-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବରପାଲି ରେ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ଯୋଗଦେଲେ ମାନ୍ୟବର ସାଂସଦ ଓ ବିଧାୟକ

30-Oct-2024



ବରଗଡ଼/ବରପାଲି:(ନିରଞ୍ଜନ ତ୍ରିପାଠୀ)- ବରଗଡ଼ ଜିଲ୍ଲା ବରପାଲି କୃଷି ବିଭାଗ ପକ୍ଷରୁ ଚାଷୀଙ୍କ ସକାଶେ ଆସୁଥିବା ଚାଷ ଉପକରଣ ସାମଗ୍ରୀର ସୁଚାରୁ ବଣ୍ଟନ ହେଉ ନ ଥିବା ଅଭିଯୋଗ ଉପରେ ସଂପୃକ୍ତ ବିଭାଗକୁ କୈଫିୟତ ତଲବ ସହ ବୈଠକକୁ ଆସି ନଥିବା ୱେସ୍କୋ ବିଭାଗ ସମେତ ଅନ୍ୟ ବିଭାଗକୁ କୈଫିୟତ ନିର୍ଦ୍ଦେଶ ଦେଇଥିବା ବିଷୟ ବରପାଲି ପଞ୍ଚାୟତ ସମିତି ବୈଠକ ପରେ ସାମ୍ବାଦିକ ମାନଙ୍କୁ ବରଗଡ଼ ଲୋକସଭା ସାଂସଦ ମାନ୍ୟବର ଶ୍ରୀମାନ ପ୍ରଦୀପ ପୁରୋହିତ ସୂଚନା ପ୍ରଦାନ କରିଛନ୍ତି। ବୁଧବାର ବରପାଲି ବ୍ଲକ କାର୍ଯ୍ୟାଳୟ ଠାରେ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ମାନ୍ୟବର ବରଗଡ଼ ଲୋକସଭା ସାଂସଦ ଶ୍ରୀମାନ ପୁରୋହିତ, ବିଜେପୁର ନିର୍ବାଚନ ମଣ୍ଡଳୀର ବିଧାୟକ ଶ୍ରୀଯୁକ୍ତ ସନତ କୁମାର ଗଡତୀୟା, ବରଗଡ଼ ବିଧାୟକ ଶ୍ରୀଯୁକ୍ତ ଅଶ୍ୱିନୀ ଷଡ଼ଙ୍ଗୀ,ବରପାଲି ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ରୀନା ଥଇତ,ବରପାଲି ବିଡ଼ିଓ ସୁମନ୍ତ କୁମ୍ଭାର,ସିଡିପିଓ ସଂଯୁକ୍ତା ଲେଙ୍କାଙ୍କ ସମେତ ବିଭାଗୀୟ ଅଧିକାରୀ, ସମିତି ସଭ୍ୟ, ସରପଞ୍ଚ, ଜିଲ୍ଲା ପରିଷଦ ସଭ୍ୟ ଉପସ୍ଥିତ ଥିଲେ । ଯିଏ ଯେଉଁ ରାଜନୈତିକ ଦଳର ହେଉନା କାହିଁକି ଅଞ୍ଚଳର ସାମଗ୍ରିକ ବିକାଶ ଦିଗରେ ସମସ୍ତଙ୍କ ସହଯୋଗ ଆବଶ୍ୟକ ବୋଲି ମତ ପ୍ରକାଶ ପାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like