ୍ମଣ ଓ ଅନ୍ୟନ୍ୟ 

ଅନ୍ୟନ୍ୟ କର୍ମଚାରୀ ଉପସ୍ଥିତ ଥିଲେ । ଏହି ଷ୍ଟାଲରେ ବିଭିନ୍ନ ପ୍ରକାରର ଦୀପ , ଟେରାକୋଟା ଆଇଟମ୍, ପାହାଡରୁମ୍, ଗେଣ୍ଡୁ ଫୁଲ, ରାଗି ମିଠା, ନିୟାମଗିରି କଦଳୀ, ପ୍ରତିମା, ଟୋଲୋ ତେଲ, ଡୋକ୍ରା ଇତ୍ୟାଦି ବିକ୍ରୟ ଓ ପ୍ରଦର୍ଶନ ମଣ୍ଡପରେ ପ୍ରଦର୍ଶିତ ହେଉଛି l ସ୍ଥାନୀୟ କାରିଗର ଓ ହସ୍ତ ଶିଳ୍ପୀଙ୍କୁ ଉତ୍ସାହିତ କରିବା ପାଇଁ  ସମସ୍ତ ଜନସାଧାରଣଙ୍କୁ ସ୍ଥନୀୟ ଉତ୍ପାଦିତ ଦ୍ରବ୍ୟ କ୍ରୟ କରିବାକୁ ଓରମାସ ତରଫରୁ ଅନୁରୋଧ କରାଯାଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like