-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

କନ୍ଧମାଳ ଜିଲ୍ଲାରେ ପୁଷ୍ଟିହିନତା ଦୂର ପାଇଁ ପାରମ୍ପରିକ ଖାଦ୍ୟକୁ ଗୁରୁତ୍ୱ

30-Oct-2024



ଫୁଲବାଣୀ(କ୍ଷୀରୋଦ କୁମାର ସାହାଣୀଙ୍କ ରିପୋର୍ଟ ) ଦେଶରେ ପୁଷ୍ଟିହିନତା ଏକ ସାମୁହିକ ସମସ୍ୟା ମୁଣ୍ଡ ଟେକି ଠିଆ ହୋଇଥିବା ବେଳେ ସରକାରୀ ଓ ବେସରକାରୀ ସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ଜନସଚେତନତା ପାଇଁ ଚେଷ୍ଟା ଜାରିରହିଛି  । ଏହି ପରିପ୍ରେକ୍ଷୀରେ କନ୍ଧମାଳ ଜିଲ୍ଲାରେ କାର୍ଯ୍ୟକାରୀ ହେଉଛି ଶ୍ରୀ ଅନ୍ନ ଅଭିଯାନ  ।  ସ୍ୱେଛାସେବି ଅନୁଷ୍ଠାନ ସ୍ୱାତୀ , ଜିଲ୍ଲା ମୂଖ୍ୟ କୃଷି କାର୍ଯ୍ୟାଳୟ ଓ ଓାସନ୍ ଙ୍କ ମିଳିତ ଉଦ୍ୟମ ରେ ଟିକାବାଲି ଓ ରାଇକିଆ ଠାରେ ଏକ ଦିନିକିଆ ଖାଦ୍ୟ ମେଳା ଅନୁଷ୍ଠିତ ହୋଇଯାଇଛି  । ଏହି କାର୍ଯ୍ୟକ୍ରମରେ କଇଁଝର ସରପଂଚ ଶ୍ରୀମତୀ ରୁନିତା କହଁର ,ଇନ୍ଦ୍ରଗଡ ସରପଂଚ ଶ୍ରୀମତୀ ବନିତା ମଲ୍ଲିକ ମୂଖ୍ୟ ଅତିଥି ଭାବରେ ଯୋଗଦେଇ ମାଣ୍ଡିଆ କେକ୍ କାଟି ଶୁଭ ଉଦ୍ଘାଟନ କରିଥିଲେ  । ତତ୍ ସହିତ ସ୍ଥାନୀୟ ବ୍ଲକ୍  କୃଷି ଅଧିକାରୀ ଶ୍ରୀ ସଚିନ୍ଦ୍ର କୁମାର ସେଠୀ  ଓ ଶ୍ରୀ ସନ୍ତୋଷ କୁମାର ଦଳବେହେରା ଯୋଗଦେଇ ପାରମ୍ପରିକ ଖାଦ୍ୟର ଗୁରୁତ୍ୱ ଏବଂ ଉପକାରିତା ବିଷୟରେ ଉପସ୍ଥିତ ହିତାଧିକାରୀ ଙ୍କୁ ବୁଝାଇଥିଲେ  । ଏଥିସହ ପୁରୁଷ ସ୍ୱାସ୍ଥ୍ୟ କର୍ମୀ ଶଙ୍କରେଶ୍ୱର ବେହେରା ଓ ନରେନ୍ଦ୍ର କୁମାର ପାଣିଗ୍ରାହୀ, ସହ କୃଷି ଅଧିକାରୀ ସୁଭସ୍ମିତା ସାହୁ , ଉଦ୍ୟାନ ବିଭାଗ ଅଧିକାରି ରାଜେସ ବିଶ୍ୱାଳ ଏବଂ କମ୍ୟୁନିଟି ସ୍ୱାସ୍ଥ୍ୟ ଅଧିକାରୀ ରଶ୍ମିତା ନାୟକ ଯୋଗଦେଇ ପ୍ରଦର୍ଶୀତ ହୋଇଥିବା ପାରମ୍ପରିକ ଖାଦ୍ୟ କୁ ପରଖି ତାର ଗୁଣବତା କୁ ବଖାଣି ଥିଲେ ଏବଂ ଖାଦ୍ୟର ପ୍ରସ୍ତୁତି ପ୍ରଣାଳି ମଧ୍ୟ ଖାଦ୍ୟର ପୌଷ୍ଟିକତା କୁ ବଢାଇଥାଏ ବୋଲି କହିଥିଲେ  । ସେହିପରି ବିଭିନ୍ନ ସ୍ୱୟଂସହାୟକ ଗୋଷ୍ଠୀର ମହିଳା ମାନଙ୍କ ଦ୍ୱାରା ପାରମ୍ପରିକ ଢାଂଚାରେ ପ୍ରସ୍ତୁତ ହୋଇଥିବାପୃଷ୍ଟିକର ଖାଦ୍ୟ ଯଥା- ମାଣ୍ଡିଆ ପ୍ରସ୍ତୁତ ଯାଉ, ମାଣ୍ଡିଆ କାକରା, କ୍ଷୀରୀ, ପକୋଡି,ଆରିଷା, ଗ ବାଲସା, ଚକୁଳି ପିଠା, ବିସ୍କୁଟ, ବରା, ମୁଡୁକି, ନିମିକି, ବୁନ୍ଦି, ପତ୍ର ପିଠା, ମହୁ ଘର, ମଣ୍ଡା ପିଠା, ପତ୍ର ପୋଡା, କଖାରୁ ପୋଡ ପିଠା, କୁଏରି ଭାତ,ସଜନା କାଞି, ମକା ଳଡୁ, କୁଏରି କ୍ଷିରି, ବଦାଲି କାଞି ଇତ୍ୟାଦି ବେଶ୍ ସ୍ୱାଦିଷ୍ଟ ଓ ମନମୁଗ୍ଧକର ହୋଇଥିଲା  । ଏହିପରି ଖାଦ୍ୟ ମନୁଷ୍ୟ ଶରୀର ପାଇଁ ଅଧିକ ପୋଷକ ତତ୍ୱ ଯୋଗାଇ ପାରିବ ବୋଲି ବୈଜ୍ଞାନିକ ମାନେ ମତ ରଖିଥିବା ବେଳେ ମାଣ୍ଡିଆ ରେ ପ୍ରସ୍ତୁତ ଖାଦ୍ୟ ଯଥେଷ୍ଟ ଅଧିକ ପୁଷ୍ଟିକର ଯାହା ଛୋଟ ଶିଶୁ ଠାରୁ ଆରମ୍ଭ କରି ବୟଷ୍କ ବ୍ୟକ୍ତି ଙ୍କ ପର୍ଯ୍ୟନ୍ତ ସମସ୍ତଙ୍କୁ ଶାରିରିକ ଓ ମାନସିକ ସ୍ତରରେ ସୁସ୍ଥ ରଖିବାରେ ସହଯୋଗି ହୋଇପାରିବ  । କାର୍ଯ୍ୟକ୍ରମ ଶେଷରେ ପ୍ରଦର୍ଶୀତ ହୋଇଥିବା ଖାଦ୍ୟ କୁ ସାମୁହିକଭାବେ ଚାଖିବାର ମଜା ନେଇଥିଲେ । ଅନୁଷ୍ଠାନ ତରଫରୁ ଗିରିଶ ଚନ୍ଦ୍ର ସାମଲ ଓ ସ୍ୱଧର୍ମ ରାଉତ କର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ କୁଶ ସାନସେଠ, ରାଧାମାଧବ ପଣ୍ଡା, ବିଶୁକିଶ୍ୱର ପାତ୍ର, ଗଙ୍ଗାଧର ନାୟକ, ବିନ୍ଦୁମା କହଁର, ଅନ୍ନପୂର୍ଣ୍ଣା ପ୍ରଧାନ, ହୃଶିକେଷ ଅମାୟତ, ପଂଚାନନ ଦଳବେହେରା, କୃତିବାସ ପ୍ରଧାନ, ରାଜୁ ମଲ୍ଲିକ ଓ ଇନ୍ଦ୍ର ସାହୁ ସହଯୋଗ କରିଥିଲେ ଏବଂ ଟିକାବାଲି ରେ ଥିବା ମା ଗୃହର କର୍ମୀ ସୁନେମିୟା ଦିଗାଲ ମହିଳା ମାନଙ୍କୁ ସଂଗଠିତ କରିଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like