-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

୭କୁଇଣ୍ଟାଲ ୪୫କେଜି ଗଂଜେଇ ଜବତ, ମାଫିଆ ଫେରାର

30-Oct-2024



ସୋନପୁର- (ମନୋରଞ୍ଜନ ତ୍ରିପାଠୀ ) କଣ୍ଟାମାଳ ପୁଲିସ ଏକ ଗଞ୍ଜେଇ ଚୋରା ଚାଲାଣ କୁ ରୋକିବା ସହ ବ୍ୟାପକ ଗଞ୍ଜେଇ ଜବତ କରିଥିବା ଜଣା ପଡ଼ିଛି | ୭ କୁଇଣ୍ଟାଲ ୪୫ କେଜି ଗଂଜେଇ ପୋଲିସ ଜବତ କରିଥିବା ବେଳେ ଚାଲାଣକାରୀ ପୁଲିସ କୁ ଦେଖି ଘଟଣା ସ୍ଥଳରୁ ଫେରାର ମାରି ଥିବା ଜଣା ପଡିଛି | ସୂଚନା ମତେ କଣ୍ଟାମାଳ ଥାନା ଅଧିକାରୀ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ କଣ୍ଟାମାଳ ଥାନା ଅନ୍ତର୍ଗତ ବିରାମୁଣ୍ଡା ଗ୍ରାମ ନିକଟସ୍ଥ ଜଙ୍ଗଲ ନିକଟରେ ଗଂଜେଇ ଚାଲାଣ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ କଣ୍ଟାମାଳ ପୁଲିସ ର ଏକ ଟିମ ଚଢ଼ାଉ କରି ବ୍ୟାପକ ଗଂଜେଇ ଜବତ କରିଥିବା ବେଳେ ଚାଲାଣକାରୀ ଘଟଣା ସ୍ଥଳରୁ ଫେରାର ମାରିଥିଲେ | କଣ୍ଟାମାଳ ଥାନା ଅଧିକାରୀ ଭାବାନନ୍ଦ ପ୍ରଧାନଙ୍କ ନେତୃତ୍ୱରେ ଏକ ଟିମ୍ ଉକ୍ତ ଜଙ୍ଗଲରେ ଚଢାଉ କରି ଗଞ୍ଜେଇ ଜବତ୍ କରି ଥାନାକୁ ଆଣିଥିଲେ | ଏ ସଂକ୍ରାନ୍ତରେ କଣ୍ଟାମାଳ ଥାନା ରେ  ୧୮୫/୨୦୨୪ ରେ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ଥିବା କଣ୍ଟାମାଳ ଥାନା ଅଧିକାରୀ ଭାବାନନ୍ଦ ପ୍ରଧାନ ସୂଚନା ଦେଇଛନ୍ତି l  ସେହିପରି ଅନ୍ୟ ଏକ ଘଟଣାରେ କଣ୍ଟାମାଳ ପୋଲିସ ପକ୍ଷରୁ ଏକ କାର ରୁ ବିପୁଳ ପରିମାଣ ର ଗଂଜେଇ ସହ କାର ମଧ୍ୟ ଜବତ କରିଛି I କୌଣସି ସୂତ୍ର ରୁ କଣ୍ଟାମାଳ ପୁଲିସ ଏକ ନାଲି ରଙ୍ଗ ର କାର ରେ ଗଂଜେଇ ଚାଲାଣ ଖବର ପାଇ କଣ୍ଟାମାଳ ତହସିଲ ଛକ ଠାରେ  ଉକ୍ତ ଗାଡି କୁ ଯାଞ୍ଜ ବେଳେ ଗାଡ଼ି ରୁ ୨୨କେଜି ଗଂଜେଇ ସହିତ ଗାଡି କୁ ମଧ୍ୟ ଜବତ କରି  ପୋଲିସ୍ ଅଧିକ ତଦନ୍ତ କରୁ ଥିବା କଣ୍ଟାମାଳ ପୋଲିସ ସୂଚନା ଦେଇଛନ୍ତି I


News Comment




Photo in News

Advertisment
Lastest News
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like