-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||     

HOME   ଜିଲ୍ଲା

ସପ୍ତମତମ ଦଣ୍ଡପାଟ ଧନୁଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ।

30-Oct-2024



ଧର୍ମଗଡ଼ (ଜ୍ୟୋତିରଞ୍ଜନ ବେମାଲ )
 କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ  ବେହେରା  ଗ୍ରାମର  ହାଇସ୍କୁଲ ପଡିଆ ଠାରେ ସପ୍ତମତମ ଦଣ୍ଡପାଟ ଧନୁଯାତ୍ରା ମହୋତ୍ସବ ପାଇଁ କମିଟିର ପୂର୍ବତନ ସଭାପତି ବାଳକୃଷ୍ଣ ବିଶି ଙ୍କ ସଭାପତିତ୍ୱ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ଡ଼ିସେମ୍ବର ୨୫ ରୁ ୩୧ ତାରିଖ ପର୍ଯ୍ୟନ୍ତ ଧନୁଯାତ୍ରା ମହୋତ୍ସବ ଅନୁଷ୍ଠିତ ହୋବାକୁ ଥିବା ବେଳେ ନୂତନ କମିଟି ଗଠିତ ହୋଇଯାଇଛି।  ସର୍ବସମ୍ମତି କ୍ରମେ ବିନ୍ଦୁସାର ବିଶି ସଭାପତି,ଉପେନ୍ଦ୍ର ନାଏକ ଉପସଭାପତି, ଲଳିତ ବାଣୁଆ ସମ୍ପାଦକ,ଭବାନୀ ଶଙ୍କର ବାଣୁଆ ସହ ସମ୍ପାଦକ, ବାଳକୃଷ୍ଣ ବିଶି ଙ୍କୁ କୋଷାଦକ୍ଷ ରୂପରେ ଚୟନ  କରାଯାଇଥିବା ବେଳେ କ୍ଷୀର ସିନ୍ଧୁ ବାଣୁଆ ଙ୍କୁ ମୁଖ୍ୟ ମଞ୍ଚ ସଂଯୋଜକ ଦାୟିତ୍ଵ ଦିଆ ଯାଇଛି। ଏହି ଅବସରରେ କମିଟି ର ବରିଷ୍ଠ ସଦସ୍ୟ ଭବେଶ ଗଇନ୍ତା, ତ୍ରିଲୋକ ସିଂହ,ଭିକାରୀ ଚରଣ ଗୋପାଳ,କ୍ଷୀରସିନ୍ଧୁ ବାଗ,ଅଭୟ ସିଂହ ଠାକୁର, ତରେଶ ବିଶି,ଚନ୍ଦ୍ରକାନ୍ତ ରଣା,ଡମ୍ବରୁଧର ନାଏକ,ଗୁଣନିଧି ନାଗ,ଈଶ୍ୱର ବାଣୁଆ,ଗଗନ ନାଏକ, ହୁକିମ ବିଶି,ହେମାଳ ବିଶି,ପ୍ରକାଶ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ସୋନପୁର ର ଗୋପାଳ ଚନ୍ଦ୍ର ପଣ୍ଡା ଙ୍କୁ କଂସ ରୂପରେ ବରଣ କରାଯିବାକୁ ସ୍ଥିର କରଆଯାଇଛି। ଦଣ୍ଡପାଟ ଅଞ୍ଚଳର ସର୍ବ ବୃହତ ଲୋକ ମହୋତ୍ସବ ରେ  ବିଶିଷ୍ଟ ଅତିଥି ମାନଙ୍କୁ ନିମନ୍ତ୍ରଣ କରାଯିବା ସହ ଆକର୍ଷଣୀୟ ମିନା ବଜାର ବସିବ ଓ ଚଳିତ ବର୍ଷ ମଧ୍ଯ ବଡ ଆଡମ୍ଭର   ସହିତ ମହୋତ୍ସବ ପାଳନ କରାଯିବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇ ଥିବା କମିଟି ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026
  ଜିଲ୍ଲା  
*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   23-Apr-2026
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026

You Might Also Like