-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ସୋହେଲା ବ୍ଳକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

31-Oct-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ସରକାରୀ ଉଚ୍ଚ ବିଦ୍ୟାଳୟ ସାଲେପାଲି ଠାରେ ବରଗଡ଼ ଜିଲ୍ଲା ଅନ୍ତର୍ଗତ ସୋହେଲା ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ଏହି ଅବସରରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅମୃତା ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ମୁଖ୍ଯ ଅତିଥି ଭାବେ ସୋହେଲା ବ୍ଲକ ଅଧ୍ୟକ୍ଷା ବବି ପଧାନ, ସମ୍ମାନୀତ ଅତିଥି ଭାବେ  ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଜ୍ଯୋତିକାନ୍ତ ସାହୁ, ଜିଲ୍ଲାପରିଷଦ ସଦସ୍ଯା ଜାଇଫୁଲ  ସିଂ ବରିହା,  ସରପଞ୍ଚ ଚୈତନ୍ୟ ବେହେରା, ସମିତି ସଭ୍ଯ ସୁବ୍ରତ ସିଂ, ଏବିଇଓ ମନୋହର ଉଟି, ଏବିଇଓ ମୋତିଲାଲ ନନ୍ଦ, ଅବସରପ୍ରାପ୍ତ ଏବିଇଓ ଗୋଲାପଚାନ୍ଦ ମିଶ୍ର, ବିଦ୍ୟାଳୟର ପରିଚାଳନା କମିଟିର ସଭାପତି ଚିନ୍ତାମଣୀ ପ୍ରଧାନ, ସି ଆର ସି ସି ଟିକେଶ୍ବର ପଧାନ ମଞ୍ଚାସୀନ ଥିଲେ ।
 ପ୍ରଧାନ ଶିକ୍ଷକ  ରୋହିତ ବାରିକ ସ୍ବାଗତ ଭାଷଣ ତଥା ଉଦ୍ଦେଶ୍ଯଜ୍ଞାପନ କରିଥିଲେ ଏବିଇଓ ମୋତିଲାଲ ନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ । ସଭାକାର୍ଯ୍ୟକୁ ସିଆରସିସି କେଦାରନାଥ ସାହୁ ସଂଯୋଜନା କରିଥିଲେ । ସ୍ଥାନୀୟ ବିଦ୍ୟାଳୟର ଛାତ୍ରୀମାନେ ସ୍ବାଗତ ସଂଗୀତ ଗାନ କରିଥିଲେ ।

ବ୍ଲକର ଷୋହଳ କ୍ଲଷ୍ଟରରୁ ବରିଷ୍ଠ ଓ କନିଷ୍ଠ ବିଭାଗରୁ ଛାତ୍ର ଛାତ୍ରୀ ମାନେ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିଲେ । ଲୋକ କଳା ଆଧାରିତ ଦଳଗତ ନୃତ୍ଯ ଉପସ୍ଥିତ ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିଥିଲା। ସଂଧ୍ୟାରେ ବିଇଓ ଅମୃତା ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ମୁଖ୍ଯ ଅତିଥି ଭାବେ ଭଟଲୀ ବିଧାୟକ ଇରାସିସ ଆଚାର୍ଯ୍ଯ ଯୋଗଦେଇ କୃତୀ ଛାତ୍ର ଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ସମ୍ମାନୀତ ଅତିଥି ଭାବେ ବରଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷ ଡ.ରଜନୀକାନ୍ତ ଦାଶ, ଶିକ୍ଷକ ପ୍ରଶିକ୍ଷିକା ରୀମାରାଣୀ ଭୋଇ, ସୋହେଲା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ନବୀନ କିଶୋର ନନ୍ଦ, ମଞ୍ଚାସୀନ ଥିଲେ । ଏବିଇଓ  ମନୋହର ଉଟୀ ବିବରଣୀ ପାଠ କରିଥିବା ବେଲେ ଶିକ୍ଷକ ସୁରେନ୍ଦ୍ର ମୋହନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ରାଜ୍ଯ ସରକାରଙ୍କ ନିପୁନ ଓଡ଼ିଶା କାର୍ଯ୍ୟକ୍ରମର ବ୍ଲକସ୍ତରୀୟ ଉଦଘାଟନ ସହ ପ୍ରତି କ୍ଳଷ୍ଟରର ଶ୍ରେଷ୍ଠ ଏଫ ଏଲ ଏନ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ମାନପତ୍ର  ପ୍ରଦାନ କରା ଯାଇ ଥିଲା । ଏହି ଅବସରରେ ବିଦ୍ୟାଳୟକୁ ଭୂମିଦାନ କରିଥିବା ଗୌନ୍ତିଆ ପରିବାରର ପ୍ରମୋଦ ପାତ୍ର, ସୁରଭୀର ବିଷୟ  ଲୋକକଳା ଆଧାରରେ ମୂର୍ତ୍ତୀକାର ଗୋବିନ୍ଦ ମେହେର, ସଂକୀର୍ତ୍ତନ ଗୁରୁ କ୍ଷୀରେଶ୍ବର ପଟେଲ, ଏବଂ ଅବସରଗ୍ରହଣ କରିଥିବା ସୋହେଲା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ନବୀନ କିଶୋର ନନ୍ଦ, ମରେଇକେଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ରବୀନ୍ଦ୍ର ନାଏକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା । କାର୍ଯ୍ୟକ୍ରମ ପରିଚାଳନାରେ ବ୍ଲକର ସମସ୍ତ ସି ଆର ସି ସି, ପ୍ରଧାନଶିକ୍ଷକ, ଶିକ୍ଷକ, ଶିକ୍ଷୟିତ୍ରୀଙ୍କ ସହ ପରିଚାଳନା କମିଟୀର ସଦସ୍ଯ, ଗ୍ରାମବାସୀ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like