-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||     

HOME   ଜିଲ୍ଲା

ଡୁମୁରିଗୁଡା ପଂଚାୟତ ରେ ଦଶ ଦିନିଆ ବନ ସୁରକ୍ଷା ସମିତିର ଖାଦ୍ୟ ପ୍ରସ୍ତୁତି ତାଲିମ ଶିବିର ଅନୁଷ୍ଠିତ

30-Oct-2024



ଫୁଲବାଣୀ/ଫିରିଙ୍ଗିଆ(କ୍ଷୀରୋଦ କୁମାର ସାହାଣୀ) କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବନ ଖଣ୍ଡ ଅଧୀନରେ ଥିବା ଡୁମୁରିଗୁଡା ପଂଚାୟତ ସ୍ଥିତ ବନ ସୁରକ୍ଷା ସମୀତି ର କର୍ମକର୍ତ୍ତା ମାନଙ୍କୁ ନେଇ ଉତ୍ତମ ଓ ପୃଷ୍ଟିକର ଖାଦ୍ୟ ପ୍ରସ୍ତୁତି ପ୍ରଣାଳୀ ଉପରେ ଫିରିଙ୍ଗିଆ ବନ ଖଣ୍ଡ ଅଧିକାରୀ ରବୀନ୍ଦ୍ରନାଥ ପାତ୍ର ଙ୍କ ପ୍ରତକ୍ଷ୍ୟ ତତ୍ୱାବଧାନରେ ଆଜି ଏକ ଦଶ ଦିନିଆ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି | ଆଜିର ଏହି ତାଲିମ ଶିବିରକୁ ବରେଣ୍ୟ ମୁଖ୍ୟ ଅତିଥି ଏସି ଏଫ ଶ୍ରୀମତୀ ଶ୍ଵେତାଲିନା ସାହୁ ଉଦଘାଟନ କରିଥିବା ବେଳେ ପାହାଡ଼ ସ୍ବେଛାସେବୀ ଅନୁଷ୍ଠାନ ର ନିଁର୍ଧେଶକ ଶ୍ରୀ ମିଶ୍ର , ଏବଂ ଆର ଏସଇଟିଆଇ ର ପ୍ରୋଗ୍ରାମ କୋଡିନେଟର ସନମାନୀତ ଅତିଥିଭାବେ ଯୋଗଦାନ

କରିଥିଲେ |  ଏହି ତାଲିମ ଶିବିରରେ ପୁରୁଷ ମହିଳାମାନେ ମିଶି ବଡ଼ି, ପାମ୍ପଡ଼, ଇତ୍ୟାଦି ପ୍ରସ୍ତୁତି କରି ଜୀବିକା ନିର୍ବାହକରି ସ୍ୱାବଲମ୍ବୀ ହୋଇପାରିବେ ବୋଲି ମୁଖ୍ୟ ଅତିଥି ଶ୍ରୀମତି ଶ୍ଵେତାଲିନା ସାହୁ ଏସି ଏଫ ମହୋଦୟା ଉପସ୍ଥିତ ବନ ସଂରକ୍ଷଣ ସମିତିର କର୍ମକର୍ତ୍ତା ମାନଙ୍କୁ ପରାମର୍ଶ ଦେଇଥିଲେ |  ପାହାଡ଼ ର ନିଁର୍ଧେଶକ ମଧ୍ୟ୍ୟ ଉପସ୍ଥିତ ତାଲିମ ଗ୍ରହୀତା ମାନଙ୍କୁ  ଉତ୍ସାହିତ କରିଥିଲେ | ଏହି ତାଲିମ ଶିବିର ପରିଚାଳନା କରିବାରେ ଫିରିଙ୍ଗିଆ ବନ ଖଣ୍ଡ ଅଧିକାରୀ ଶ୍ରୀ ରବୀନ୍ଦ୍ର କୁମାର ପାତ୍ର ସମେତ ସ୍ଥାନୀୟ ଫିରିଙ୍ଗିଆ ଫରେଷ୍ଟର ଓ ଅନ୍ୟ କର୍ମକର୍ତ୍ତା ମାନେ ଉତ୍ତମ ସହଯୋଗ ପ୍ରଦାନ କରୁଥିବା ଦେଖାଯାଇଥିଲା | ଏହି ତାଲିମ ଶିବିରରେ ଦୀର୍ଘ ଦଶଦିନ ଧରି ଉପଭୋକ୍ତା ମାନଙ୍କୁ ବିଭିର୍ଣ୍ଣ ବିଷୟରେ ତାଲିମ ପ୍ରଦାନ କରି ଶତାଧିକ ବନ ସଂରକ୍ଷଣ ସମିତି ର କର୍ମକର୍ତ୍ତା ମାନଙ୍କୁ ସ୍ୱାବଲମ୍ବୀ କରାଯିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇ ଥିବା ଜଣା ପଡିଛି |


News Comment




Photo in News

Advertisment
Lastest News
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026

You Might Also Like