-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଓମଫେଡ ତରଫରୁ ଝର୍ଣୀପାଲି ଠାରେ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି

29-Oct-2024



ଆଗଲପୁର, (ବିନୋଦ ଦୀପ) ଗତ ରବିବାର ଦିନ ଆଗଲପୁର ବ୍ଲକ ର ଝର୍ଣିପାଲି ଠାରେ ବାବା ଲିଙ୍ଗରାଜ ଦୁଗ୍ଧ ସମବାୟ ସମିତି ପକ୍ଷରୁ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଥିଲା। ଶ୍ରୀ ଶିବ ପ୍ରସାଦ ଭୋଇ ଙ୍କ ତତ୍ତ୍ଵାବଧାନରେ ଏହି ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଶିବିର ରେ ସର୍ବ ମୋଟ 87 ଜଣ ଙ୍କ ଚକ୍ଷୁ ପରୀକ୍ଷା କରା ଯାଇଥିଲା। ସେଥିରୁ 13 ଜଣ ଜଣ ରୋଗୀ ଙ୍କୁ ମୋତିଆ ବିନ୍ଦୁ ଅସ୍ତ୍ର ପ୍ରଚାର ପାଇଁ ପଣ୍ଡାପାଲି ଠାରେ ଥିବା  ନେତ୍ରାଳୟ କୁ ନିଆ ଯାଇଥିବା। ବାକି ସାଧାରଣ ଚକ୍ଷୁ ପରୀକ୍ଷା କରା ଯାଇଥିବା ରୋଗୀଙ୍କୁ ମାଗଣା ରେ ଓଷଧ ବଣ୍ଟନ କରା ଯାଇଥିଲା। ଏହି ଚକ୍ଷୁ ଚିକିତ୍ସା ଶିବିର କୁ ଝର୍ନିପାଲି, ଭର୍ସୁଜା, ପଣ୍ଡ ରାଣୀ, ଓ ସୁଦୂର ବରଗଡ଼ ଜିଲ୍ଲାର ଗାଇସିଲେଟ ବ୍ଲକ୍ ର ବିଭିନ୍ନ ଗ୍ରାମରୁ ଚକ୍ଷୁ ରୋଗୀ ଆସି ମାଗଣା ରେ ଚକ୍ଷୁ ପରୀକ୍ଷା କରିଥିଲେ। ଦୁଗ୍ଧ ସମବାୟ ସମିତି ର ସମ୍ପାଦକ ଶ୍ରୀ ପ୍ରେମାନନ୍ଦ ସାହୁ, ଏହି ଶିବିର କୁ ଆୟୋଜନ କରିବା ସହିତ ଅତି ସୁନ୍ଦର୍ ଭାବ ରେ ସଫଳ ମଧ୍ୟ କରିଥିଲେ। ଏଥିରେ ପ୍ରକାଶ ଚନ୍ଦ୍ର ସାହୁ, ଦୁଷ୍ମନ୍ତ ପାତ୍ର, କେଶବ ରଣା, ଅଶ୍ଵିନୀ ବାରିକ, ହିତାଂଶୁ ସାହୁ, ସିଭିଲ ସାହୁ, ଅରକ୍ଷିତ ସାହୁ, ଡାକ୍ତର ନାଏକ୍, ପବିତ୍ର ବାରିକ୍, ରଞ୍ଜନ ପାତ୍ର, ଡକ୍ଟର ପ୍ରଶାନ୍ତ ଦାସ୍, ଅନ୍ତର୍ଯ୍ୟାମୀ ନାଇକ୍, ନରେଶ ଭୋଇ, ରାମେଶ୍ବର କିର୍ତା, ଭୃଙ୍ଗରାଜ୍ ପଧାନ୍, ବାଳ ମୁକୁନ୍ଦ ଭୋଇ, ପ୍ରମୁଖ ସଦସ୍ୟ ମାନେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like