-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ରାଜ୍ୟ

ସଚେତନ ଓ ସତର୍କ ନାଗରିକସମାଜ ହିଁ ଦୁର୍ନୀତିର ମୂଳୋତ୍ପାଟନ କରି ପାରିବ

30-Oct-2024



କଣ୍ଟାମାଳ(ଜୟ କୁମାର ମହାରଣା):  ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଭାରତ ସରକାରଙ୍କ ଯୁବ ଓ କ୍ରୀଡ଼ା ମନ୍ତ୍ରାଳୟ ଅଧିନ ନେହେରୁ ଯୁବ କେନ୍ଦ୍ର, ବୌଦ୍ଧ ଜିଲ୍ଲା ଶାଖା ତରଫରୁ କଣ୍ଟାମାଳ ସ୍ଥିତ ଜୟ କ୍ରୀଷ୍ଣା ଜୁନିୟର ମହାବିଦ୍ୟାଳୟ ଦମାମୁଣ୍ଡା ଠାରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇ ଯାଇଛି।ଏହି ସଚେତନତା ସଭାରେ ଇଂରାଜୀ ଅଧ୍ୟାପକ ବାସୁଦେବ ସେଠୀ  ଯୋଗଦେଇ କହିଥିଲେ ଯେ  ସମାଜର ବିଭିନ୍ନ ସ୍ତରରେ ଦୁର୍ନୀତି ମହାମାରୀ ରୂପେ ବ୍ୟାପିବାରେ ଲାଗିଛି। ସରକାର, ସଚେତନ ନାଗରିକ ସମାଜ ଏବଂ ବେସରକାରୀ ସଂସ୍ଥାଙ୍କ ସମ୍ମିଳିତ ଉଦ୍ୟମରେ ଏହାର

ମୂଳୋତ୍ପାଟନ ହୋଇ ପାରିବ ବୋଲି ସେ କହିଥିଲେ। ମୁଖ୍ୟ ଅତିଥି ଭାବରେ ଦୁର୍ନୀତି ନିବାରଣ ଅଧିକାରୀ ଜଗବନ୍ଧୁ ଅଙ୍ଗିରା  ଉପସ୍ଥିତ ରହି ସମସ୍ତ ଯୁବଶକ୍ତିକୁ ସମ୍ବୋଧିତ କରି କହିଥିଲେ ଯେ ସକାରାତ୍ମକ ମନୋବୃତ୍ତି, ଆତ୍ମଶକ୍ତିର ଜାଗରଣ ଓ ନିଜ ଚାରିପଟେ ଘଟୁଥିବା ସମସ୍ତ ଘଟଣାବଳୀ ଉପରେ ସତର୍କ ରହିଲେ ସମାଜରୁ ଦୁର୍ନୀତି ହଟିବା ସହିତ ଏକ ସୁସ୍ଥ,ସ୍ୱଚ୍ଛ ଓ ସଭ୍ୟ ନାଗରିକ ସମାଜ ପ୍ରତିଷ୍ଠା ହୋଇ ପାରିବ ବୋଲି ସେ କହିଥିଲେ। ସମାଜର ଉପର ସ୍ତରରେ କ୍ଷମତା ଓ ଦାୟିତ୍ଵ ରେ ଥିବା ଲୋକର ନକାରାତ୍ମକ ମନୋବୃତ୍ତି ଏବଂ ଅତ୍ୟଧିକ ଲୋଭ ହିଁ ସବୁପ୍ରକାର ଦୁର୍ନୀତି ର ମୂଳ ଉତ୍ସ ବୋଲି ସେ କହିଥିଲେ।ଉଦଘାଟକ ପ୍ରିନ୍ସିପlଲ୍ ପ୍ରୀୟମ୍ବଦା ନାୟକ  କହିଥିଲେ ଯେ ଆତ୍ମ ଜାଗରଣ ,ଆତ୍ମ ଉପଲବ୍ଧି ସହିତ ନିଜ ଚାରିପଟେ  ପ୍ରତିଦିନ ଘଟୁଥିବା ଘଟଣାବଳୀ ଉପରେ ସଚେତନ ରହି ସତର୍କ ରହିଲେ ଏକ ସ୍ୱଚ୍ଛ ଓ ସଶକ୍ତ ସଭ୍ୟ

ସମାଜ ପ୍ରତିଷ୍ଠା ହୋଇ ପାରିବ। ଏଥିରେ ଅନ୍ୟତମ ସମ୍ମାନିତ ଅତିଥି ଭାବେ NYP ର ଜିଲ୍ଲା ସଂଯଯୋକ ଆଶ୍ମlନ୍ ମହାକୁଡ ଯୋଗଦେଇ  କହିଥିଲେ ଯେ କେବଳ ପାଠ୍ୟ ଖସଡ଼ାରେ ଥିବା ପୁସ୍ତକ ଆମକୁ ଶିକ୍ଷିତ କରିବ ନାହିଁ ବରଂ ଜୀବନର ପ୍ରତିଟି କ୍ଷେତ୍ରକୁ ମୁକାବିଲା କରିବାକୁ ସଚେତନ, ସଶକ୍ତ,ଦକ୍ଷ ଓ ସତର୍କ ରହିଲେ ବ୍ୟକ୍ତି ସଫଳତା ପାଇବା ସହିତ ଏକ ସମୃଦ୍ଧ ସମାଜ ପ୍ରତିଷ୍ଠା ହୋଇ ପାରିବ ବୋଲି ଉକ୍ତି ରଖିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like