-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଦୁଇ ଦାଦନ ସର୍ଦ୍ଦାର କୁ କୋର୍ଟ ଚାଲାଣ କଲେ ଲାଠୋର ପୋଲିସ

29-Oct-2024



ପାଟଣାଗଡ଼  (ପୂର୍ଣ୍ଣଶଶୀ ରେଖା ରାଓ )
ବର୍ତ୍ତମାନ ଦାଦନ ପ୍ରବଣ ଜିଲ୍ଲା ଭାବେ ପରିଗଣିତ ହେଉଥିବା ବଲାଙ୍ଗିର ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ବେଆଇନ ଦାଦନ ଶ୍ରମିକ ଚାଲାଣ ଉପରେ ରୋକ୍ ଲଗାଇବା ପାଇଁ ଉଦ୍ୟମ କରାଯାଉଅଛି। ପ୍ରଥମେ ବେଲ ପଡ଼ା ପୋଲିସ ଦ୍ବିତୀୟ ରେ ତୁରେକେଲା ପୋଲିସ ତୃତୀୟ ରେ ଖପ୍ରାଖୋଲ ପୋଲିସ ଚତୁର୍ଥ ରେ କଣ୍ଟାବାଞ୍ଜି ପୋଲିସ ବେଆଇନ ଦାଦନ ଶ୍ରମିକ ଉଦ୍ଧାର କରିଥିବା ବେଳେ ପଞ୍ଚମ ରେ ଏକା ଥରେ ପାଟଣାଗଡ଼ ପୋଲିସ ଓ ଲାଠୋର ପୋଲିସ ଦ୍ବାରା ବେଆଇନ ଦାଦନ ଶ୍ରମିକ ଉଦ୍ଧାର ହୋଇଥିବା ଘଟଣା ଚର୍ଚ୍ଚା ରେ ରହିଛି। ଗୋଟିଏ ଦିନରେ ପାଟଣାଗଡ଼ ଉପଖଣ୍ଡର ତିନୋଟି ପୋଲିସ ଷ୍ଟେସନ ଦାଦନ ଶ୍ରମିକ ଉଦ୍ଧାର କରିଛନ୍ତି। ସୂଚନା ଅନୁସାରେ ବଲାଙ୍ଗିର ଜିଲ୍ଲା ଲାଠୋର ଥାନା ଲାଠୋର ଗାଁ ରେ ୧୨ ଜଣ ଦାଦନ ଶ୍ରମିକ କୁ ବାହାର ରାଜ୍ୟ କୁ ଚାଲାଣ କରାଯିବା ପାଇଁ ରଖାଯାଇଥିବା ବେଳେ ଲାଠୋର ଥାନା ଅଧିକାରୀ ରାକେଶ କୁମାର ବେହେରା ଖବର ପାଇ ଏ, ଏସ, ଆଇ ଦେବାର୍ଚନ ମିର୍ଦ୍ଧା ଙ୍କୁ ପଠାଇ ଚଢ଼ାଉ କରିଥିଲେ।୧୨ ଜଣ ଦାଦନ ଶ୍ରମିକ ଙ୍କ ମଧ୍ୟରେ ୬ ଜଣ ପୁରୁଷ ୬ ଜଣ ମହିଳା ଓ ଗୋଟିଏ ଶିଶୁ ଥିବା ବେଳେ ଲାଠୋର ଗାଁ ଷ୍ଟେସନ ପଡ଼ା ର ସର୍ଦ୍ଦାର ରିକ୍ସା ମୁଦୁଲି ଓ ଖପ୍ରାଖୋଲ ଥାନା ଅନ୍ତର୍ଗତ କଣ୍ଟାପାଲି ଗାଁ ର ସର୍ଦ୍ଦାର ଗଦା ଝାଙ୍କର ନାଁ ରେ ଲାଠୋର ଥାନା କେଶ୍ ନମ୍ବର ୨୩୫ ତା.୨୮.୧୦.୨୪ ୟୁ, ଏସ ୧୪୩/୧୪୬/୩୧୮(୪)/୩(୫) ବି ଏନ୍ ଏସ/ସେକ୍ସନ ୨୫ ଆଇ ଏସ ଏମ୍ ଡବ୍ଳୁ ଧାରା ଅନୁସାରେ ମାମଲା ରୁଜୁ କରି କୋର୍ଟ ଚାଲାଣ କରାଯାଇଥିବା ଥାନାଧିକାରୀ ରାକେଶ ବେହେରା ସୂଚନା ଦେଇଛନ୍ତି। ପାଟଣାଗଡ଼ ଉପଖଣ୍ଡ ର ଦାଦନ ସର୍ଦ୍ଦାର ପେଣ୍ଠସ୍ଥଳୀ ବୋଲାଯାଉଥିବା ଲାଠୋର ରେ ଆହୁରି ଅନେକ ଗୁଡ଼ିଏ ମାଛଅଛନ୍ତି ସେମାନଙ୍କ ପ୍ରତି ମଧ୍ୟ ଦୃଷ୍ଟି ଦିଅନ୍ତୁ ବୋଲି  ବୁଦ୍ଧୀଜିବୀ ମହଳରେ ଚର୍ଚ୍ଚା ହେଉଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like