-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ଘରୋଇ ବସ ମାଲିକ ସଂଘ ର କର୍ମକର୍ତା ଚୟନ

29-Oct-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ଜିଲ୍ଲା ଘରୋଇ ବସ୍ ମାଲିକ ସଂଘ ସୁବର୍ଣ୍ଣପୁର ର ନୂତନ କର୍ମକର୍ତ୍ତା ଚୟନ ହୋଇ ଯାଇଛି l ସ୍ଥାନୀୟ ହୋଟେଲ ମୁନ ଠାରେ ସଂଘ ର ସମସ୍ତ ସଦସ୍ୟ ଙ୍କ ଉପସ୍ଥିତି ରେ ଏହା ଅନୁଷ୍ଟିତ ହୋଇଛି l ସର୍ବ ସମ୍ମତ୍ତି କ୍ରମେ ଶ୍ରୀଯୁକ୍ତ ଦୀପକ କୁମାର ମହାପାତ୍ର ଙ୍କୁ ସଭାପତି, ଶ୍ରୀଯୁକ୍ତ ଦେବ ରଞ୍ଜନ ତ୍ରିପାଠୀ ଙ୍କୁ ଉପ ସଭାପତି, ଶ୍ରୀଯୁକ୍ତ ସୁଦର୍ଶନ ପଣ୍ଡା ଙ୍କୁ ସମ୍ପାଦକ, ଶ୍ରୀଯୁକ୍ତ ଭାସ୍କର ବାବୁ ଶ୍ରଦ୍ଧାକର ଦାଶ ଙ୍କୁ ସହ ସମ୍ପାଦକ ଓ ଶ୍ରୀଯୁକ୍ତ ଯୋଗେନ୍ଦ୍ର ହୋତା ଙ୍କୁ କୋଷାଧ୍ୟକ୍ଷ ଭାବରେ ଚୟନ କରାଯାଇଛି। ସଂଘ ର କାର୍ଯ୍ୟକାରିଣୀ ସଦସ୍ୟ ଭାବରେ ସଂଘ ର ବରିଷ୍ଠ ସଦସ୍ୟ ଶ୍ରୀଯୁକ୍ତ ପୁରୁଷୋତ୍ତମ ପାଣିଗ୍ରାହୀ,  ଶ୍ରୀଯୁକ୍ତ ସୁରେନ୍ଦ୍ର ପତି, ଶ୍ରୀଯୁକ୍ତ ସଞ୍ଜୀବ ସାହୁ, ଶ୍ରୀଯୁକ୍ତ ଯୋଗେଶ୍ୱର ହୋତା, ଶ୍ରୀଯୁକ୍ତ ପ୍ରଦୀପ କୁମାର ହୋତାଙ୍କୁ ସର୍ବ ସମ୍ମତି କ୍ରମେ ଚୟନ କରାଯାଇଛି। ଉକ୍ତ ଚୟନ ପ୍ରକିୟା ସଂଘ ର ବରିଷ୍ଠ ସଦସ୍ୟ ପୁରୁଷୋତ୍ତମ ପାଣିଗ୍ରାହୀ ଙ୍କ ସଭାପତିତ୍ବରେ ହୋଇଥିବା ବେଳେ ରେ  ସୋନପୁର ସହର ର ସମସ୍ତ ବସ୍ ମାଲିକ ଙ୍କ ସମେତ ବିନିକା ରୁ ୟାକୁବ ଖାନ, ସତ୍ୟ ମେହେର,ପ୍ରଦୀପ ହୋତା, ସଞ୍ଜୀବ ସାହୁ ,ବୀରମହାରାଜପୁର ବ୍ଲକ ରୁ ସୁରେନ୍ଦ୍ର ପତି ଙ୍କ ସମେତ ସୋନପୁର ର ସୁନିଲ ମେହେର ମଧ୍ୟ ଅଂଶ ଗ୍ରହଣ କରିଥିଲେ। ଏହି ସଭାରେ ଉପସ୍ଥିତି ସମସ୍ତ ସଭ୍ୟ ଙ୍କୁ ଶେଷ ରେ ସଞ୍ଜୟ ମହାପାତ୍ର ଧନ୍ୟବାଦ୍ ଅର୍ପଣ କରିଥିଲେ। ନୂତନ ସଭାପତି ହେବା ପରେ ଦୀପକ କୁମାର ମହାପାତ୍ର ଙ୍କ ସହ ସମସ୍ତ ପଦାଧିକାରୀ ମା ସୁରେଶ୍ଵରୀ ଙ୍କ ଦର୍ଶନ କରିଥିଲେ l  ନୂତନ ବସ୍ ଷ୍ଟାଣ୍ଡ ନିର୍ମାଣ ପାଇଁ ଅନେକ ବ୍ୟବସାୟୀ ଙ୍କ ଷ୍ଟଲ୍, ପୁରୁଣା ଟାଉନ୍ ହଲ୍ ବହୁ ଦିନ ରୁ ଭଙ୍ଗା ଯାଇଥିଲେ ମଧ୍ୟ କାମ ଆରମ୍ଭ ହୋଇ ନ ଥିବାରୁ କ୍ଷୋଭ ପ୍ରକାଶ କରିଛନ୍ତି ଓ ସରକାର ତଥା ସ୍ଥାନୀୟ ପ୍ରଶାସନ ଏ ଦିଗରେ ତୁରନ୍ତ ନିଷ୍ପତ୍ତି ନେଇ ନୂତନ ବସ୍ ଷ୍ଟାଣ୍ଡ ତିଆରି କରିବାକୁ ସଂଘ ପକ୍ଷରୁ ଅନୁରୋଧ ରଖିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like