-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ଚିକିତ୍ସାଳୟ ଠାରେ ନବନିର୍ମିତ ୫୦ ଶଯ୍ୟା ବିଶିଷ୍ଟ ଆଭାସୀ ମାଧ୍ୟମରେ ଉଦଘାଟିତ

29-Oct-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଆୟୁର୍ବେଦ ଦିବସ ଅବସରରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ନବନିର୍ମିତ ଓଡ଼ିଶାର ପ୍ରଥମ ୫୦ ଶଯ୍ୟା ବିଶିଷ୍ଟ ଜରୁରୀ କାଳୀନ ଚିକିତ୍ସା କେନ୍ଦ୍ରକୁ ଆଭାସୀ ମଧ୍ୟମରେ ପ୍ରଧାନ ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦଘଟନ କରିଛନ୍ତି ।  ଉଦଘାଟନୀ ସମାରୋହର ମୁଖ୍ୟ ଅତିଥି ଭାବେ ମାନ୍ୟବର ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ ଯୋଗଦେଇ ଆଜି ଆମ ବରଗଡ଼ ଜିଲ୍ଲା ପାଇଁ ଏକ ସ୍ମରଣୀୟ ଦିନ, କାରଣ ମାନ୍ୟବର ପ୍ରଧାନ ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମାନ୍ୟବର ଲୋକପ୍ରିୟ ମୁଖ୍ୟ ମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀଙ୍କ ନବ ଗଠିତ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତା, ଓଡିଶା ତଥା ଆମ ବରଗଡ ଜିଲ୍ଲାକୁ ବିକାଶର ଜୟ ଯାତ୍ରାରେ ଆଗେଇ ନେଉଛି ଏବଂ ଓଡ଼ିଶାର ପ୍ରଥମ ଜରୁରୀ କାଳୀନ ଚିକିତ୍ସା କେନ୍ଦ୍ର ଆମ ବରଗଡ଼ ଜିଲ୍ଲାରେ ନିର୍ମାଣ ହୋଇ ମାନ୍ୟବର ପ୍ରଧାନ ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ କରକମଳରେ ଆଜି ଲୋକାର୍ପିତ ହେଉଛି ବୋଲି ମତବ୍ୟକ୍ତ କରିଥିଲେ । ସମ୍ମାନିତ ଅତିଥି ଭାବେ ମାନ୍ୟବର ବରଗଡ ବିଧାୟକ ଶ୍ରୀ ଅଶ୍ଵିନୀ କୁମାର ଷଡଙ୍ଗୀ ଙ୍କ ସମେତ ମାନ୍ୟବର ବିଧାୟକ ଅତାବିରା ଶ୍ରୀ ନିହାର ରଞ୍ଜନ ମହାନନ୍ଦ, ମାନ୍ୟବର ବିଧାୟକ ଭଟଲି  ଶ୍ରୀ ଇରଶିଷ ଆଚାର୍ଯ୍ୟ, ମାନ୍ୟବର ବିଧାୟକ ବିଜେପୁର ଶ୍ରୀ ସନତ କୁମାର ଗଡତିଆ ଏବଂ ଜାତୀୟ ସସ୍ଥ୍ୟ ମିଶନ, ଅତିରିକ୍ତ ମିଶନ ନିର୍ଦ୍ଦେଶକ ଶ୍ରୀ ମୃଣାଳକାନ୍ତି ଦାସ ଯୋଗ ଦେଇ ଥିଲେ ।

କାର୍ଯ୍ୟକ୍ରମର ଆବାହକ ତଥା ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ସ୍ଵାଗତ ଅଭିଭାଷଣ ପ୍ରଦାନ କରିବା ସହ ଉକ୍ତ ଜରୁରୀ କାଳୀନ ଚିକିତ୍ସା କେନ୍ଦ୍ରର ଅଟକଳ ମୂଲ୍ୟ ଏବଂ ଉପଲବ୍ଧ ସୁବିଧା ବିଷୟରେ କହିଥିଲେ ।  

  ସୁଚାନା ଯୋଗ୍ୟକି, ଏହି ୫୦ ଶଯ୍ୟା ବିଶିଷ୍ଠ ଜରୁରୀ କାଳୀନ ଚିକିତ୍ସା କେନ୍ଦ୍ର ପିଏମ ଆୟୁଷ୍ମାନ ଭାରତ ଇନଫ୍ରାଷ୍ଟ୍ରକ୍ଚର ମିଶନ ଗ୍ରାଣ୍ଟ ମାଧ୍ୟମରେ ସର୍ବମୋଟ ୧୮ କୋଟି ୧୦ ଲକ୍ଷ୍ୟ ୯୭ ହଜାର ୯ ଶହ କୋଡିଏ ଟଙ୍କା ଅଟକଳ ମୂଲ୍ୟରେ ପୂର୍ତ୍ତ ବିଭାଗ ଦ୍ୱାରା ନିର୍ମାଣ କରାଯାଇଛି । ତିନି ମହଲା ବିଶିଷ୍ଟ ଉକ୍ତ ଜରୁରୀ କାଳୀନ ଚିକିତ୍ସା କେନ୍ଦ୍ରରେ ଡାଇଲିଶିଷ  ନିମନ୍ତେ 2 ଗୋଟି ଶଯ୍ୟାର ବ୍ୟବସ୍ତା ଥିବା ବେଳେ ଆଇସୋ ଲେସନ ୱାର୍ଡ ଠାରେ ୨୪ ଗୋଟି, ହାଇ ଦିପେନଡେନସି ୟୁନିଟ ଠାରେ ୮ ଗୋଟି, ଆଇ ସି ୟୁ  ଠାରେ ୧୦  ଗୋଟି, ଜରୁରୀକାଳିନ ଚିକିତ୍ସା ପାଇଁ ୨ ଗୋଟି, ମାତୃ ଏବଂ ଶିଶୁ କିକିତ୍ସା ପାଇଁ ୨ ଗୋଟି ଏବଂ ପୋଷ୍ଟ ଅବସରଭେସୋନ ପାଇଁ ୨ ଗୋଟି ଶଯ୍ୟାର ବ୍ୟବସ୍ତା ରହିଅଛି । ଏତଦବ୍ୟତୀତ ଜରୁରୀ କାଳୀନ ପରିସ୍ଥିତିର ମୁକାବିଲା ପାଇଁ ଏଠାରେ ପୋଲିସ ଆଉଟ ପୋଷ୍ଟ ଏବଂ ଫାୟାର କଣ୍ଟ୍ରୋଲ ରୁମ ବ୍ୟବସ୍ତା କରାଯାଇଛି ।ଉଦ୍ଘାଟନନୀ ସମାରୋହରେ ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ସମେତ, ଆଶା କର୍ମୀ, ଭଟଲି ବ୍ଲକର ବିଭିନ୍ନ ଗ୍ରାମରୁ ଶତାଧିକ ସାଧାରଣ ଜନତା, ସ୍ୱାସ୍ଥ୍ୟ ବିଭାଗ, ପୋଲିସ ଏବଂ ଅଗ୍ନିଶମ ବାହିନୀ ଉପସ୍ଥିତ ଥିବା ବେଳେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ଖୋସ୍ଲା ମଞ୍ଚ ପରିଚାଳନା କରିଥିଲେ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡ ନିରୂପମା ଷଡଙ୍ଗୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like