-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଙ୍କୁ ଭେଟିଲେ ଟେମେରୀ ଯୁବ ସରପଞ୍ଚ ଦିଲ୍ଲିପ ବେହେରା

29-Oct-2024



(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ପାଇକମାଲ ବ୍ଲକ ଟେମେରୀ ଗ୍ରାମ ପଞ୍ଚାୟତର ଯୁବ ସରପଞ୍ଚ ଦିଲ୍ଲୀପ ବେହେରା ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଙ୍କୁ ବରଗଡ଼ ଜିଲ୍ଲା କାର୍ଯ୍ୟାଳୟରେ ଭେଟି ସୋଢ଼ା ସେବାଶ୍ରମ ସ୍କୁଲ ସମସ୍ୟା ନେଇ ଆଲୋଚନା କରିଛନ୍ତି।ସର୍ବ ପୁରାତନ ସୋଢ଼ା ସେବାଶ୍ରମ ସ୍କୁଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ଥିଲେ ସୁଦ୍ଧା ବର୍ତ୍ତମାନ ୨ଜଣ ଶିକ୍ଷକରେ କେମିତି ଛାତ୍ରଛାତ୍ରୀ ମାନଙ୍କ ପାଠପଢ଼ା ହେଉଥିବ ତାହା ସହଯେ ଅନୁମେୟ ।ମୋଟ ୧୦୨ଜଣ ଛାତ୍ରଛାତ୍ରୀ ଥାଇ ଅଷ୍ଟମ ଶ୍ରେଣୀ ଥିଲେ ହେଁ ଶିକ୍ଷକ ଅଭାବରୁ ପାଠପଢା ପ୍ରତି ବ୍ୟାଘାତ ସୃଷ୍ଟି ହେଉଛି।ବିଜ୍ଞାନ,ଗଣିତ,ଇଂରାଜୀ ଶିକ୍ଷା ବିଷୟରେ ମଧ୍ୟ ବ୍ୟାପକ ଭାବରେ ଛାତ୍ରଛାତ୍ରୀ ମାନେ ଅସୁବିଧା ପରିଲକ୍ଷିତ ହେଉଥିବା ଦେଖାଦେଇଛି।ଏପରି କ୍ଷେତ୍ରରେ ସରପଞ୍ଚ ଦିଲ୍ଲୀପ ବେହେରା ତୁରନ୍ତ ଖାଲି ପଡିରହିଥିବା  ଶିକ୍ଷକ ପଦବୀ ପୂରଣ ପାଇଁ ଦାବି କରିଛନ୍ତି। ବରଗଡ଼ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ମୃତ୍ୟୁଞ୍ଜୟ ବଡ଼ପଣ୍ଡା ସରପଞ୍ଚ ବେହେରାଙ୍କ ଦାବୀ ପ୍ରତି ଗୁରୁତ୍ବ ଦେଇ ନିର୍ଭର ପ୍ରତିଶ୍ରୁତି ଦେଇଥିବା ପ୍ରକାଶ କରିଛନ୍ତି। ସରପଞ୍ଚ ସହ ସମାଜ ସେବୀ ଦେବାର୍ଚ୍ଚନ ସାହୁ ,ଚାଷୀ ନେତା ଲିଙ୍ଗରାଜ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like