-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଅତିଥି ଅଧ୍ୟାପକ ମାନଙ୍କ ପାଞ୍ଚ ମାସର ଦରମା ବନ୍ଦ ଅଭାବ ଅନାଟନ ରେ ଗୁଜୁରାଣ ମେଣ୍ଟାଉଛନ୍ତି ଅଧ୍ୟାପକ

31-Oct-2024



ନୂଆପଡା ଜିଲ୍ଲା ଅଧିନସ୍ଥ କୋମନା ବ୍ଲକ ଅନ୍ତର୍ଗତ ଜୟ କିଶନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଲଖନା, ଖରିଆର ବ୍ଲକ ଅନ୍ତର୍ଗତ ଡୁଆଝର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ସିନାପାଲି ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପୋର୍ଟିପଡା ରେ କାର୍ଯ୍ୟରତ ଥିବା ଅତିଥି ଅଧ୍ୟାପକ ମାନଙ୍କୁ ପାଞ୍ଚ ମାସ ହେଲା ସେମାନଙ୍କୁ ଏ ପର୍ଯ୍ୟନ୍ତ ଦରମା ମିଳି ନାହିଁ ଯଦ୍ୱାରା ଅଧ୍ୟାପକ ମାନେ ନିଜର ଗୁଜୁରାଣ ମେଣ୍ଟାଇବା ବା ପରିବାର ପରିପୋଷଣ କରିବା ସେମାନଙ୍କ ପକ୍ଷେ କାଠିକର ପାଠ ହୋଇ ଯାଇଛି. ସେମାନେ ବିଦ୍ୟାଳୟ ର ସମସ୍ତ ଛାତ୍ର ଛାତ୍ରୀ ମାନଙ୍କୁ ଠିକ ସମୟରେ ବିଦ୍ୟାଳୟକୁ ଆସି ନିଜର ପାଠ୍ୟ ଖସଡ଼ା ଅନୁଯାୟୀ ଶିକ୍ଷାଦାନ କରୁଛନ୍ତି ତତସଙ୍ଗେ ସଙ୍ଗେ ବିଦ୍ୟାଳୟର ଅନ୍ୟାନ୍ୟ କାର୍ଯ୍ୟ କଳାପ ମଧ୍ୟ ସେମାନେ ସୁଚାରୁ ରୂପେ ସମ୍ପାଦନ କରୁଛନ୍ତି. ତଥାପି ଓଡିଶା ସରକାର ସେମାନଙ୍କୁ ଦେଖି ଜାଣିଶୁଣି ନ ଦେଖିଲା ଭଳି ଅଭିନୟ କରୁଛନ୍ତି. ଯାହା ଫଳରେ ଅଧ୍ୟାପକ ମାନେ ନିଜର ଦୈନନ୍ଦିନ ଗୁଜୁରାଣ ମେଣ୍ଟାଇବା ପାଇଁ ମଧ୍ୟ ଅକ୍ଷମ ହୋଇ ଗଲେଣି. ସେମାନେ ଜିଲ୍ଲା ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ କୁ ବାରମ୍ବାର ଗଲେ ମଧ୍ୟ ସେମାନଙ୍କୁ ମିଥ୍ୟା ପ୍ରତିଶୃତି ବ୍ୟତୀତ ଆଉ କିଛି ମିଳୁ ନାହିଁ. ଗତ ଓଡ଼ିଶାର ଗଣପର୍ବ ନୁଆଁଖାଇ, ଦଶହରା ରେ ମଧ୍ୟ ସେମାନେ ଦରମା ନ ପାଇ ଅଭାବ ଅନାଟନ ର ସହ ନିଜର ଜୀବନ ବିତେଇଛନ୍ତି ଅପର ପକ୍ଷରେ ସରକାରୀ କର୍ମଚାରୀ ମାନେ ଧୁମ ଧାମ ରେ ସେହି ପର୍ବ ମାନଙ୍କରେ ଆନନ୍ଦ ଉଲ୍ଲାସ ର ସହ ନିଜ ପରିବାର ସହ ପାଳନ କରି ଥିଲେ କିନ୍ତୁ ବେଶୀ ପରିତାପର ବିଷୟ ଏହି ପ୍ରକାର ଜଟିଳ ପରିସ୍ଥିତି ର ସମ୍ମୁଖୀନ ହୋଇ ମଧ୍ୟ ନିୟମିତ ଶିକ୍ଷକ,ନିୟମିତ ଅଧ୍ୟାପକ ମାନଙ୍କ ଭଳି ସେମାନେ ସବୁବେଳେ ନିଜ କର୍ତ୍ତବ୍ୟ ପାଳନ କରି ଆସୁଛନ୍ତି।ଏହି ପରି ପରିସ୍ଥିତିରେ ମଧ୍ୟ ଥାଇ ନିଜର କର୍ତ୍ତବ୍ୟରେ କେବେହେଲେ ଅବହେଳା କରି ନାହାନ୍ତି ପ୍ରତି ବଦଳରେ ସେମାନେ ଏ ପର୍ଯ୍ୟନ୍ତ ଧର୍ଯ୍ୟ ର ସହିତ କାର୍ଯ୍ୟ କରି ଆସୁଛନ୍ତି। ତେଣୁ ସେମାନେ ସରକାରଙ୍କୁ ବିନମ୍ର ଅନୁରୋଧ କରି ନିଜର ଦରମା ପ୍ରତି ଦୃଷ୍ଟି ଆକର୍ଷଣ କରିବା ପାଇଁ ଦାବୀ ଉପସ୍ଥାପନା କରିଛନ୍ତି। ଏବଂ ସେମାନେ ସରକାରଙ୍କ ସକାରାତ୍ମକ ଉତ୍ତର ପାଇଁ ଅପେକ୍ଷାରେ ରହିଛନ୍ତି।

ନୂଆପଡ଼ା ଜିଲ୍ଲାରୁ ବିଶି ଚନ୍ଦନ ମାଝୀ ଙ୍କ ରିପୋର୍ଟ ପ୍ରେରଣା ଖବର


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like