-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଏମ.ଗଣ୍ଡପାଲିରେ ପଞ୍ଚମ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ସୁରଭି ସ୍ମାରକୀ ଗ୍ରହଣ କଲେ ଦିଲ୍ଲୀପ ପୁରୀ

30-Oct-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ଏମ.ଗଣ୍ଡପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପଞ୍ଚମ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷାବିତ ନବ କିଶୋର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ।ଜାରିଂ କ୍ଲଷ୍ଟର ପକ୍ଷରୁ ଆୟୋଜିତ ଏହି ବୈଠକରେ ସିଆରସିସି ରାଜେଶ୍ଵର ବେହେରା ଅଧ୍ୟକ୍ଷତା କରିଥିଲେ।କ୍ଷେତରପଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୌଦାମିନୀ ମାଝୀ, ସ୍ଥାନୀୟ ସ୍କୁଲର ପ୍ରଧାନଶିକ୍ଷକ ଗହକିଲାଲ ନାଏକ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ। ସ୍ଥାନୀୟ ସ୍କୁଲର ଛାତ୍ରୀମାନେ ପ୍ରାରମ୍ଭିକ ନୃତ୍ୟ ପରିବେଷଣ କରି ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରି ଦେଇଥିଲେ।ପରେ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ସଂପର୍କିତ ଶୈକ୍ଷିକ ଆଲୋଚନା ହୋଇଥିଲା।ଜାରିଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ଗୀତାଞ୍ଜଳି ସାହୁ ପାଠ ଯୋଜନା ଉପରେ ଆଲୋଚନା କରିଥିଲେ।ପରଖ, ନିପୁଣ ଓଡିଶା ବିଷୟରେ ଆଲୋଚନା ହୋଇଥିଲା। ଏହି ଅବସରରେ ଚଳିତବର୍ଷ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭିକୁ ନିଜ ଶିକ୍ଷାନୁଷ୍ଠାନର ଶୃଙ୍ଖଳିତ ଭାବରେ ସଂପାଦିତ କରିଥିବାରୁ ମାନପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦିଲ୍ଲୀପ କୁମାର ପୁରୀଙ୍କୁ ସ୍ମାରକୀ ପ୍ରଶସ୍ତି ସହ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା।ବ୍ଲକ ସୁରଭିରୁ ଜିଲ୍ଲା ସ୍ତରକୁ ଚିତ୍ରାଙ୍କନରେ ମନୋନୀତ ହୋଇଥିବା ଜାରିଂ ଓ ବୁଡାପାଲି ସ୍କୁଲର ପ୍ରଧାନଶିକ୍ଷକ ଭାଦ୍ରବ ପାଣ୍ଡେ ଓ ଵିଜୟ କୁମାର ମେହେରଙ୍କୁ ପୁଷ୍ପ ଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। କ୍ଲଷ୍ଟରର ଦଶଟି ସ୍କୁଲର ପ୍ରଧାନଶିକ୍ଷକ ଓ ଏଫଏଲଏନ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗଦାନ କରିଥିଲେ। ସ୍ଥାନୀୟ ସ୍କୁଲର ତଦ୍ରକଳା ଦାଶ,ଲିଳିମା ମେହେର,ରିତା ଖେତି, ବିକାଶ ଚନ୍ଦ୍ର ଗଡତୀୟା ପ୍ରମୁଖ ଶିକ୍ଷୟିତ୍ରୀ ଶିକ୍ଷକ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ପ୍ରଧାନ ଶିକ୍ଷକ ଗହକିଲାଲ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like