-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ସ୍ୱତନ୍ତ୍ର ଗ୍ରାମ ସଭା ଅନୁଷ୍ଠିତ l

29-Oct-2024



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ )
କେନ୍ଦ୍ରୀୟ ଦୁର୍ନୀତି ନିବାରଣ ଆୟୋଗ  ତରଫରୁ ସମଗ୍ର ଦେଶରେ ୨୯ ଅକ୍ଟୋବର ରୁ ୩ ନଭେମ୍ବର ପର୍ୟ୍ୟନ୍ତ ଦୁର୍ନୀତି  ନିବାରଣ ସଚେତନତା ସପ୍ତାହ ପାଳନ କରାଯାଉଛି l ଏହି ପରିପ୍ରେକ୍ଷୀରେ ଆଜି ଜିଲ୍ଲା ଦୁର୍ନୀତି ନିବାରଣ ବିଭାଗ ସୁବର୍ଣ୍ଣପୁର ଓ ଡୁଙ୍ଗୁରିପାଲି ବ୍ଲକ ପ୍ରଶାସନ ମିଳିତ ସହଯୋଗରେ ବ୍ଲକ ଅଧୀନ ରାମପୁର ଓ ସରଗୁଲ ଗ୍ରାମପଂଚାୟତ କ୍ଷେତ୍ରରେ ଏହି ସ୍ୱତନ୍ତ୍ର ଗ୍ରାମସଭା ସ୍ଥାନୀୟ ପଞ୍ଚାୟତ ସରପଞ୍ଚ, ନିର୍ବାହୀ ଅଧିକାରୀ, ୱାର୍ଡ ସଭ୍ୟ ତଥା ଜନସାଧାରଣ, ସ୍ଥାନୀୟ ସ୍ବେଛାସେବୀ ଅନୁଷ୍ଠାନ ସଦସ୍ୟ, ସ୍ୱୟଂ ସହାୟକ ସଦସ୍ୟା, ତଥା ତୃଣ ମୂଳ ସ୍ତରରେ କାର୍ଯ୍ୟରତ ସରକାରୀ ପଦାଧିକାରୀ ପ୍ରମୁଖ ଙ୍କୁ ନେଇ ଅନୁଷ୍ଠିତ ହୋଇଯାଇଛି। ଏହି ସ୍ୱତନ୍ତ୍ର ବୈଠକରେ ବିଭାଗୀୟ ଅଧିକାରୀ ଡି ଏସ ପି ଭିଜିଲେନ୍ସ ରିତାଞ୍ଜଳୀ ଉପସ୍ଥିତ ଜନସାଧାରଣ ଙ୍କୁ ଦୁର୍ନୀତିର ପ୍ରକାର ଏବଂ ପ୍ରକୃତି, ସରକାରୀ କର୍ମଚାରୀଙ୍କ  କର୍ତ୍ତବ୍ୟ ଏବଂ ଦାୟିତ୍ୱ ତଥା ଦୁର୍ନୀତି ସମ୍ୱନ୍ଧରେ ଆବଶ୍ୟକ ସୂଚନା ପ୍ରଦାନ ନିମନ୍ତେ ରହିଥିବା ବ୍ୟବସ୍ଥା ଉପରେ ସଚେତନ କରାଇଥିଲେ। ଆଜି  ରାମପୁର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସଭା ଗୃହରେ ଅନୁଷ୍ଠିତ ବୈଠକରେ ସରପଞ୍ଚ ମନୋଜ କୁମାର ପୁରୋହିତ, ରଞ୍ଜନ ବେହେରା, ବବିତା ଦୀପ ସି ଆର ପି ସି, ମହିଳା ସ୍ୱୟଂ ସହାୟକ ସଦସ୍ୟା, ଏମ ବି କେ, ୱାର୍ଡ ସଦସ୍ୟ, ଏବଂ ରାମପୁର ଜି ପି ର ଗ୍ରାମବାସୀ ରଞ୍ଜୁଶ୍ରୀ ମିଶ୍ର, ଅନ୍ୟାନ୍ୟ ଗ୍ରାମବାସୀ ଉପସ୍ଥିତ ରହିଥିଲେ। ସେହିପରି ସରଗୁଲ ଗ୍ରାମ ପଞ୍ଚାୟତ ଠାରେ ଅନୁଷ୍ଠିତ ବୈଠକ ଅତିରିକ୍ତ ବି ଡି ଓ ଆନନ୍ଦ ଚନ୍ଦ୍ର ମିଶ୍ର ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଥିବା ବେଳେ କୁଞ୍ଚିତା ପାଣ୍ଡେ ସରପଞ୍ଚ ସରଗୁଲ ଜି ପି, ସବିତା ବାଙ୍କ, ଏମ ବି କେ, ବନିତା ସାହୁ ସି ଆର ପି ସି, ଉତ୍କଳ କୁମାର ରଣା ଏ ଡି ଇ ଓ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟା ତଥା ଗ୍ରାମବାସୀ ଉପସ୍ଥିତ ରହିଥିଲେ। 
ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଦୁର୍ନୀତି ନିବାରଣ ବିଭାଗର ନନ୍ଦ କିଶୋର ବଗର୍ତ୍ତୀ ତଥା ଅନ୍ୟାନ୍ୟ ବିଭାଗୀୟ କର୍ମଚାରୀ ଉପସ୍ଥିତ ରହିଥିଲେ I


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like