-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||      ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||      ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ    (19-Apr-2026)       ||      ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   (19-Apr-2026)       ||      ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   (19-Apr-2026)       ||      ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   (19-Apr-2026)       ||      ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   (19-Apr-2026)       ||      ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   (19-Apr-2026)       ||      ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   (19-Apr-2026)       ||      ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   (19-Apr-2026)       ||      ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   (19-Apr-2026)       ||      ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   (19-Apr-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ବିଶ୍ଵ ଷ୍ଟ୍ରୋକ ଦିବସ ପାଳିତ --

29-Oct-2024



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ )
 ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ମିଶନ ଶକ୍ତି ସଭା ଗୃହ ଆଇ ସି ଡି ଏସ, ସୁବର୍ଣ୍ଣପୁର   ଠାରେ ବିଶ୍ଵ ଷ୍ଟ୍ରୋକ ଦିବସ ଅତିରିକ୍ତ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ) ଡ଼ା ଦୈତ୍ୟ ନାରାୟଣ ପାଢ଼ୀ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ସଭା ରେ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ ଡ଼ା ମନୋଜ କୁମାର ଅଦ।ବର, ଅତିରିକ୍ତ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ(ଭିବିଡି) ଡ଼ାକ୍ତର ଗୋପାଳ ଚନ୍ଦ୍ର ମଲ୍ଲିକ ଓ ସି ଡି ପି ଓ ସାଗରିକା ସ୍ୱାଇଁ  ପ୍ରମୁଖ  ମଂଚାସୀନ ଥିଲେ l ଅତିଥି ବୃନ୍ଦ ଷ୍ଟ୍ରୋକ ରୋଗ ର ଲକ୍ଷଣ ଓ ଏହାର ପ୍ରତିକାର ଗୁଡ଼ିକ  ଉପରେ ଯଥା ମଧୁ ମେହ ଓ ରକ୍ତ ଚାପ ନିୟନ୍ତ୍ରଣ,କମ ତୈଳ ମସଲା ଯୁକ୍ତ ଖାଦ୍ୟ, କମ ଲୁଣ ବ୍ୟବହାର, ତମାଖୁ ଓ ମାଦକ ଦ୍ରବ୍ୟ ସେବନ ନ କରିବା, ମାନସିକ ଚାପ ଓ ଅବସାଦ ରୁ ଦୂରେଇ ରହିବା, ନିୟମିତ ଯୋଗ, ପ୍ରାନାୟାମ ଓ ବ୍ୟାୟାମ, ସନ୍ତୁଳିତ ଆହାର ଏବଂ ନିୟମିତ ଜୀବନ ଶୈଲି ଆପଣାଇବା ଉପରେ ସଚେତନତା ସୃଷ୍ଟି କରି ଷ୍ଟ୍ରୋକ ରୋଗୀ ଙ୍କୁ ଉତ୍ସାହିତ କରିବା ଉପରେ ପୁଙ୍ଖାନୁପଙ୍ଖ ଆଲୋଚନା  କରି ଏକ ସୁସ୍ଥ  ସୁନ୍ଦର ସମାଜ ଗଠନ କରିବାରେ ସହାୟକ ହୋଇପାରିବl ଉପରେ ଗୁରୁତ୍ଵା ରୋପ କରିଥିଲେ l ସହକାରୀ ଜିଲ୍ଲା ଜନ ସ୍ବାସ୍ଥ୍ୟ ଯୋଗାଯୋଗ  ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରି ଷ୍ଟ୍ରୋକ ରୋଗୀ ଙ୍କୁ ଉତ୍ସାହିତ କରି ମୃତ୍ୟୁ ସଂଖ୍ୟା କୁ କିପରି କମାଇ ପାରିବା ସେ ବିଷୟ ରେ ଆଲୋଚନା କରିଥିଲେ।ଉକ୍ତ ସଭାରେ ଅଙ୍ଗନୱାଡ଼ି, ଆଶା, ମାସ ମେମ୍ବର , ସ୍ବାସ୍ଥ୍ୟ ଅଧିକାରୀ ଓ ସାମ୍ବାଦିକ ପ୍ରମୁଖ ଉପସ୍ଥିତି ଥିଲେ।ଶେଷରେ ପ୍ରମୋଦ କୁମାର ସାହୁ ସ୍ବାସ୍ଥ୍ୟ ପରିଦର୍ଶକ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   20-Apr-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   20-Apr-2026
  ଜିଲ୍ଲା  
ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   20-Apr-2026
  ଜିଲ୍ଲା  
ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   20-Apr-2026
  ଜିଲ୍ଲା  
ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   20-Apr-2026
  ଜିଲ୍ଲା  
ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   20-Apr-2026
  ଜିଲ୍ଲା  
ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   20-Apr-2026
  ଜିଲ୍ଲା  
*ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   20-Apr-2026
  ଜିଲ୍ଲା  
ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   20-Apr-2026
  ଜିଲ୍ଲା  
ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି   20-Apr-2026
  ଜିଲ୍ଲା  
ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ   19-Apr-2026
  ଜିଲ୍ଲା  
ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   19-Apr-2026

You Might Also Like