-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ବିଦ୍ୟାଳୟ ସ୍ତରୀୟ ରଗବୀ ଫୁଟବଲ ଚମ୍ପିୟନସିପ୍-୨୦୨୪ ଅନୁଷ୍ଠିତ, ଲୋକପ୍ରତିନିଧିଙ୍କ ଅଣଦେଖା

30-Oct-2024



ତୁଷୁରା (ପଞ୍ଚାନନ ନାଏକ)-ବଲାଙ୍ଗିର ଜିଲ୍ଲା ବିଦ୍ୟାଳୟ ସ୍ତରୀୟ ରଗବୀ ଫୁଟବଲ ଚମ୍ପିୟନସିପ୍-୨୦୨୪ ମଙ୍ଗଳବାର ତୁଷୁରା ସହର ସ୍ଥିତ ହାଇସ୍କୁଲ ପଡିଆଠାରେ ଅନୁଷ୍ଠିତ ହେଇଯାଇଛି। ଏହି କାର୍ଯ୍ୟକ୍ରମରେ ଗୁଡଭେଲାବ୍ଲକ ଶିକ୍ଷା ବିଭାଗ ପକ୍ଷରୁ କୌଣସି ଜନପ୍ରତିନିଧିଙ୍କୁ ସୂଚନା ଦିଆଯାଉ ନଥିବା ବେଳେ ସ୍ଥାନୀୟ ବ୍ଲକ ଶିକ୍ଷା ଅଧିକାରୀ ନିଜ ମନ ଇଚ୍ଛା କାର୍ଯ୍ୟକ୍ରମମାନ କରି ହଜାର ହଜାର ଟଙ୍କା ହେରଫେର କରୁଥିବା ଗୁଡଭେଲାବ୍ଲକ ଅଧ୍ୟକ୍ଷା ବେବୀ ଦୋରା ମୁଖ୍ୟମନ୍ତ୍ରୀ ଓ ଶିକ୍ଷା ମନ୍ତ୍ରୀଙ୍କୁ ଲିଖିତ ଅଭିଯୋଗ କରିବା ସହ ଅସନ୍ତୋଷ ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲାର ୭ଟି ବ୍ଲକର ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ। ୧୭ ବର୍ଷରୁ କମ୍ ବୟସ ବର୍ଗର ବାଳକ ବିଭାଗରେ ବଲାଙ୍ଗିର, ପୁଇଁନ୍ତଳା, ମୁରିବାହାଲ ଓ ଗୁଡଭେଲା ବ୍ଲକର ଛାତ୍ରମାନେ ଅଂଶ ଗ୍ରହଣ କରିଥିବା ବେଳେ ଉକ୍ତ ବର୍ଗର ବାଳିକା ବିଭାଗରେ ମୁରିବାହାଲ, ଗୁଡଭେଲା ଓ ଟିଟିଲାଗଡ ର ଛାତ୍ରୀମାନେ ଅଂଶ ଗ୍ରହଣ କରିଥିଲେ। ବାଳକ ବିଭାଗରେ ପୁଇଁନ୍ତଳା ବିଜେତା ଦଳ, ମୁରିବାହାଲ ରନର୍ସଅପ୍ ଓ ଗୁଡଭେଲା ତୃତୀୟ ସ୍ଥାନ ଅଧିକାର କରିଥିଲା। ଠିକ୍ ସେହିଭଳି ବାଳିକା ବିଭାଗରେ ଟିଟିଲାଗଡ ବିଜେତା ହେଇଥିବାବେଳେ ମୁରିବାହାଲ ରନର୍ସଅପ୍ ଓ ଗୁଡଭେଲା ତୃତୀୟ ସ୍ଥାନ ଅଧିକାର କରିଥିଲା। ଗୁଡଭେଲା ବିଇଓ ରୁଷିଆ ମେହେରଙ୍କ ପୌରହିତ୍ୟରେ ଆୟୋଜିତ ପୁରସ୍କାର ବିତରଣ ସଭା ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ କେଶବ ମେହେର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ କରିଥିଲେ। ସମ୍ମାନିତ ଅତିଥି ଭାବେ ବଲାଙ୍ଗିରର ପୂର୍ବ ଆଇପିଇ ଅନ୍ତର୍ଯ୍ୟାମୀ ବିଶ୍ଵାଳ, ଦେଓଗାଁ ବିଇଓ ମମତା ମାହାଡିକ, ବେଲପଡା ବିଇଓ ଅଭିନବ ମିଶ୍ର, ମୁରିବାହାଲ ବିଇଓ ଶାନ୍ତନୁ କୁମାର ପଢିଆରୀ, ଟିଟିଲାଗଡ ବିଇଓ ଆର୍ତ୍ତତ୍ରାଣ ରଥ, ଟିଟିଲାଗଡ ବାଳିକା ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପ୍ରବୀର ପଣ୍ଡା,ଗୁଡଭେଲା ଏବିଇଓ ରମେଶ ଚନ୍ଦ୍ର ସାମର୍ଥ ଓ ବିପିନ ବାଗ ପ୍ରମୁଖ ଯୋଗ ଦେଇଥିଲେ। ଡିପିଇଓ ପ୍ରଦୀପ କୁମାର ପାତ୍ର ବିବରଣୀ ପାଠ କରିଥିବା ବେଳେ ତୁଷୁରା ବାଳକ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭାନୁମତୀ ଛତ୍ରିଆ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ତୁଷୁରା ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ପ୍ରଧାନ ଶିକ୍ଷକ ଭକ୍ତ ଚରଣ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like