-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସିନାପାଲି ରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ।

28-Oct-2024



ନୂଆପଡ଼ା (ଚିନ୍ତାମଣି ନେତାମ)
ସିନାପାଲି ବ୍ଲକ ସଭାଗୃହ ଠାରେ ନୂଆପଡା ଜିଲ୍ଲାପାଳ ମଧୁସୁଦନ ଦାସ ଓ ଜିଲ୍ଳା ଆରକ୍ଷୀ ଅଧିକ୍ଷକ ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ର ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ  ହୋଇଯାଇଛି। ଏହି ଶିବିରରେ ନୂଆପଡା ର ସମସ୍ତ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି  ଅଭିଯୋଗ ଶୁଣାଣିରେ ସାମିଲ ହୋଇଥିଲେ । ଉକ୍ତ ଶିବିରରେ ସିନାପାଲି ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମ ପଞ୍ଚାୟତ ତଥା ଗ୍ରାମ ଗୁଡିକରୁ 86 ଗୋଟି ବିଭିନ୍ନ ସମସ୍ୟା ଆଧାରିତ ଅଭିଯୋଗ  ଶୁଣାଣି ହୋଇଥିଲା। ଏଥିରୁ 68 ଟି ବ୍ୟକ୍ତିଗତ ଥିଲାବେଳେ 18 ଟି ସାମୁହିକ ଅଭିଯୋଗ ଥିଲା l ଜଣ ଙ୍କୁ ରେଡକ୍ରସ୍ ପାଣ୍ଠି ରୁ 2000 ଟଙ୍କା ତତ୍କାଳିନ ସହାୟତା ଜିଲ୍ଲାପାଳ ଯୋଗାଇ ଦେଲେ l
ଉକ୍ତ ଶିବିରରେ  ସିନାପାଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅବିନାଶ ଲାକ୍ରା, ବ୍ଲକ ଅଧ୍ୟକ୍ଷା ମାଧୁରୀ ମାଝୀ, ତହସିଲଦାର ପ୍ରମୁଖଙ୍କ ସମେତ ଜିଲ୍ଳା ତଥା ବ୍ଲକ ସ୍ତରୀୟ ସମସ୍ତ ଅଧିକାରୀ କର୍ମଚାରୀ ଉପସ୍ଥିତ ଥିଲେ। ଶିବିର ପ୍ରାରମ୍ଭରୁ ଜିଲ୍ଲା ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ ସମସ୍ତ ଅଧିକାରୀ ମାନଙ୍କୁ ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ସାଧୁତାର ଶପଥ ପାଠ କରାଇଥିଲେ l ଜିଲ୍ଲାପାଳ ଙ୍କ ସ୍ଵତନ୍ତ୍ର ନିର୍ଦେଶ କ୍ରମେ ବ୍ଲକ୍ ପରିସରରେ ଗୋଟିଏ ରକ୍ତଦାନ ଶିବିର ଓ ବରିଷ୍ଠ ନାଗରିକମାନଙ୍କ ପାଇଁ ଏକ ମାଗଣା ସ୍ବାସ୍ଥ୍ୟ ଶିବିର ଆୟୋଜନ ହୋଇଥିଲା l ଅପରାହ୍ନ ରେ ଜିଲ୍ଲାପାଳ ଓ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ ମାନଙ୍କୁ ନେଇ ଭରୁଆ ମୁଣ୍ଡା ଗ୍ରାମ ପଞ୍ଚାୟତରେ ପ୍ରବାସୀ ଶ୍ରମିକ ନିରାକରଣ ନିମିତ୍ତ ଏକ ସଚେତନତା ସଭାର ଆୟୋଜନ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like