-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଷ୍ଟେଟ ବ୍ୟାଙ୍କ ଆର୍.ସେ.ଟି. ତରଫରୁ ପନି ପରିବା ଚାରା ପରିଚାଳନା ଓ ଚାଷ ତାଲିମ୍ କାର୍ଯ୍ୟକ୍ରମ ଉଦଯାପିତ

28-Oct-2024



ବୌଦ୍ଧ(ଦୁର୍ଯ୍ଯୋଧନ ବିଶି):ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ ପ୍ରତିଷ୍ଠାନ, ଲଣ୍ଡିବନ୍ଧ,ବୌଦ୍ଧ ଓ ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ପର୍ଯ୍ୟାୟ-୨ , ବୌଦ୍ଧ ର ମିଳିତ ଆନୁକୁଲ୍ୟରେ କଣ୍ଟାମାଳ ବ୍ଲକ ର ରେଘମୁଣ୍ଡା ବାବା ଗୁପ୍ତେଶ୍ୱରଙ୍କ ପାଖରେ ଥିବା କଲ୍ୟାଣ ମଣ୍ଡପ ଠାରେ ତା.୧୮-୧୦-୨୪ ରୁ ତା.୨୮-୧୦-୨୪ ରିଖ ପଯ୍ୟନ୍ତ ହେଉଥିବା ପନି ପରିବା ଚାରା ପରିଚାଳନା ଓ ଚାଷ ତାଲିମ୍ କାର୍ଯ୍ୟକ୍ରମ ଉଦଯାପିତ ହୋଯାଇଛି।
ଏହି କାର୍ଯ୍ୟକ୍ରମ ଟିରେ ସ୍ଥାନୀୟ ଅଞ୍ଚଳ ର ୫ଜଣ ପୁରୁଷ ଏବଂ ୩୦ ଜଣ ମହିଳାଙ୍କୁ ନେଇ ମୋଟ ୩୫ ଜଣ  ପ୍ରଶିକ୍ଷାର୍ଥି ଅଂଶ ଗ୍ରହଣ କରିଥିଲେ। ଦଶ ଦିନଧରି ଚାଲିଥିବା ଏହି ତାଲିମ୍ କାର୍ଯକ୍ରମ କୁ କେନ୍ଦ୍ରାପଡ଼ା ରୁ ଆସିଥିବା ପ୍ରଶିକ୍ଷକ ଶ୍ରଯୁକ୍ତ ସୁଧାଂଶୁ ଶେଖର ନାୟକ ପରିଚାଳନା କରିବା ସହିତ ପନି ପରିବା ଚାରା ପ୍ରସ୍ତୁତି ଓ ଚାଷ ସମ୍ବନ୍ଧ ରେ ବିଶଦ ଆଲୋଚନା କରିଥିଲେ, ତତ୍ ସହିତ ଚାଷୀ ମାନେ କିପରି ବର୍ତ୍ତମାନ ବ୍ୟବହାର କରୁଥିବା ରାସାୟନିକ ସାର କୁ ପରିତ୍ୟାଗ କରି  ପରିବେଶ ଅନୁକୂଳ ଜୈବିକ ସାର ପ୍ରସ୍ତୁତି ବିଧି ଓ ପ୍ରୟୋଗ ସମ୍ବନ୍ଧରେ ଆଲୋଚନା କରିଥିଲେ  । ପ୍ରଶିକ୍ଷାର୍ଥି ମାନେ ମଧ୍ୟ ମନ ଦେଇ ଓ ଆଗ୍ରହ ସହକାରେ ସମସ୍ତ ପ୍ରକାର ତାଲିମ୍ କୁ ଶିକ୍ଷା କରିଥିଲେ । କାର୍ଯ୍ୟକ୍ରମ ଟିର ସଂଯୋଜକ ଅମର ପ୍ରସାଦ ମହାପାତ୍ର ପ୍ରଶିକ୍ଷାର୍ଥି ମାନଙ୍କ ମଧ୍ୟରେ ସକାରତ୍ମକ ମନୋଭାବ ପୋଷଣ କରିବା ସହିତ ତାଙ୍କର ବ୍ୟବହାରିକ ପରିବର୍ତ୍ତନ କିପରି ଆସିବ ସେ ଉପରେ ଆଲୋଚନା କରିଥିଲେ ।ନିର୍ଦ୍ଦେଶକ ଶ୍ରୀ ବିଚିତ୍ର ମହାପାତ୍ର ପ୍ରଶିକ୍ଷାର୍ଥି ମାନଙ୍କୁ ବ୍ୟାଙ୍କ ଓ ଋଣ ସମ୍ପର୍କ ଆଲୋଚନା କରିଥିଲେ । ପରିଶେଷରେ ନିର୍ଦ୍ଦେଶକ ଶ୍ରୀ ମହାପାତ୍ର ତାଲିମ କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରିଥିବା ସମସ୍ତ ୩୫ ଜଣ ପ୍ରଶିକ୍ଷର୍ଥି ମାନଙ୍କୁ ମାନପତ୍ର ପ୍ରଦାନ କରିବା ସହିତ ତାଙ୍କର ଊତ୍ତରତର ଶୁଭ କାମନା କରିଥିଲେ । ଉକ୍ତ କାର୍ଯ୍ୟକ୍ରମ ଟିକୁ ସୂଚାରୁ ରୂପେ ସମ୍ପାଦନା କରିବା ପାଇଁ ଉଭୟ ଅନୁଷ୍ଠାନ ର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like