-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ମହକ ଓ ଉତ୍ସାହ-୨୦୨୪ ଅନୁଷ୍ଠିତ

29-Oct-2024



ବଲାଙ୍ଗୀର(ପ୍ରେରଣା ଖବର): ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ବଲାଙ୍ଗିର ର ଆୟୋଜନ କ୍ରମେ ଜିଲ୍ଲାସ୍ତରୀୟ," ଶିଶୁ ମହୋତ୍ସବ ମହକ ଓ ଉତ୍ସାହ-୨୦୨୪ " ଦୁଇଦିନିଆ କାର୍ଯକ୍ରମ ଉଦ୍ଘାଟିତ ହୋଇଯାଇଛି। ଏକ ବିଶାଳ ମଶାଲ ଶୋଭାଯାତ୍ରା ରେ ଶିଶୁ ଯତ୍ନ ଅନୁଷ୍ଠାନ ର ଅନ୍ତେବାସୀ,ଛାତ୍ର/ଛାତ୍ରୀ ମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବାହାରି ମିଶନ ଖେଳପଡିଆ ପର୍ଯ୍ୟନ୍ତ ଏକ  ରେଲି ରେ ପହଞ୍ଚିଥିଲେ। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଡକ୍ଟର ବିଜୟାନନ୍ଦ ସେଠୀ ଓ ଅନ୍ୟତମ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ପବିତ୍ର ବେହେରା ଜିଲ୍ଲାପାଳ କାର୍ଯ୍ୟାଳୟରେ ଏହି ମହୋତ୍ସବକୁ ଉତ୍ଘାଟନ କରିଥିଲେ। ମିଶନ ଫିଲ୍ଡ ପର୍ଯ୍ୟନ୍ତ ମଶାଲ ଶୋଭାଯାତ୍ରାରେ ଯାଇଥିଲେ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁଷମା ମହାପାତ୍ର, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଲକ୍ଷ୍ମୀ ସିଂ, ଆଇନ୍ ପର୍ଯ୍ୟବେକ୍ଷକ ଦିଗମ୍ବର କର ଉପସ୍ଥିତ ଥିଲେ।
ଏହାପରେ ଜିଲ୍ଲା ଶିଳ୍ପ ତାଲିମ ଅନୁଷ୍ଠାନ ଠାରେ ମହକ ଓ ଉତ୍ସାହ କାର୍ଯକ୍ରମ ପାଇଁ ମୁଖ୍ୟ ଅତିଥିଭାବେ ସେକ୍ରେଟାରୀ ଡିଏଲ୍ଏସ୍ଏ ର ପବିତ୍ରଚନ୍ଦ୍ର ପଧାନ, ଆଇଟିଆଇ ର ଅଧକ୍ଷ ସାମ ଓରାମ, ଶିଶୁ ମଙ୍ଗଳ ଅଧକ୍ଷ ଲମ୍ବୋଦର ଦୀପ, ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମି ରଞ୍ଜନ ମିଶ୍ର, ଜିଲ୍ଲା କ୍ରୀଡା ଅଧିକାରୀ ପରାଶର ବାଗ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଲକ୍ଷ୍ମୀ ସିଂ, ଜିଲ୍ଲା ଶିଶୁ ମଙ୍ଗଳ ଅଧିକାରୀ ସୁଷମା ମହାପାତ୍ର ପ୍ରମୁଖ ଉପସ୍ଥିତ ରହି  ବିଭିନ୍ନ ଷ୍ଟଲକୁ ଉଦ୍ଘାଟନ କରିଥିଲେ। ଶିଶୁ ମାନଙ୍କୁ ଉତ୍ସାହିତ କରିବାପାଇଁ ବିଭିନ୍ନ କାର୍ଯ୍ୟକ୍ରମ କରଯାଇଥିଲା। 
ଏହାପରେ ବାଳକ ବାଳିକା ମାନଙ୍କୁ ନେଇ ଲମ୍ବଡିଆ, ଉଛାଡ଼ିଆ, ଦୌଡ଼ ୧୦୦ମିଟର, ୨୦୦ ମିଟର, ଚେସ, କେରମ ପ୍ରତିଯୋଗିତା ମାନ ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like