-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଗୋଡଭଗା ଜନତା ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟସ୍ତରୀୟ ବିଜ୍ଞାନ ମେଳା

30-Oct-2024



ଅତାବିରା (ଆକାଶ ମିଶ୍ର): ବରଗଡ଼ ଜିଲ୍ଲା ଅତାବିରା  ବ୍ଲକ ଶିକ୍ଷା ବିଭାଗ ଅନ୍ତର୍ଗତ ଗୋଡଭଗା ଜନତା ଦଳ ବିଦ୍ୟାଳୟ ପରିସରରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ସ୍କୁଲ ପ୍ରଧାନ ଶିକ୍ଷକ ଅଦନ ସୁନା ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇ ଯାଇଛି।ଅନୁଷ୍ଟିତ ଉତ୍ସବରେ ମୁଖ୍ୟ ଅତିଥି ବିଇଓ ମିଶ୍ରାଣି କୁମ୍ଭାର ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଅତାବିରା ମହା ବିଦ୍ୟାଳୟ ର ଉଦ୍ଭିଦ ବିଜ୍ଞାନର ମୁଖ୍ୟ ତଥା ପ୍ରାଧ୍ୟାପକ

ପରମାନନ୍ଦ ରଥ,ସ୍କୁଲ ପରିଚାଳନା କମିଟି ର ସଭାନେତ୍ରୀ ପୁଷ୍ପଲତା ସିଂ ପ୍ରମୁଖ ମଞ୍ଚାସିନ ରହିଥିଲେ।ସର୍ବ ପ୍ରଥମେ ବାଗ ଦେବୀ ସରସ୍ଵତୀ ଓ ଗଜାନନଙ୍କ ଫଟୋଚିତ୍ରରେ ଅତିଥି ମାନଙ୍କ ଦ୍ଵାରା ଧୂପ ଦ୍ଵୀପ ପ୍ରଜ୍ବଳନ ପୂର୍ବକ ପୂଜାର୍ଚ୍ଚନା କରିବା ସହ ସଭା ଆରମ୍ଭ ହୋଇଥିଲା।ଏଥିରେ ବିଜ୍ଞାନ ପ୍ରାଧ୍ୟାପକ ଶ୍ରୀଯୁକ୍ତ ରଥ ୫୭ଟି ପ୍ରକଳ୍ପ ରେ ଭାଗ ନେଇଥିବା ଛାତ୍ରଛାତ୍ରୀ ଙ୍କୁ ବିଜ୍ଞାନ ଉପରେ ବିସ୍ତୃତ ବାର୍ତ୍ତା ପ୍ରକାଶ କରିବା ସହ କିଭଳି ଭାବେ ସ୍କୁଲ ର ଛାତ୍ରଛାତ୍ରୀ ଆସନ୍ତା ଦିନରେ ନିଜେ ଗୋଟିଏ ଲେଖାଏଁ ବୈଜ୍ଞାନିକ ହୋଇ ରାଜ୍ୟ ତଥା ଦେଶରେ ସୁନାମ ଅର୍ଜନ କରି ପାରିବେ ସେ ଦିଗରେ ପରାମର୍ଶ ଦେଇଥିଲେ।ଏହି ବିଜ୍ଞାନ ମେଳା  ରେ ବିଚାରକ ଙ୍କ ଦ୍ଵାରା  ମନୋନୀତ ବରିଷ୍ଠ ଓ   କନିଷ୍ଠ  ବିଭାଗରେ ସର୍ବଶ୍ରେଷ୍ଠ  ପ୍ରକଳ୍ପ   ଭାବେ ମନୋନୀତ ଦୁଇଟି ପ୍ରକଳ୍ପ ସହିତ କୁନି ବୈଜ୍ଞାନିକ ଦ୍ବୟ   ବ୍ଲକ ସ୍ତରୀୟ ବିଜ୍ଞାନ ମେଳା  ରେ ଅଂଶ ଗ୍ରହଣ କରିବେ ବୋଲି ବିଦ୍ୟାଳୟ ପକ୍ଷରୁ ଜଣା ପଡିଛି।ଏହି କାର୍ଯ୍ୟକ୍ରମ ରେ ସ୍କୁଲ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ,କର୍ମଚାରୀ,ସ୍କୁଲ କମିଟି ଙ୍କ ସକ୍ରିୟ ସହଯୋଗ ରହିଥିଲା।ପରି ଶେଷରେ ଶିକ୍ଷକ ଅଭିଜିତ ସତିଶ କୁମାର ନାଏକ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like