-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||     

HOME   ଜିଲ୍ଲା

ସାଲେଭଟା ରେ ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

28-Oct-2024



ଆଗଲପୁର, (ବିନୋଦ ଦୀପ) ଆଗଲପୁର ବ୍ଲକ ର ସାଲେଭଟା ପଞ୍ଚାୟତ ରେ ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମ କୁ ଆଗଲପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ମହାପାତ୍ର କୁଲଦୀପ ମହାନ୍ତି ଯୋଗ ଦେଇଥିଲେ l ଏହା ସହିତ ଜଳ ଓ ପରିମଳ ବିଭାଗ ଯନ୍ତ୍ରୀ ଶ୍ରୀ ଦୁର୍ଗା ପ୍ରସାଦ ମିଶ୍ର ଓ  ଅରବିନ୍ଦ   ମହାନ୍ତି, ବି ଏସ ଓ ଶ୍ରୀ ସୁଶାନ୍ତ ମହାକୁର, ସି ଡି ପି ଓ ଶ୍ରୀମତୀ ଶୁଭଶ୍ରୀ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ l ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଶ୍ରୀ ଧୀରେନ୍ଦ୍ର ମେହେର ଓ ଅତିରିକ୍ତ ତହସିଲଦାର ଶ୍ରୀ ଫାଲଗୁନି ଶବର ମଧ୍ୟ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ l ଏହାସହ ବ୍ଲକ୍ ର ସମସ୍ତ ବିଭାଗୀୟ ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ରହିଥିଲେ। ଅଭିଯୋଗ ଶୁଣାଣୀ ଶିବିର ସମୟରେ ଏକ ଭିନ୍ନକ୍ଷମ ମହିଳା ଦିପାଞ୍ଜଳି ପଧାନ୍ ଙ୍କୁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏକ ହୁଇଲ ଚେୟାର ପ୍ରଦାନ କରିଥିଲେ l ଆଜିର ଜନ ଶୁଣାଣି ଶିବିରରେ ସର୍ବ ମୋଟ 191 ଟି ଅଭିଯୋଗ ଉପରେ ଦରଖାସ୍ତ ଗ୍ରହଣ ହୋଇଥିଲା। ଅଭିଯୋଗ ଶୁଣାଣୀ ସରିଲା ପରେ ମଧ୍ୟ ବହୁ ଲୋକ ଶିବିର କୁ ଆସୁ ଥିବାର ଦେଖିବାକୁ ମିଳିଥିଲା। ଅନେକ ଲୋକ ଦରଖାସ୍ତ ଦେଇ ଯାଉଥିବା ବେଳେ ଅନେକ ଲୋକ ଫେରି ଯାଉ ଥିବାର ମଧ୍ୟ ଦେଖିବାକୁ ମିଳିଥିଲା ବିଶେଷ କରି ପ୍ରଧାନ ମନ୍ତ୍ରୀ ଆବାସ ଓ ଜମି ପାଇଁ ଅନେକ ଅଭିଯୋଗ ଦାଖଲ ହୋଇଥିବା ଜଣା ପଡିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026
  ଜିଲ୍ଲା  
ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   21-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ   21-Apr-2026
  ଜିଲ୍ଲା  
ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ   21-Apr-2026
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
  ଜିଲ୍ଲା  
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026

You Might Also Like