-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ବିଶ୍ଵ ଆୟୋଡ଼ିନ ଅଭାବ ଜନିତ ବ୍ୟାଧି ନିରାକରଣ ଦିବସ ପାଳିତ

30-Oct-2024



ସୁବର୍ଣ୍ଣପୁର,( ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ବିଜୁ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ , ସୁବର୍ଣ୍ଣପୁର   ଠାରେ ବିଶ୍ଵ ଆୟୋଡିନ ଅଭାବ ଜନିତ ବ୍ୟାଧି ନିରାକରଣ ଦିବସ ଅତିରିକ୍ତ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ) ଡ଼ା ଦୈତ୍ୟ ନାରାୟଣ ପାଢ଼ୀ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ସଭା ରେ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ ଡ଼ା ମନୋଜ କୁମାର ଅଦ।ବର, ଅତିରିକ୍ତ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ(ଭିବିଡି) ଡ଼ାକ୍ତର ଗୋପାଳ ଚନ୍ଦ୍ର ମଲ୍ଲିକ, ଅତିରିକ୍ତ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ) ଡ଼ା ରମେଶ ଚନ୍ଦ୍ର ସ୍ୱାଇଁ, ଅଧ୍ୟକ୍ଷ ନଳିନୀପ୍ରଭା ପ୍ରଧାନ ଓ ଅଧ୍ୟାପକ ମଧୁସୂଦନ ପୂଝାରୀ  ପ୍ରମୁଖ  ମଂଚାସୀନ ଥିଲେ l ଅତିଥି ବୃନ୍ଦ ଆୟୋଡ଼ିଣ ଅଭାବ ଜନିତ ବ୍ୟାଧି ନିରାକରଣ ପାଇଁ ସଚେତନତା ସୃଷ୍ଟି କରି ସମସ୍ତେ ହସିଲା ସୂର୍ଯ୍ୟ ଚିହ୍ନ ଥିବା ଆୟୋଡିଣ ଯୁକ୍ତ ଲୁଣ ଉପଯୁକ୍ତ ପରିମାଣ ରେ ବ୍ୟବହାର କରନ୍ତୁ  ଯାହାକି ଗର୍ଭ ଅବସ୍ଥା ରେ ଶିଶୁ ର ମାନସିକ ଓ ଶାରୀରିକ ଅଭିବୃଦ୍ଧି ହୋଇଥାଏ ତେଣୁ ଏକ ସୁସ୍ଥ  ସୁନ୍ଦର ସମାଜ ଗଠନ କରିବାରେ ସହାୟକ ହୋଇପାରିବl ଉପରେ ଗୁରୁତ୍ଵା ରୋପ କରିଥିଲେ l ସହକାରୀ ଜିଲ୍ଲା ଜନ ସ୍ବାସ୍ଥ୍ୟ ଯୋଗାଯୋଗ  ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରି ଏ ବର୍ଷ ର ଥିମ୍ ହେଲା "A daily dose of Iodine keeps you fit and fine" ବିଷୟ ରେ ଆଲୋଚନା କରି ଆମ ପାଇଁ ଆୟୋଡିନ  ଏକ ଅତ୍ୟନ୍ତ ଆବଶ୍ୟକୀୟ ଅଣୁ ପୋଷକ ତତ୍ଵ ଯାହା ସ୍ଵାଭାବିକ ଅଭିବୃଦ୍ଧି ଓ ମାନସିକ ବିକାଶ ଘଟିବା ପାଇଁ ଅତି ଆବଶ୍ୟକ ।
ଉକ୍ତ ସଭାରେ ବିଦ୍ୟାଳୟ ର ଛାତ୍ରୀ ବୃନ୍ଦ ,ସମସ୍ତ କର୍ମଚାରୀ  , ସ୍ବାସ୍ଥ୍ୟ ଅଧିକାରୀ ଓ ସାମ୍ବାଦିକ ପ୍ରମୁଖ ଉପସ୍ଥିତି ଥିଲେ।ଶେଷରେ ପ୍ରମୋଦ କୁମାର ସାହୁ ସ୍ବାସ୍ଥ୍ୟ ପରିଦର୍ଶକ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like