-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଅନ୍ତର୍ଜାତୀୟ ଫିଲ୍ମ୍ ଫେଷ୍ଟିଭାଲ ରେ ସମ୍ବଲପୁରୀ ଚଳଚିତ୍ର ଭକୁଆ ଲୋକ୍ ପୁରସ୍କୃତ

29-Oct-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବରପାଲି ଜି.ଏମ ପ୍ରଡକସନ ପ୍ରାୟୋଜିତ କ୍ଷୁଦ୍ର ସମ୍ବଲପୁରୀ ଫିଲ୍ମ ଚଳଚିତ୍ର ଭକୁଆ ଲୋକ୍ ବେଷ୍ଟ କମେଡି ସିନେମା ଭାବେ କଟକରେ ଆଯୋଜିତ ସିଲଭର ସିଟି ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲରେ ପୁରସ୍କୃତ ହୋଇଛି। ଚଳଚିତ୍ରର ଲେଖକ ନିର୍ଦ୍ଦେଶକ ଓ ପ୍ରଯୋଜକ ସରୋଜ କୁମାର ମେହେରଙ୍କ ସମେତ କଳାକାର ଅଭିନେତାଙ୍କୁ ପୁରସ୍କୃତ କରାଯାଇଥିଲା। ସମାରୋହରେ ଅତିଥି ଭାବରେ ସିନେ ସଙ୍ଗୀତଜ୍ଞ ଓ ନିର୍ଦ୍ଦେଶକ ଅରୁଣ ମହାନ୍ତି, ଅଭିନେତା ଶ୍ରୀତମ ଦାସ, ନିର୍ଦ୍ଦେଶକ ସୁରଜ ମିଶ୍ର ଓ ନବକିଶୋର ଦାସ ପ୍ରମୁଖ ଅନେକ ବରିଷ୍ଠ କଳାକାର ମାନେ ମଞ୍ଚାସୀନ ଥିଲେ। ୮ଟି ବିଦେଶୀ ସିନେମା ସହ ୩୦ଟି ଭାରତ ର ଭିନ୍ନ ଭିନ୍ନ ଭାଷାର ସିନେମା ପ୍ରଦର୍ଶିତ ହୋଇଥିଲା।ସମ୍ବଲପୁରୀ ସିନେମା ଭକୁଆ ଲୋକ୍ ଦ୍ୱିତୀୟ ଶ୍ରେଷ୍ଠ କମେଡି ସିନେମା ଭାବରେ ପୁରସ୍କୃତ ହେବାର ଖବର ପ୍ରସାରିତ ହେବାପରେ ଅଞ୍ଚଳର କଳାକାର ଓ କଳପ୍ରେମୀ, ବୃଦ୍ଧିଜିବୀ ମହଲରେ ଆନନ୍ଦର ବାତାବରଣ ଖେଳି ଯାଇଛି।ସିନେମା ରଚନା ନିର୍ଦ୍ଦେଶନା ଓ ପ୍ରଯୋଜକ ସରୋଜ କୁମାର ମେହେର କରିଥିବା ବେଳେ ଅଭିନୟ କରିଛନ୍ତି ବିର ବଜରଙ୍ଗ ମେହେର,ବୁଲୁ ରଣା,ଟଙ୍କଧର ଭୋଇ,ଦିଲୀପ ଲହରିୟା,ପ୍ରକାଶ ବେହେରା,ବନ୍ଦିତା ମିଶ୍ର, ଆଲୋକ ନାଗ,ସରୋଜ କୁମ୍ଭାର, ମ୍ୟୁଜିକ ଅଭିମନ୍ୟୁ ମେହେର, କେମେରା ଏଡିଟିଙ୍ଗ ରାହୁଲ ଷ୍ଟୁଡିଓ (ସରୋଜ) ବିଶେଷ ସହଯୋଗରେ ନବକିଶୋର ମେହେର, ଘନଶ୍ୟାମ ଥଇତ, କ୍ରିଷ୍ଣା ମେହେର।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like