-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ପଶ୍ଚିମାଞ୍ଚଳ ପ୍ରାଥମିକ ଶିକ୍ଷକ ଫୋରମ୍ ର ସାଙ୍ଗଠନିକ ବୈଠକ

28-Oct-2024



ସମ୍ବଲପୁର:(ନିରଞ୍ଜନ ତ୍ରିପାଠୀ)-ସମ୍ବଲପୁର ପ୍ରେସ କ୍ଲବ ପରିସରରେ ଟିମ୍ ଲିଡର ରାମଲାଲ ପଟେଲଙ୍କ ସଭାପତିତ୍ବରେ ପଶ୍ଚିମାଞ୍ଚଳ ପ୍ରାଥମିକ ଶିକ୍ଷକ ଫୋରମର ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପ୍ରଥମେ ମାଁ ସମଲେଶ୍ଵରୀ ପୂଜାର୍ଚ୍ଚନା କରାଯାଇଥିଲା । ଟିମ୍ ଲିଡର ଶ୍ରୀକାନ୍ତ ବାରିକ ସମସ୍ତଙ୍କୁ ସ୍ଵାଗତ ଜଣାଇଥିଲେ । ବୌଦ୍ଧ ଜିଲ୍ଲା ସଭାପତି ଶିଶିର ଖଟୁଆ,ରାୟଗଡ଼ା ଜିଲା ସଭାପତି ସୋମନାଥ ଗରଡ, ସୋନପୁରର ଦାମୋଦର ପଣ୍ଡା, ଝାରସୁଗୁଡ଼ା ଜିଲ୍ଲାର ଚୋଳ ଦେବ ସା, ଦେବଗଡ଼ ର ସଭାପତି ତ୍ରିନାଥ ଖୁଣ୍ଟିଆ,ସମ୍ବଲପୁରର ଚେରୁ ପାତ୍ର,ବରଗଡର ସ୍ବାଧିନ କୁମାର ସାହୁ ଓ ସମସ୍ତ ସଭାପତି ମାନଙ୍କ ମତ ଦେଇ ପଶ୍ଚିମାଞ୍ଚଳ ପ୍ରାଥମିକ ଶିକ୍ଷକ ସଂଘ ଗଠନ ଆସନ୍ତା ତା ୧୭ ନଭେମ୍ବର ୨୦୨୪ରେ ବରଗଡ଼ ଠାରେ ଏକ ସଂଘ ଗଠନ କରାଯିବା ପାଇଁ ପ୍ରସ୍ତାବ ଗୃହୀତ ହୋଇଥିଲା । ପଶ୍ଚିମାଞ୍ଚଳ ମିଳିତ ପ୍ରାଥମିକ ଶିକ୍ଷକ ଫୋରମ୍ ତରଫରୁ ପ୍ରୟାସ କରି ୨୦୨୨ ନଭେମ୍ବର ମାସ ରେ ମିଳିତ ସଂଘ ଗଠନ କରି ଏକ ଲକ୍ଷ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନେଇ ମିଳିତଭାବେ ଆନ୍ଦୋଳନ କରାଯାଇଥିଲା।ଦାବୀ ଥିଲା୪୨୦୦ ଗ୍ରେଡ଼ ପେ ଓ ଛଅ ବର୍ଷର ଚାକିରି କାଳକୁ ଗଣନା ସହ  ଛଅଟି ଇନକ୍ରିମେଣ୍ଟ  କିନ୍ତୁ ପାଞ୍ଚ ଦିନ ଅହୋରାତ୍ର ଆନ୍ଦୋଳନ କରିବାପରେ ମୁଖ୍ୟଶାସନ ସଚିବ ଲିଖିତ ପ୍ରତିଶ୍ରୁତି ଦେଇ ବି କୌଣସି ଦାବୀ ପୂରଣ କଲେ ନାହିଁ । ଏବେ ନୂଆଁ ସରକାର ପରିବର୍ତ୍ତନ ହେଲେ । ଏବେ ସେହି ଦୁଇ ଟି ମୁଖ୍ୟ ଦାବୀ  ମାନ୍ୟବର ମୁଖ୍ୟମନ୍ତ୍ରୀ, ମାନ୍ୟବର ମୁଖ୍ୟମନ୍ତ୍ରୀ, ମାନ୍ୟବର ଶିକ୍ଷା ମନ୍ତ୍ରୀ, ମାନ୍ୟବର ରାଜସ୍ବ ମନ୍ତ୍ରୀ, ମାନ୍ୟବର ସାଂସଦ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜଣାଇ ଆଲୋଚନା ପାଇଁ ଏକ ପ୍ରତିନିଧି ମଣ୍ଡଳ ଗଠନ କରାଗଲା । ଖୁବ୍ ଶୀଘ୍ର ଆଲୋଚନା ହେବ । ଦାବୀ ପୁରଣ ପାଇଁ ସମସ୍ତ ଟିମ୍ ଲିଡର୍, ସଭାପତି, କର୍ମକର୍ତ୍ତା ମତବ୍ୟକ୍ତ କରିଥିଲେ । ଦାବୀ ପୂରଣ ନହେଲେ ଆଗାମୀ ଦିନରେ ଶିକ୍ଷକ ଶିକ୍ଷୟିତ୍ରୀ ଆନ୍ଦୋଳନ କରିବାପାଇଁ ପ୍ରସ୍ତୁତ ହେଵେ ବୋଲି ମତପୋଷଣ କରିଥିଲେ । ଆଜି ବୈଠକରେ ଲିଙ୍ଗରାଜ ବେହେରା, ବାସୁଦେବ ପଟେଲ,ଉମେଶ ରାୟ, ସୁଶୀଲ ପୋଡ଼, ଲକ୍ଷ୍ମଣ ପଟେଲ ପ୍ରମୁଖ ଶତାଧିକ ଶିକ୍ଷକ ଯୋଗ ଦେଇ ମତ ଦେଇ ଥିଲେ । ଶେଷରେ ବରଗଡ ଜିଲ୍ଲାର ସ୍ବାଧିନ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like