-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଦିନ ଉଧେ  ତହଁକ କୁଟୁମ ର କୋସଲି କବିତା ଆସର 

29-Oct-2024



ବଲାଙ୍ଗୀର (ପ୍ରେରଣା ଖବର): ସ୍ଥାନୀୟ ସଂସ୍କୃତି ମଣ୍ଡପ ଠାରେ ବଲାଙ୍ଗିର ଦିନ ଉଦ୍ଧେଶ୍ୟରେ ତହଁକ କୁଟୁମ ତରଫରୁ କୋସଲି କବିତା ଆସର ଅନୁଷ୍ଠିତ ହୋଇଯାଇଛି  । ଗୋପୀନାଥ ଦଣ୍ଡସେନାଙ୍କ ସଭାପତିତ୍ବ ରେ ସମାଜସେବୀ ଅଶୋକ କୁମାର ସାହୁ ମୁଖ୍ଯ ଅତିଥି ,ସମ୍ମାନିତ ଅତିଥି ସାମ୍ବାଦିକ ମୁକେଶ ବହିଦାର, ବଲାଙ୍ଗିର ଦିନ କମିଟିର ବିନୋଦ କାଳସାଏ,  ସୋମନାଥ ମିଶ୍ର,  ନୂତନ ଦାସ ମଞ୍ଚାସୀନ ରହି ସାହିତ୍ୟ କ୍ଷେତ୍ରରେ ବଲାଙ୍ଗୀର ର ଅବଦାନ ଅତୁଲନୀୟ  ବୋଲି ମତ ପ୍ରଦାନ କରିଥିଲେ କାର୍ଯ୍ୟକ୍ରମର ପ୍ରାରମ୍ଭ ରେ ସଂପାଦକ  ରାଜେଶ ଦଣ୍ଡସେନା ତହଁକ କୁଟୁମ ବଲାଙ୍ଗୀର ଭାସା, ସଂସ୍କୃତିର ସେବାକରି ଆସୁଛି ଏବଂ ଆଗାମି ଦିନର ଆହୁରି କୋସଲି ଭାସାର ପ୍ରଚାର ପ୍ରସାର ଦିଗରେ ଅନବରତ କାର୍ଯ୍ୟକ୍ରମ କରିବବୋଲି କହିଥିଲେ । କବି ଦିଲ୍ଲିପ କୁମାର ମିଶ୍ର ସ୍ବାଗତଭାଷଣ ଦେଇଥିବା ବେଳେ ମୁଖ୍ଯସଂପାଦକଅର୍ଜୁନକୁମାର ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ପରେ କବିତା ଆସରରେ ବିଶିଷ୍ଟ ବାଳୁକା ଶିଳ୍ପୀ ଓମ ପ୍ରକାଶ ସାହୁ, କବି ଗୋପାଳ ମେହେର,  କବି ମଧୁସୂଦନ ଦାସ,  ରାଜିବ ଭୋଇ ଅତିଥି ଭାବେ ମଞ୍ଚାସୀନ ଥିଲେ  । କବିତା ଆସରକୁ ସୁଦେଷନା ମିଶ୍ର  ଆଉ ଧର୍ମେନ୍ଦ୍ର ପ୍ରଧାନ ପରିଚାଳନା କରିଥିଲେ  । ମିଳନ ପଣ୍ଡା,  ରୋସନ ସାହୁ , କବିତା ମିଶ୍ର,  ପୁଷ୍ପାଞ୍ଜଳି ମେହେର,  ସାଲିନି ସା, ଜ୍ୟୋତିରାଣୀ ମିଶ୍ର,ରବିନ୍ଦ୍ର ସାହୁ ସହଯୋଗ କରିଥିଲେ ଶେଷରେ ସରସ୍ବତୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like