-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      *ସୋନପୁର ଷ୍ଟେଟବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର*-;   (14-Jun-2026)       ||      ତାଳଦଣ୍ଡା କେନାଲ୍ ପାଚେରି ନିର୍ମାଣରେ ସାଙ୍ଘାତିକ ଦୁର୍ନୀତି । କାମ ସରିନି ୨ କୋଟି ଟଙ୍କା ଖର୍ଚ୍ଚ ହେଲା କିପରି ।ଆଉ ୧୫ ଦିନ ପରେ ଚାକିରିରୁ ଅବସର ନେବେ ।ଭିଜିଲାନ୍ସ ତଦନ୍ତ ପାଇଁ ଦାବି ।   (14-Jun-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ବିଶ୍ୱ ରକ୍ତ ଦାତା ଦିବସ ଓ ରକ୍ତ ଦାନ ଶିବିର ଅନୁଷ୍ଠିତ*   (14-Jun-2026)       ||      ଜୈନ ତେରାପନ୍ଥ ଯୁବକ ପରିଷଦର ନୂତନ ଅଧ୍ୟକ୍ଷ ହେଲେ ସାମ୍ବାଦିକ ମନୋଜ କୁମାର ଜୈନ   (14-Jun-2026)       ||      ଆଉ ମାତ୍ର କିଛି ଘଣ୍ଟା ପରେ ବରପାଲି ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ । ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ।   (14-Jun-2026)       ||      କବିତା ସଂକଳନ ଝରକା ସେପାଖେ ଉନ୍ମୋଚିତ   (14-Jun-2026)       ||     

HOME   ଦେଶ ବିଦେଶ

କୋରାପୁଟ ମହାବିଦ୍ୟାଳୟରେ କେନ୍ଦ୍ର ସାହିତ୍ୟ ଏକାଡେମୀର ସଂପାନ ଏକବିଂଶ ଶତାବ୍ଦୀ ଓଡ଼ିଆ କବିତାର ଭାଷା ଓ ଶୈଳୀ

29-Oct-2024



କୋରାପୁଟ(ପ୍ରେରଣା ଖବର): କେନ୍ଦ୍ର ସାହିତ୍ୟ ଏକାଡେମୀ ଏବଂ ସରକାରୀ ମହାବିଦ୍ୟାଳୟ କୋରାପୁଟର ମିଳିତ ଆନୁକୂଲ୍ୟରେ କଲେଜ ପରିସରରେ ଏକବିଂଶ ଶତାବ୍ଦୀ ଓଡ଼ିଆ କବିତାର ଭାଷା ଓ ଶୈଳୀ ଶୀର୍ଷକ ଏକ ସଂପାନ ଅନୁଷ୍ଠିତ ହୋଇଯାଇଛି। ଏହାକୁ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ, ଜୟପୁର ଡକ୍ଟର ଗୋପାଳ ହାଲଦାର ଉଦଘାଟନ କରିଥିଲେ। ଉଦଘାଟନୀ ଅଧିବେଶନରେ ସଭାପତିତ୍ୱ କରିଥିଲେ ସରକାରୀ ମହାବିଦ୍ୟାଳୟ, କୋରାପୁଟର ଅଧ୍ୟକ୍ଷ ଡକ୍ଟର ଦୀପକ କୁମାର ପଟ୍ଟନାୟକ।  ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପଦେଷ୍ଟା ମଣ୍ଡଳୀ ସଦସ୍ୟ ଡକ୍ଟର ପ୍ରୀତିଧାରା ସାମଲ। ମୂଳ ଭାଷଣ ପ୍ରଦାନ କରିଥିଲେ

ମହାବିଦ୍ୟାଳୟର ଓଡ଼ିଆ ବିଭାଗର ମୁଖ୍ୟ ଡକ୍ଟର ଲୋପାମୁଦ୍ରା ସ୍ୱାଇଁ। ଏହି ଅଧିବେଶନ ଶେଷରେ ଧନ୍ୟବାଦ ଅର୍ପଣ କରି ଥିଲେ ଓଡ଼ିଆ ଅଧ୍ୟାପିକା ସୁଜାତା ଷଡ଼ଙ୍ଗୀ। ସଂପାନର ପ୍ରଥମ ଅଧିବେଶନରେ ସଭାପତିତ୍ୱ କରିଥିଲେ ପ୍ରଫେସର ବାବାଜୀ ଚରଣ ପଟ୍ଟନାୟକ। ସେ ନିଜ ବକ୍ତବ୍ୟରେ ଏକବିଂଶ ଶତାବ୍ଦୀର ଓଡ଼ିଆ କବିତାର ପରିବର୍ତ୍ତିତ ରୂପ ଓ ସ୍ୱାତନ୍ତ୍ର୍ୟ ଉପରେ ଆଲୋକପାତ କରିଥିଲେ। ଏହି ଅଧିବେଶନରେ ପ୍ରବନ୍ଧ ପାଠ କରିଥିଲେ ଶୈଳବାଳା ସ୍ୱୟଂଶାସିତ ମହାବିଦ୍ୟାଳୟ, କଟକର ଓଡ଼ିଆ ବିଭାଗ ମୁଖ୍ୟ ଡକ୍ଟର ସଂଜିତା ମିଶ୍ର, କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ କୋରାପୁଟର ଓଡ଼ିଆ ବିଭାଗର ସହକାରୀ ପ୍ରଫେସର ଡକ୍ଟର ଗଣେଣ ପ୍ରସାଦ ସାହୁ ଏବଂ ବିଶିଷ୍ଟ କବି ଚକ୍ରପାଣି ପରିଛା। ଦ୍ୱିତୀୟ ଅଧିବେଶନର

ସଭାମୁଖ୍ୟ ଭାବରେ ଯୋଗ ଦେଇଥିଲେ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ କୋରାପୁଟର ଓଡ଼ିଆ ବିଭାଗ ମୁଖ୍ୟ  ଡକ୍ଟର ଆଲୋକ କୁମାର ବରାଳ। ପ୍ରବନ୍ଧ ପାଠ କରିଥିଲେ କବି ରବି ଶତପଥୀ, ଅନୁବାଦକ ବିଜୟ କୁମାର ପ୍ରଧାନ  ଏବଂ ଗବେଷକ ଡକ୍ଟର କମଳାକୃଷ୍ଣ ତ୍ରିପାଠୀ। ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ଅଧ୍ୟାପକ ପ୍ରଶାନ୍ତ ସାନ୍ତରା। ବକ୍ତାମାନେ ଏକବିଂଶ ଶତାବ୍ଦୀର ଓଡ଼ିଆ କବିତାର ବିଭିନ୍ନ ଦିଗ ଉପରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ । ଏହି ସଂପାନରେ ବହୁ ଲେଖକ ଲେଖିକା ତଥା ଛାତ୍ରଛାତ୍ରୀ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026
  ଜିଲ୍ଲା  
ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   15-Jun-2026
  ଜିଲ୍ଲା  
ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   15-Jun-2026
  ଜିଲ୍ଲା  
ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   15-Jun-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   15-Jun-2026
  ଜିଲ୍ଲା  
*କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   15-Jun-2026
  ଜିଲ୍ଲା  
ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   15-Jun-2026
  ଜିଲ୍ଲା  
ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   15-Jun-2026
  ଜିଲ୍ଲା  
ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   14-Jun-2026

You Might Also Like