-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକ ରେ ସମିତି ବୈଠକ ଅନୁଷ୍ଠିତ

30-Oct-2024



ଆଗଲପୁର, (ବିନୋଦ ଦୀପ) ଆଜି ଆଗଲପୁର ବ୍ଲକ୍ ମିଶନଶକ୍ତି ସଭା ଗୃହରେ ସମିତି ବୈଠକ ଅନୁଷ୍ଠିତ ହୋଇ ଯାଇଛି l ଆଜିର ସମିତି ବୈଠକ ରେ ମୁଖ୍ୟଅତିଥି ଭାବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ଯୋଗ ଦେଇଥିଲେ l ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ମହାପାତ୍ର କୁଲଦୀପ ମହାନ୍ତି ଙ୍କ ସଭାପତିତ୍ବ ରେ ଆଜିର କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା l ଏହା ସହିତ ଜିଲ୍ଲା ପରିଷଦ ଜୋନ 2 ର ସଦସ୍ୟା ଶ୍ରୀମତୀ ବୀଣାପାଣି ଦାସ, ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଗୀତାଞ୍ଜଳି ଦାସ, ବ୍ଲକ୍ ଉପାଧ୍ୟକ୍ଷା ଶ୍ରୀମତୀ ନିରୁପମା ପଧାନ୍, ଲୋଇସିଂହା ବିଧାୟକ ଙ୍କ ପ୍ରତିନିଧି ଶ୍ରୀ ପିତାମ୍ବର କଣ୍ଟା ଅତିଥି ଭାବରେ ଯୋଗଦେଇ ବୈଠକ ରେ ସାମିଲ ହୋଇଥିଲେ। ତା ସଙ୍ଗେ ସଙ୍ଗେ ଆଗଲପୁର ବ୍ଲକ ର ସମସ୍ତ ପଞ୍ଚାୟତ ର ସରପଞ୍ଚ ଓ ସମିତି ସଭ୍ୟ ସଭ୍ୟା ଉପସ୍ଥିତ ଥିଲେ। ଆହୁରି ମଧ୍ୟ ଆଗଲପୁର ବ୍ଲକ୍ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ଶ୍ୟାମ ମେହେର ମଧ୍ୟ ଉପସ୍ଥିତ ରହି ଶିକ୍ଷା ସମ୍ବନ୍ଧୀୟ ଅନେକ ବିଷୟରେ ଆଲୋଚନା କରିଥିଲେ। ତା ସହିତ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ରୁଦ୍ର ପ୍ରତାପ ସୁନା, ବ୍ଲକ ଯୋଗାଣ ଅଧିକାରୀ ଶ୍ରୀ ସୌମ୍ୟରଞ୍ଜନ ମହାନନ୍ଦ, ସି ଡି ପି ଓ ଶ୍ରୀମତୀ ଶୁଭଶ୍ରୀ ମିଶ୍ର ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଶ୍ରୀ ଧୀରେନ୍ଦ୍ର ମେହେର ମଧ୍ୟ ଯୋଗ ଦେଇଥିଲେ l ଆଜିର ବୈଠକ ରେ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରା ଯାଇଥିଲା l ଜଳ ଓ ପରିମଳ ଯନ୍ତ୍ରୀ ଶ୍ରୀ ଦୁର୍ଗା ପ୍ରସାଦ ମିଶ୍ର ଓ ଅରବିନ୍ଦ ମହାନ୍ତି ଉପସ୍ଥିତ ରହି ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ। ପଞ୍ଚାୟତ ସମିତି ର ସମସ୍ତ ବିଭାଗୀୟ ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ଥିଲେ l ବିଶେଷ କରି ଶିକ୍ଷା, ସ୍ବାସ୍ଥ୍ୟ, ଜଳ ଓ ପରିମଳ,କୃଷି, ଗମନା ଗମନ, ଖାଦ୍ୟ ଯୋଗାଣ, ଶିଶୁ ବିକାଶ , ଉଦ୍ୟାନ , ପଶୁ ବିଭାଗ ଉପରେ ପୁଙ୍ଖାନୁପୁଙ୍ଖ ଭାବରେ ଆଲୋଚନା ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like