-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||     

HOME   ରାଜ୍ୟ

ନୂଆ ଠିକଣା ପରେ ନୂଆ ବନ୍ଧୁ ପାଇଲା ପଦ୍ମା

06-Jan-2021



ଢେଙ୍କାନାଳ:(ରାଜଶ୍ରୀ ଶତପଥୀ)- ଦଳରୁ ଅଲଗା ହୋଇଥିଲା ହେଲେ ନୂଆ ଠିକଣାରେ ମିଳିଲେ ନୂଆ ବନ୍ଧୁ। କୁନି ହାତୀ ପଦ୍ମାକୁ ମିଳିଛି ଏବେ ନୂଆ ପରିବାର। ଢେଙ୍କାନାଳ କପିଳାସ ହାତୀ ଉଦ୍ୟାନରେ ପଦ୍ମା ହାତୀ ଏବେ ଅନ୍ୟ ବଡ଼ ହାତୀଙ୍କ ସହ ମିଶିଛି। ଏକାଠି ରହୁଛି, ଖାଉଛି ଏବଂ ବୁଲୁଛି ମଧ୍ୟ। ସେହିପରି ଉଦ୍ୟାନରେ ଥିବା ଅନ୍ୟ ହାତୀ ବି ପଦ୍ମାକୁ ଦଳରେ ମିଶାଇବା ପରେ ବେଶ ଖୁସ୍ ଥିବା ଦେଖିବାକୁ ମିଳିଛି। ଅନ୍ୟ ହାତୀଙ୍କ ସହ ପଦ୍ମାର ମିଳିମିଶା ଉପରେ ନଜର ରଖାଯାଇଛି। ପଦ୍ମାର ବ୍ୟବହାର ଓ ଚଲଣିକୁ ବି ବନ ବିଭାଗ ଟିମ୍ ତଦାରଖ କରୁଛି। ପଦ୍ମାର ସ୍ୱାସ୍ଥ୍ୟ ପରୀକ୍ଷା ବି କରାଯାଇଛି। କିଛି ମାତ୍ରାରେ ଦୂର୍ବଳ ଥିବା ପଦ୍ମାକୁ ବିଶେଷ ଭାବେ ଖାଦ୍ୟ ଓ ରାତିରେ ଶୋଇବା ସ୍ଥାନ ଉପରେ ଦିଆଯାଇଛି ବିଶେଷ ଧ୍ୟାନ। ଗତମାସ ବ୍ରହ୍ମପୁର ସୁନାପୁର ହଦ୍ରରୁ ହାତୀକୁ ଉଦ୍ଧାର କରାଯିବା ପରେ କପିଳାସକୁ ନିଆଯାଇଥିଲା। ତେବେ ସ୍ଥାନୀୟ ବନବିଭାଗର ଅଫିସର କହିଛନ୍ତି ଯେ, “ପଦ୍ମା ଅତି ସହଜରେ ପୂର୍ବରୁ ଏଠାରେ ଥିବା ହାତୀଙ୍କ ସହ ମିଶୁଛି। କେବଳ ଯେ, ମିଶୁଛି ତାହା ନୁହେଁ ବରଂ ସେମାନଙ୍କ ସହ ବୁଲାବୁଲି ମଧ୍ୟ କରୁଛି।  ମାହନ୍ତର ପଛେ ପଛେ ବୁଲୁଛି ଛୁଆ ହାତୀ ପଦ୍ମା। କିନ୍ତୁ ବଡ ହାତୀ ଛୁଆ ହାତୀକୁ ପୂରା ପାଖରେ ରଖୁଛି। ଯଦି କେଉଁ ଆଡେ ପଳାଉଛି ତେବେ ତାକୁ ଟାଣି ନେଉଛି। କିନ୍ତୁ ଏ ପର୍ଯ୍ୟନ୍ତ ଛୁଆ ହାତୀଟି ଦନ୍ତା ହାତୀ ସହ ମିଶିନାହିଁ। ମାଇ ହାତୀ ସହ ବୁଲାବୁଲି କରୁଛି। ୧୦ କିମ୍ବା ୧୫ ଦିନରେ ସେ ସମସ୍ତଙ୍କ ସହ ମିଶିବ” ବୋଲି ଡିଏଫଓ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026

You Might Also Like