-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||     

HOME   ଖେଳ

ଭାରତ-ଅଷ୍ଟ୍ରେଲିଆ ତୃତୀୟ ଟେଷ୍ଟ ପାଇଁ ଘୋଷଣା ହେଲା ୧୧ ଜଣିଆ ଭାରତୀୟ ଦଳ

06-Jan-2021



ନୂଆଦିଲ୍ଲୀ (ପ୍ରେରଣା ଖବର): ଆସନ୍ତାକାଲି  ଭାରତ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବାକୁ ଥିବା ତୃତୀୟ ଟେଷ୍ଟ ମ୍ୟାଚ ପାଇଁ ଆଜି ୧୧ ଜଣିଆ ଭାରତୀୟ ଦଳ ଘୋଷଣା ହୋଇଛି । ବିସିସିଆଇ ପକ୍ଷରୁ ଚୂଡ଼ାନ୍ତ ୧୧ ଜଣିଆ ଦଳ ଘୋଷଣା କରାଯାଇଛି।  ଏହି ଦଳରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳିଛି । ତୃତୀୟ ଟେଷ୍ଟ ମ୍ୟାଚରେ ମୟଙ୍କ ଅଗ୍ରୱାଲଙ୍କୁ ବିଶ୍ରାମ ଦିଆଯାଇଛି ଏବଂ ତାଙ୍କ ସ୍ଥାନରେ ରୋହିତ ଶର୍ମା ଦଳକୁ ଫେରିଛନ୍ତି । ସେହିପରି ଏହି ଟେଷ୍ଟ ମ୍ୟାଚରେ ପେସ ବୋଲର ନବଦୀପ ସାଇନୀଙ୍କୁ ସ୍ଥାନ ମିଳିଛି । ସେ ଭାରତ ପକ୍ଷରୁ ଟେଷ୍ଟ କ୍ରିକେଟରେ ପଦାର୍ପଣ କରିବେ। ଅନ୍ୟପକ୍ଷରେ ୧୧ଜଣିଆ ଚୂଡ଼ାନ୍ତ ଦଳରୁ ଆହତ ଥିବା କେ ଏଲ ରାହୁଲ ବାଦ ପଡିଛନ୍ତି । ସେହିପରି ପୂର୍ବରୁ ଆହତ ହୋଇଥିବା ପେସ ବୋଲର ଉମେଶ ଯାଦବ ମଧ୍ୟ ଦଳରୁ ବାଦ ପଡି ଦଳର ଚିନ୍ତା ବଢାଇ ଦେଇଛନ୍ତି । ତେବେ ଅଭିଜ୍ଞ ଖେଳାଳି ରୋହିତ ଶର୍ମା ଦଳକୁ ଫେରିବା ପରେ ଦଳର ଆତ୍ମବିଶ୍ୱାସ ବୃଦ୍ଧି ପାଇଛି ।ଏହି ୪ଟିକିଆ ମ୍ୟାଚ ବିଶିଷ୍ଟ ସିରିଜ ୧-୧ରେ ବରାବର ରହିଛି । ତେଣୁ ଏହି ମ୍ୟାଚକୁ ଉଭୟ ଦଳ ଜିତିବାକୁ ଚେଷ୍ଟା କରିବ । ଉଭୟ ଦଳ ପୂରା ପ୍ରସ୍ତୁତି ସହ କାଲି ମୈଦାନକୁ ଓହ୍ଲାଇବେ।ଭାରତୀୟ ଦଳ: -ଆଜିଙ୍କ୍ୟ ରାହାଣେ (ଅଧିନାୟକ), ରୋହିତ ଶର୍ମା (ଉପ ଅଧିନାୟକ), ଶୁଭମନ ଗିଲ୍, ଚେତେଶ୍ୱର ପୂଜାରା, ହନୁମା ବିହାରୀ, ରିଷଭ ପନ୍ତ, ରବିନ୍ଦ୍ର ଜାଡେଜା, ରବିଚନ୍ଦ୍ରନ ଅଶ୍ୱିନ. ଯଶପ୍ରୀତ ବୁମରା, ମହମ୍ମଦ ସିରାଜ, ନବଦୀପ ସାଇନି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026

You Might Also Like