-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||     

HOME   ରାଜ୍ୟ

ଓଡ଼ିଶାରେ ବନ୍ଦ ହେଲା ୩୧ଟି କୋଭିଡ୍ ହସ୍ପିଟାଲ୍

06-Jan-2021



ଭୁବନେଶ୍ୱର (ପ୍ର୍ରେରଣା ଖବର): ରାଜ୍ୟ ସରକାରଙ୍କ ଦ୍ୱାରା ପରିଚାଳିତ ୩୧ଟି କୋଭିଡ୍ ହସ୍ପିଟାଲ୍‌କୁ ବନ୍ଦ କରି ଦିଆଯାଇଛି। ସମ୍ ହସ୍ପିଟାଲ୍‌ ଓ ଅଶ୍ୱିନୀ ହସ୍ପିଟାଲ୍‌କୁ ଛାଡ଼ି ଅନ୍ୟ ୩୧ଟି କୋଭିଡ୍ ହସ୍ପିଟାଲକୁ ଜାନୁଆରୀ ୧ ତାରିଖରୁ ସରକାର ବନ୍ଦ କରି ଦେଇଛନ୍ତି।
ଏଣୁ ଏହିସବୁ ଘରୋଇ ହସ୍ପିଟାଲରେ କରୋନା ସଂକ୍ରମିତଙ୍କୁ ଆଡମିସନ୍‌ ନ କରାଇବାକୁ କୁହାଯାଇଛି। ଏ ସଂପର୍କରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସମସ୍ତ ଜିଲ୍ଲାପାଳ ଓ ନଗର ନିଗମକୁ ଚିଠି ଲେଖି ଜଣାଇଛନ୍ତି। ସମ୍ କୋଭିଡ୍ ହସ୍ପିଟାଲରେ ୫୦ଟି ସାଧାରଣ ଶଯ୍ୟା, ୭୫ ଆଇସିୟୁ ଓ ୨୫ ଏଚଡିିୟୁ ସଂରକ୍ଷିତ ରହିବ। ଏହାସହ ଆଦିତ୍ୟ ଅଶ୍ୱିନୀ ହସ୍ପିଟାଲକୁ ରାଜ୍ୟ ସରକାର କୋଭିଡ୍ ଯୋଦ୍ଧାମାନଙ୍କ ପାଇଁ ସମର୍ପିତ କରିଥିବାରୁ ତାହା ମଧ୍ୟ ଜାରି ରହିବ। ରାଜ୍ୟରେ କରୋନା ସଂକ୍ରମଣ ଆରମ୍ଭ ହେବା ପୂର୍ବରୁ ରାଜ୍ୟ ସରକାର ନିଜସ୍ୱ ଓ ଅନ୍ୟ ସଂସ୍ଥାର ସହାୟତାରେ କୋଭିଡ୍ ହସ୍ପିଟାଲ ଖୋଲିଥିଲେ। ରାଜ୍ୟରେ ମୋଟ୍ ୪୮ଟି କୋଭିଡ୍ ହସ୍ପିଟାଲ ଖୋଲା ଯାଇଥିବାବେଳେ ୩୧ଟିକୁ ବନ୍ଦ କରି ଦିଆଯାଇଛି। ରାଜ୍ୟରେ ସଂକ୍ରମଣ କମିଥିବାରୁ ଏଭଳି ପଦକ୍ଷେପ ନିଆଯାଇଥିବା କୁହାଯାଇଛି। ତେବେ ଯେଉଁମାନେ ଏବେ ଏହିସବୁ ହସ୍ପିଟାଲରେ ଚିକିତ୍ସାଧିନ ଅଛନ୍ତି, ସେମାନେ ଭଲ ହେବା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପାଇବେ ବୋଲି କୁହାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩୧ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ୨୮ ଟି ଜିଲ୍ଲାରୁ ଏହି ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି।  ଏମାନଙ୍କ ମଧ୍ୟରୁ ୧୩୩ କ୍ୱାରାଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୯୮ ଲୋକାଲ କେସ ଥିବା ଜଣାଯାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କରୋନାରେ କାହାରି ମୃତ୍ୟୁ ଘଟିନାହିଁ। ଜାନୁଆରୀ ୫ ତାରିଖ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଶୂନ ରହିଛି। ଏ ନେଇ  ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସୂଚନାଥାଉ କି, ଗତକାଲି ସୁଦ୍ଧା ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୮୭ ଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026

You Might Also Like