-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଗୁଡଭେଲା ବ୍ଲକ କୃଷି ବିଭାଗରେ ଫସଲ ଜଳ ଆକଳନ ତାଲିମ ଶିବିର

30-Oct-2024



ତୁଷୁରା (ପଞ୍ଚାନନ ନାଏକ) ବଲାଙ୍ଗୀର ଜିଲ୍ଲା ଗୁଡଭେଲା ବ୍ଲକ  କୃଷି ପରାମର୍ଶ ଓ ସୂଚନା କେନ୍ଦ୍ର ଠାରେ କୃଷି ଓ କୃଷକ ସଶକ୍ତି କାରଣ ବିଭାଗ ତଥା ଏଫ୍.ଇ.ଏସ୍. ସଂସ୍ଥା ପକ୍ଷରୁ କୃଷକ ମାନଙ୍କ ନିମନ୍ତେ ଫସଲ ଜଳ ଆକଳନ ତାଲିମ ଶିବିର ମଙ୍ଗଳବାର ଅନୁଷ୍ଠିତ ହୋଇ ଯାଇଛି । ବ୍ଲକ ସହକାରୀ କୃଷି ଅଧିକାରୀ ପ୍ରୀତିସ ପଟ୍ଟନାୟକଙ୍କ ପରିଚାଳନାରେ ଅନୁଷ୍ଠିତ ଶିବିରରେ ମୁଖ୍ୟ ଅତିଥି ଭାବେ ସହକାରୀ ଜିଲ୍ଲା କୃଷି ଅଧିକାରୀ ପ୍ରମୋଦ କୁମାର ବଡପଣ୍ଡା, ସମ୍ମାନିତ ଅତିଥି ଭାବେ ବ୍ଲକ କୃଷି ଅଧିକାରୀ ସ୍ଵସ୍ତିକ କୁମାର ପଣ୍ଡା, ଏଫ୍. ଇ. ଏସ୍. ର ଜିଲ୍ଲା ସଂଯୋଜକ ସୁଜିତ୍ କୁମାର ଶତପଥୀ ପ୍ରମୁଖ ଯୋଗଦେଇ ବର୍ତ୍ତମାନ ସମୟରେ ଫସଲ ଜଳ ଆକଳନ ନିତାନ୍ତ ଜରୁରୀ ବୋଲି ମତପ୍ରକାଶ କରିବା ସହ ଜଳବାୟୁ ପରିବର୍ତ୍ତନ ଏକ ମୁଖ୍ୟ ସମସ୍ୟା ହୋଇଛି  ବୋଲି କହିଥିଲେ । ଏଣୁ, ଗଚ୍ଛିତ ଜଳ ଅନୁସାରେ ଫସଲ ଚୟନ କରିବା ଚାଷୀ ମାନଙ୍କ ନିମନ୍ତେ ଜରୁରୀ ବୋଲି ଗୁରୁତ୍ୱାରୋପ କରିଥିଲେ । ଏହା ସହ ବର୍ତ୍ତମାନ ପରିପ୍ରେକ୍ଷୀରେ ଜୈବିକ ପଦ୍ଧତି ରେ ଚାଷ ପାଇଁ ସମସ୍ତ ଚାଷୀ ସଚେତନ ହେବା ଜରୁରୀ ବୋଲି ସହକାରୀ ଜିଲ୍ଲା କୃଷି ଅଧିକାରୀ ବଡ଼ପଣ୍ଡା ମତବ୍ୟକ୍ତ କରିଥିଲେ । ଏହି ଅବସରରେ ପ୍ରଶିକ୍ଷକ ଭାବେ ସ୍ଥାନୀୟ ବ୍ଲକ ଏଫ୍.ଇ.ଏସ. ର  ମାଷ୍ଟର ଟ୍ରେନର ଭାଗବତ ନାହାକ ଓ ଦେଓଗାଁ ବ୍ଲକ ମାଷ୍ଟର ଟ୍ରେନର କୃଷ୍ଣ ପ୍ରସାଦ ପାଣିଗ୍ରାହୀ ପ୍ରମୁଖ ଯୋଗଦେଇ ଫସଲ ଜଳ ଆକଳନ ଉପରେ ଜଳ ଖେଳ ପ୍ରଦର୍ଶିତ କରିବା ସହ ସି.ଡବ୍ଲୁ.ବି. ଆପ ଉପରେ ଉପସ୍ଥିତ ସମସ୍ତ ପଞ୍ଚାୟତ ରୁ ଆସିଥିବା କୃଷକ ସାଥୀ, ଏମ.ବି.କେ., ସି.ଆର.ପି. ସି.ଏମ. ତଥା ଭି.ଏ.ଡବ୍ଲୁ. ମାନଙ୍କୁ ତାଲିମ ପ୍ରଦାନ କରିଥିଲେ । ପରିଶେଷ ରେ ସ୍ଥାନୀୟ ମାଷ୍ଟର ଟ୍ରେନର ଶ୍ରୀ ନାହାକ ଧନ୍ୟବାଦ୍ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମକୁ ସମସ୍ତ କୃଷି ବିଭାଗର କର୍ମଚାରୀ ମାନେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like