-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଭୋଟର୍ ସଚେତନତା ଉପଲକ୍ଷେ ପଥ ଉତ୍ସବ ଓ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

29-Oct-2024



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ )
ନିର୍ବାଚନ ଆୟୋଗ  ଙ୍କ ନିର୍ଦ୍ଧେଶ କ୍ରମେ ଏବେ ସମଗ୍ର ରାଜ୍ୟରେ ଭୋଟର ତାଲିକାରେ  ନୂତନ ନାମ ସଂଯୋଗ ଓ ସଂଶୋଧନ କାର୍ଯ୍ୟକ୍ରମ ଚାଲୁଅଛି l ଏହି ପରିପ୍ରେକ୍ଷୀରେ ଆଜି ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଭୋଟର ତାଲିକାରେ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ -୨୦୨୫ ନିମନ୍ତେ ଏକ ସଚେଚନତା ଶୋଭାଯାତ୍ରା ସହ  ସୋନପୁର ସହର ବ୍ଲକ ଛକ ଠାରେ ଶିକ୍ଷା ସୂଚନା ଓ ସାଂସ୍କୃତିକ ସମାରୋହ ସମ୍ମିଳିତ ପଥ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନିର୍ବାଚନ ଶାଖା ଦ୍ୱାରା ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସରରୁ ସ୍ଥାନୀୟ ବ୍ଲକ ଛକ ପର୍ଯ୍ୟନ୍ତ ଆୟୋଜିତ ଏକ ସଚେତନତା ଶୋଭାଯାତ୍ରାକୁ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅନ୍ୟା ଦାସ ସବୁଜ ପତାକା ପଦର୍ଶନ ପୂର୍ବକ ଶୁଭ ଉଦଘାଟନ କରିଥିଲେ l  ସ୍ୱଚ୍ଛ ଭାରତ, ଈନଫିନିଟି କ୍ଲବ, ସୋନପୁର କଲେଜ ଏନ ସି ସି, ବିଜୁ ପଟ୍ଟ ନାୟକ ମହିଳା ମହାବିଦ୍ୟାଳୟ, ପଦ୍ମିନୀ ଦେବୀ ମହାବିଦ୍ୟାଳୟ ଓ ସହରର ସମସ୍ତ ସରକାରୀ ବେସରକାରୀ ସ୍ଵେଛା ସେବୀ ଅନୁଷ୍ଠାନ ଶୋଭାଯାତ୍ରା ରେ ସାମିଲ ହୋଇ ସହର ପରିକ୍ରମଲ ପୂର୍ବକ ବ୍ଲକ ଛକ ପଥ ଉତ୍ସବ ସ୍ଥଳରେ ପହଞ୍ଚିଥିଲେ। ପରେ ପରେ ବ୍ଲକ ଛକ ଠାରେ ପଥୋତ୍ସବ ସଚେତନତା ସଭା ଓ ସଂlସ୍କୃତିକ କାର୍ଯ୍ୟକ୍ରମ ର ଆୟୋଜନ କରାଯାଇଥିଲା l ଏଥିରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ସମସ୍ତେ ଭୋଟ ରେ ଅଂଶ ଗ୍ରହଣ କରି ଜିଲ୍ଲାର ମତଦାନ ହାର  ରେକର୍ଡ କୁ ଏକ ନମ୍ବର ସ୍ଥାନରେ ରଖିବାକୁ ଉପସ୍ଥିତ ଛlତ୍ରଛାତ୍ରୀ, ବୁଦ୍ଧିଜୀବୀଙ୍କୁ ନିବେଦନ କରିଥିଲେ l ଉପ ଜିଲ୍ଲାପାଳ  ତଥା  ଇଆରଓ   ସୋନପୁର ସୌମ୍ୟାରୁପା ରଥ ସ୍ଵାଗତ ଭାଷଣ ରେ ସଭାର ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ I  ଏହି ସଭାରେ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲାପରିଷଦ ଅଶ୍ୱିନୀ କୁମାର ମେହେର, ଡେପୁଟି କଲେକ୍ଟର ନିର୍ବାଚନ ଶାଖା ଯଶସ୍ୱନି ପୋଥାଳ, ସହକାରୀ ଜିଲ୍ଲାପାଳ ଅଜିତ ତ୍ରିପାଠୀ ପ୍ରମୁଖ ଯୋଗଦେଇ ନୂତନ ଭୋଟର ମାନଙ୍କୁ ଉତ୍ସାହିତ କରିଥିଲେ l  ସଭାରେ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ, ସ୍କୁଲ କଲେଜର ଛାତ୍ରଛାତ୍ରୀ , ଶିକ୍ଷକ,ସ୍ଵେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତା, ବ୍ୟବସାୟୀ ସମାଜ , ସାମ୍ବାଦିକ ଗଣ ଏବଂ ଜନସାଧାରଣ ବହୁ ସଂଖ୍ୟାରେ ଯୋଗଦେଇଥିଲେ I
ଦିବସ ପାଳନ ଉପଲକ୍ଷେ ଅନୁଷ୍ଠିତ ଡିବେଟ, ରଚନା, କୁଇଜ, ଚିତ୍ରାଙ୍କନ ,ସଙ୍ଗୀତ ରଙ୍ଗୋଲି, ଆର୍ଟ ଓ ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀ ତଥା ମହାବିଦ୍ୟାଳୟର ଅଧ୍ୟକ୍ଷ ଏବଂ ବିଏଲ୍ଓ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l  ସହରର ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଛାତ୍ର ଛାତ୍ରୀଙ୍କ ଦ୍ୱାରା ସଚେତନତା ଧର୍ମୀ ମନଛୁଆଁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା l ସଭାକୁ ନୀଳାମ୍ବର ଶତପଥୀ ପରିଚାଳନା କରିଥିବା ବେଳେ ସାଂସ୍କୃତିକ କାର୍ଯ୍ୟକ୍ରମ କୁ ଅଭିନାଶ ହୋତା ସଂଯୋଜନା କରିଥିଲେ। ଶେଷରେ ସଚେତନତା କାର୍ଯ୍ୟକ୍ରମ ର ସମସ୍ତ ଅତିଥି , ୱାକଥନ ଓ ପଥ ଉତ୍ସବର ସଫଳତା ରେ ଉଲ୍ଲେଖନୀୟ ଭୂମିକା ଥିବା ସମସ୍ତ ବ୍ୟକ୍ତି ବିଶେଷ ଏବଂ ଅନୁଷ୍ଠାନକୁ ଜିଲ୍ଲାପ୍ରଶାସନ ତରଫରୁ ଧନ୍ୟବାଦ ଅର୍ପଣ କରାଯାଇଥିଲା l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like