-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବରଗଡ଼ ରେ ପାଳିତ ହେଲା ମହର୍ଷି ଦୟାନନ୍ଦ ସରସ୍ବତୀ ଙ୍କ ନିର୍ବାଣ ଦିବସ ସମାଜ ସଂସ୍କାରକ ଓ ବେଦ ରକ୍ଷକ ଥିଲେ ସ୍ୱାମୀ ଦୟାନନ୍ଦ

31-Oct-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଆର୍ଯ୍ୟ ସମାଜର ପ୍ରତିଷ୍ଠାତା ଆଧୁନିକ ଭାରତର ଚିନ୍ତା ନାୟକ ମହର୍ଷି ଦୟାନନ୍ଦ ସରସ୍ବତୀ ସମାଜ ସୁଧାରକ ,ଦେଶ ଭକ୍ତ ଓ ବେଦ ରକ୍ଷକ ଥିଲେ ବୋଲି ପଶ୍ଚିମ ଓଡ଼ିଶା ଆର୍ଯ୍ୟ ସମାଜ ର ବରଗଡ଼ ଶାଖା ଆନୁକୁଲ୍ୟ ରେ ବରଗଡ଼ ଠାରେ ଅନୁଷ୍ଟିତ ସ୍ଵାମୀ ଦୟାନନ୍ଦ ସରସ୍ବତୀଙ୍କ ନିର୍ବାଣ ଦିବସ ପାଳନ ଅବସରରେ ବିଶିଷ୍ଟ ବକ୍ତା ଗଣ ମତ ପ୍ରକାଶ କରିଛନ୍ତି । ପଣ୍ଡିତ ଗୋପବନ୍ଧୁ ପୁରୋହିତଙ୍କ ସଂଯୋଜନାରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ସୁରେଶ ବାରିକ ମୁଖ୍ୟବକ୍ତା ଭାବେ ଯୋଗ ଦେଇ ସ୍ଵାମୀ ଦୟାନନ୍ଦ ସରସ୍ବତୀ ଙ୍କୁ ସମାଜ ସଂସ୍କାରକ ଓ ବେଦ ରକ୍ଷକ ବୋଲି ଉଲ୍ଲେଖ କରି ବେଦ କିପରି ସବୁ ସତ୍ୟ ବିଦ୍ୟାର ଆଧାର ଓ  ଏହାକୁ ଲୋକଙ୍କ ପାଖରେ ପହଞ୍ଚାଇବାର ସ୍ୱାମୀଜୀଙ୍କ କିପରି ପ୍ରୟାସ ରହିଥିଲା  ସେ ବିଷୟରେ ବିସ୍ତୃତ ଆଲୋଚନା କରିବା ସହ ପବିତ୍ର ଦୀପାବଳୀ ଦିନହିଁ ସେ ନିର୍ବାଣ ଲାଭ କରି ଥିବା  ବିଷୟ ଉଲ୍ଲେଖ କରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ଅନ୍ୟ ମାନଙ୍କ ମଧ୍ୟରେ ପଣ୍ଡିତ ରବି ଶଙ୍କର ପ୍ରଧାନ ,ପଣ୍ଡିତ ଶିବାଜୀ ପ୍ରଧାନ, ସଚ୍ଚିଦାନନ୍ଦ ପଣ୍ଡା ,ସଞ୍ଜୟ ପ୍ରଧାନ ସନ୍ତୋଷ ପଣ୍ଡା ,ବାଙ୍କା ବିହାରି ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବେ  ଉପସ୍ଥିତ ରହି ସ୍ୱାମୀଜୀଙ୍କ ସମାଜ ପ୍ରତି ରହିଥିବା ଅବଦାନ ସମ୍ବନ୍ଧରେ ଆଲୋକପାତ କରି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ ।ଏହି ଅବସରରେ ଅନୁଷ୍ଟିତ ବୈଦିକ ଯଜ୍ଞରେ ଜିଲ୍ଲା ରଜକ ସେବା ସମିତିର ଅଧ୍ୟକ୍ଷ ଅର୍ଜୁନ ସେଟ ଯଜମାନ ଦାୟିତ୍ବ ବହନ କରି ଯଜ୍ଞ କାର୍ଯ୍ୟ ତୁଲାଇଥିଲେ ।ବିଭିନ୍ନ ବ୍ଲକରୁ ଆର୍ଯ୍ୟ ପ୍ରତିନିଧି ବୃନ୍ଦ ଓ ବିଦ୍ବାନ ମଣ୍ଡଳୀ ଏହି କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରି ସ୍ଵାମୀ ଦୟାନନ୍ଦ ସରସ୍ବତୀଙ୍କ ସ୍ମୃତି ଚାରଣ କରିଥିଲେ


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like