-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର: ଭିନ୍ନକ୍ଷମ ଶିଶୁଙ୍କ ସହ ସମର୍ପଣ ଉତ୍ସବ ପାଳନ କଳା ବଲାଙ୍ଗୀର ସ୍ବେଚ୍ଛାସେବୀ ସଂଗଠନ

29-Oct-2024



 ବଲାଙ୍ଗୀର ସ୍ଵେଛାସେବୀ ସଂଗଠନ ଦୀର୍ଘ ବର୍ଷ ହେବ ସମାଜସେବାରେ ନିଜକୁ ନିୟୋଜିତ କରି ଆସିଛି, ଗରିବ ଲୋକଙ୍କୁ ସବୁପ୍ରକାରର ସହାୟତା କରି ଆସିଛି 

ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀରର ଅଗ୍ରଣୀ ସମାଜିକ ଅନୁଷ୍ଠାନ ବଲାଙ୍ଗୀର ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ ବାର୍ଷିକ ଭେଟଘାଟ କାର୍ଯ୍ୟକ୍ରମ ସ୍ଥାନୀୟ କୋଶଳ କଳା ମଣ୍ଡଳ ପଡିଆ ଠାରେ ଆୟୋଜିତ ହୋଇଛି । ଏହି ସଂଗଠନ ଭିନ୍ନକ୍ଷମ ଶିଶୁଙ୍କୁ  ଓ ଅସହାୟଙ୍କ ମୁହଁ ରେ ହସ ଫୁଟାଇବା ଲକ୍ଷ୍ୟରେ ସମର୍ପଣ ଉତ୍ସବ ପାଳନ କରିଛି।  ଏହି ଅବସରରେ ଭିନ୍ନକ୍ଷମ ଶିଶୁଙ୍କ ମନୋରଞ୍ଜନ ପାଇଁ ଏକ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏଥିରେ ଅତିଥି ଭାବରେ ଓଲିଉଡ ଷ୍ଟାର ବବି ମିଶ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ  ସ୍ଵେଚ୍ଛାସେବୀ ସଂଗଠନର  ଜନହିତକର କାମର ଭୂୟସୀ ପ୍ରଶଂସା କରିଥିଲେ l ସମ୍ବଲପୁରୀ ରକଷ୍ଟାର ରୁକୁ ସୁନା,  ପୌରାଧ୍ୟକ୍ଷା  ଲିକl ସାହୁ, ବଲାଙ୍ଗୀର ବ୍ଲକ ଅଧ୍ୟକ୍ଷା ସରିତା ବାଗ, ଦେଓଗାଁ ବ୍ଲକ ଅଧ୍ୟକ୍ଷ ମଣ୍ଟୁ ଖମାରୀ, ବିଜେଡ଼ି ନେତା ଲୋଟସ ଷଡ଼ଙ୍ଗୀ, କଂଗ୍ରେସ ଯୁବନେତା ଆକବର ଖାନ୍ ପ୍ରମୁଖ ସମ୍ମାନିତ ଅତିଥି ରୂପେ ଯୋଗଦେଇ ନିଜର ଅଭିଭାଷଣ ପ୍ରଦାନ କରି ରୋଗୀ ସେବା ଓ ଅସହାୟ ମାନଙ୍କ ସାହାଯ୍ୟ ପାଇଁ ସଂଗଠନର ନିସ୍ୱାର୍ଥପର ଉଦ୍ୟମକୁ ସ୍ଵାଗତ କରିଥିଲେ l ମୁଖ୍ୟ ବକ୍ତା ବରିଷ୍ଠ ସାମ୍ବାଦିକ ସତ୍ୟ ପ୍ରକାଶ ନାଏକ, ସଂଗଠନ ଉପଦେଷ୍ଟା ମଣ୍ଡଳୀ ଟୁନା ମିଶ୍ର, କିଶୋର ରଥ, ଉତ୍ତମ ନନ୍ଦ ପ୍ରମୁଖ ମଞ୍ଚାସୀନ ଥିଲେ। ସେହିପରି ବଲାଙ୍ଗୀର  ଜଗତବନ୍ଧୁ ଶିକ୍ଷା ନିକେତନ ସାଲେପାଲି, ପାର୍ବତୀଗିରି ଆଶ୍ରମ, ପଥରଚେପା ଆଦ୍ୟାଶା ଆଶ୍ରମ ପଥରଚେପା, ଅନ୍ଧମୁଖ ବଧିର ସେବା ନିକେତନ ଶିବତଲା, ତରଭାର ଶତାଧିକ ଛାତ୍ରଛାତ୍ରୀ ଏଥିରେ ସାମିଲ ହୋଇଥିଲେ। ତେବେ ଭିନ୍ନକ୍ଷମ ଶିଶୁ ମାନଙ୍କ ପାଇଁ ଏଠି ସାମିଲ ହୋଇଥିବା ଓଲିଉଡ ଷ୍ଟାର ବବି ମିଶ୍ର ଓ ସମ୍ବଲପୁରୀ ରକ୍ ଷ୍ଟାର ରୁକୁ ସୁନା ଓ ତାଙ୍କ ଟିମ୍ ଗୀତ ନାଚ ପରିବେଷଣ କରିଥିଲେ। ସେହିପରି ଉପସ୍ଥିତ ହଜାର ହଜାର ଦର୍ଶକ, ବିଭିନ୍ନ ସଙ୍ଗଠନର ସଦସ୍ୟ  ଏହି ସମର୍ପଣ ସନ୍ଧ୍ୟାରେ ସମ୍ବଲପୁରୀ  ସଙ୍ଗୀତର ବେଶ ମଜା ଉଠାଇ ଥିଲେ।
  ସୂଚନାଯୋଗ୍ୟ ଯେ,  ଲୋକଙ୍କ ହକ ଦାବି ପାଇଁ ମଧ୍ୟ ଲୋକଙ୍କ ସହ ଛିଡା ହୋଇ ସରକାରଙ୍କ ଦୃଷ୍ଟି ଆକର୍ଷଣ କରି ଆସିଛି ଏହି ସଂଗଠନ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like