-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||     

HOME   ରାଜ୍ୟ

ସବୁ ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ଟିକା ବାଧ୍ୟତାମୂଳକ ନୁହେଁ

06-Jan-2021



ଭୁବନେଶ୍ୱର (ପ୍ରେରଣା ଖବର):  ଟିକା ନିର୍ମାଣ କମ୍ପାନିରୁ ସିଧା ଓଡ଼ିଶା ଆସିବ କରୋନା ଟିକା। ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ। ଟିକା ପହଞ୍ଚିବା ପରେ ଏହାକୁ ଷ୍ଟେଟ୍ ଭ୍ୟାକ୍ସିନ ଷ୍ଟୋରରେ ରଖାଯିବ। ଏଠାରୁ ବିଭିନ୍ନ ଜିଲ୍ଲାରେ ଥିବା ଭ୍ୟାକ୍ସିନ ଷ୍ଟୋରକୁ ପଠାଯିବ। ରାଜ୍ୟରେ ଯାହା ସରଞ୍ଜାମ ରହିଛି ତାହା ଟିକାକରଣ ପାଇଁ ଯଥେଷ୍ଟ ବୋଲି ସେ ସୂଚନା ଦେଇଛନ୍ତି। ଏହାସହ ରାଜ୍ୟରେ ଡାଟାବେସ୍ ଅନୁସାରେ ଟିକା ମଗାଯାଇଛି। ତେବେ କେତେ ଟିକା ପଠାଇବେ ସେମାନେ ନିଷ୍ପତ୍ତି ନେବେ। ଅନ୍ୟପଟେ କେଉଁଠି ଟିକାକରଣ ହେବ ଜିଲ୍ଲାପାଳମାନେ ୮ ତାରିଖ ସୁଦ୍ଧା ରିପୋର୍ଟ ଦେବେ ବୋଲି ସୂଚନା ରହିଛି। ଟିକାକରଣ ପାଇଁ ସବୁ ପ୍ରକ୍ରିୟା ୧୦ ତାରିଖ ସୁଦ୍ଧା ସରିବ। ଟିକାକରଣ ଲାଗି ପ୍ରସ୍ତୁତ ରହିବାକୁ ଗତକାଲି କେନ୍ଦ୍ର ସରାକର ରାଜ୍ୟକୁ ଚିଠି ଲେଖିଥିଲେ। ଖୁବଶୀଘ୍ର ଟିକା ଓଡ଼ିଶା ଆସିବ ବୋଲି ଚିଠିରେ ଉଲ୍ଲେଖ ଥିଲା । ସେପଟେ ସବୁ ସ୍ୱାସ୍ଥ୍ୟକର୍ମୀ ଟିକା ନେବା ବାଧ୍ୟତାମୂଳକ ନୁହେଁ ବରଂ ଯିଏ ଚାହିଁବେ ସିଏ ନେବେ ବୋଲି ଡିଏମ୍ଇଟି ସିଭିକେ ମହାନ୍ତି କହିଛନ୍ତି। ବର୍ତ୍ତମାନ ୨ଟି ଟିକା ଆସିଛି ତାହାକୁ ଦୁଇଟି ଡୋଜରେ ଦିଆଯିବ। ପ୍ରଥମ ଡୋଜର ୨୮ ଦିନ ପରେ ଦ୍ୱିତୀୟ ଡୋଜ୍ ଦିଆଯିବ ବୋଲି ସେ କହିଛନ୍ତି। ଦୀର୍ଘ ୬ ମାସ ପରେ କରୋନାରେ ରାଜ୍ୟରେ କେହି ପ୍ରାଣ ହରାଇ ନାହାନ୍ତି ବୋଲି ଗତକାଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଟ୍ୱିଟ କରି ସୂଚନା ଦେଇଛି।
ଶରୀରର କେଉଁ ସ୍ଥାନରେ ଦିଆଯିବ କରୋନା ଟିକା ?
ଆଗାମୀ ୧୦ ଦିନ ଭିତରେ ସାରା ଦେଶରେ ଆରମ୍ଭ ହୋଇପାରେ କୋଭିଡ୍ ଟିକାକରଣ। ଗତକାଲି ଏହି ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଏଥିପାଇଁ ଆସନ୍ତା ୮ ତାରିଖ ସୁଦ୍ଧା ଟିକାଦାନ କେନ୍ଦ୍ର ଚିହ୍ନଟ କରି ସମସ୍ତ ପ୍ରକାର ବ୍ୟବସ୍ଥା କରିବାକୁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ, ଜିଲ୍ଲା ପ୍ରଶାସନଗୁଡ଼ିକୁ ଚିଠି ଲେଖିଛି। ତେଣେ କୋଭିଡ୍ ଟିକାକୁ ନେଇ ଲୋକଙ୍କ ମନରେ ବାରମ୍ବାର ଆସୁଥିବା ପ୍ରଶ୍ନକୁ ନେଇ FAQ ଓ ତାର ଉତ୍ତର ଜାରି କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ। ଅପେକ୍ଷାର ଅନ୍ତ। ଖୁବ୍‌ଶୀଘ୍ର ଆରମ୍ଭ ହେବ କରୋନା ଟିକାକରଣ। ୧୦ ଦିନ ଭିତରେ କୋଭିଡ୍ ଭ୍ୟାକ୍ସିନେସନ ଆରମ୍ଭ ହେବାର ସମ୍ଭାବନା ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏକ ପ୍ରେସ୍‌ମିଟ୍‌ରେ ଏହି ସୂଚନା ଦିଆଯାଇଛି। ପୂର୍ବରୁ ସବୁ ରାଜ୍ୟରେ ସଫଳତାର ସହ ଟିକାକରଣର ପୂର୍ବାଭ୍ୟାସ କରାଯାଇଥିଲା। ସେପଟେ କୋଭିଡ୍ ଟିକାକରଣ ନେଇ ଲୋକଙ୍କ ମନରେ ରହିଛି ଅନେକ ପ୍ରଶ୍ନ। ଟିକା ନେଇ ଦ୍ୱନ୍ଦ୍ୱ ବି ରହିଛି ବାରମ୍ବାର ପଚରା ଯାଉଥିବା କିଛି ପ୍ରଶ୍ନ ବା FAQ ଉପରେ ଉତ୍ତର ରଖିଛନ୍ତି କେନ୍ଦ୍ର ସରକାର। କୋଭିଡ୍ ଟିକା ବାହୁରେ ଦିଆଯିବ ବୋଲି କହିଛନ୍ତି ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ। ସେପଟେ ଟୀକାକରଣ ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ପ୍ରଥମ ପର୍ଯ୍ୟାୟରେ ୩ ଲକ୍ଷ ୨୮ ହଜାର ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯିବ। ଆସନ୍ତା ୮ ତାରିଖ ସୁଦ୍ଧା ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ଉଦ୍ଦିଷ୍ଟ କୋଭିଡ୍ ଟିକାଦାନ କେନ୍ଦ୍ର ଚିହ୍ନଟ କରିବାକୁ ଜିଲ୍ଲାପାଳ ଓ  ୫ ମହନାଗର ନିଗମର କମିଶନରଙ୍କୁ ଚିଠି ଲେଖିଛନ୍ତି ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟଶାସନ ସଚିବ। ଏଣେ ବିଏମ୍‌ସି କର୍ତ୍ତୃପକ୍ଷ କହିଛନ୍ତି, ଭୁବନେଶ୍ୱରର ୧୮ଟି ପ୍ରମୁଖ ହସ୍ପିଟାଲ, ୨୬ଟି ପିଏଚସି ଓ ସିଏଚସି ଟୀକାକରଣ ଲାଗି ଚିହ୍ନଟ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026

You Might Also Like