-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ମାଁ ଶ୍ୟାମାକାଳୀ ପୂଜା ପାଇଁ କଳସ ଶୋଭାଯାତ୍ରା ଅନୁଷ୍ଠିତ

31-Oct-2024



ଅତାବିରା(ଆକାଶ ମିଶ୍ର): ଅତାବିରା
ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ରେଙ୍ଗାଲିକ୍ୟାମ୍ପ କେନାଲ କଲୋନୀ ରେ ପ୍ରସିଦ୍ଧ ମାଁ  ଶ୍ୟାମାକାଳୀ ଙ୍କ ପୂଜା  ମହାଆଡମ୍ବରରେ ଅନୁଷ୍ଠିତ ହେଉଛି। ଏହି ଉପଲକ୍ଷେ ଆଜି କଳସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି।  କଲୋନୀ ତଥା ଆଖପାଖ  ଗ୍ରାମର ଶତାଧିକ ମହିଳା ଓ ପୁରୁଷ ବିରାଟ କଳସ ଯାତ୍ରା ପାଇଁ ଶୋଭାଯାତ୍ରାରେ ବାହାରି ବାବେବୀରା ର ଅଭୟ ନୃସିଂହ ସମ୍ପ୍ରଦା କଳାପରିଷଦ, ରେମତା ର ମାଁ ମଙ୍ଗଳା ଘଣ୍ଟାବlଦ୍ୟ ସହ ବିଶାଳ ଶୋଭାଯାତ୍ରା  କେନାଲ କୁ ଯାଇଥିଲେ। ସେଠାରେ ମନ୍ତ୍ର ପୂଜା ଆଦି ସହ ଜଳକୁ ସୁଦ୍ଧା କରାଯାଇ ମନ୍ତ୍ରିତ ଜଳ ପୂର୍ଣ୍ଣ କଳସ ଧରି ପୂଜା ମଣ୍ଡପ ନିକଟରେ ପହଞ୍ଚିଥିଲେ। ଏହାପରେ ମା’ଙ୍କ ନିକଟରେ ପାରମ୍ପରିକ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା ଆରମ୍ଭ ହୋଇଥିଲା।ତିନି ଦିନ ଧରି ମା’ଙ୍କ ପୂଜାର୍ଚ୍ଚନା ହେବ ବୋଲି ପରିଚାଳନା କମିଟି ପକ୍ଷରୁ କୁହାଯାଇଛି। ପୂଜାରେ  କର୍ତ୍ତା ରୂପେ  ଦିବ୍ୟକିଶୋର କୁଅଁର  ଓ  ପତ୍ନୀ ଦୀପାଞ୍ଜଳୀ କୁଅଁର ଦାୟିତ୍ଵ ତୁଲାଇ ଥିବା ବେଳେ  ଅଚ୍ୟୁତାନନ୍ଦ ଶତପଥୀ  ଓ ସାଥୀ ପଣ୍ଡିତ ରୂପେ ପୂଜା ଦାୟିତ୍ଵ ତୁଲାଉଛନ୍ତି। ତିନି ଦିନ ଧରି ହେବାକୁ ଥିବା ଏହି ପୂଜା ର ପ୍ରଥମ ଦିବସରେ  ଆଜି କଳସ ସ୍ଥାପନା ପରେ  ଷୋଡଶ ପୂଜା ସହ ମାଁ ଙ୍କୁ ଆବାହନ କରାଯାଇଥିଲା । ସନ୍ଧ୍ୟାରେ  ସାଂସ୍କୃତିକ କାର୍ଯ୍ୟକ୍ରମରେ  କୀର୍ତ୍ତନ ଧାରା ହୋଇଥିଲା ।
ବର୍ଷକରେ ଥରେ ଏହି ପୂଜା ପାଇଁ ରେଙ୍ଗାଲିକ୍ୟାମ୍ପ ଛକ ରଙ୍ଗୀନ ଆଲୋକ ମାଲାରେ ଝଲସି ଉଠୁଛି, ଯାହା ଏହି ପୂଜାକୁ ଦ୍ଵିଗୁଣିତ ଆକର୍ଷଣୀୟ ପ୍ରଦାନ କରୁଛି। ମନ୍ଦିରରେ ମାଁଙ୍କ ପୂଜା ହେବା ବ୍ୟତୀତ ମାଟିରେ ମଧ୍ୟ ମାଁ  ଙ୍କ ବିଗ୍ରହ ତିଆରି କରାଯାଇ ପ୍ରାଣ ପ୍ରତିଷ୍ଠା କରାଯାଇଥାଏ।ଏଥିପାଇଁ ମନ୍ଦିର ପାର୍ଶ୍ଵରେ ସ୍ବତନ୍ତ୍ର ମେଢ଼ ତିଆରି କରାଯାଇଛି।ଏହି କାଳୀପୂଜାରେ ଜିଲ୍ଲା ବାହାରୁ ଶହଶହ ବ୍ୟବସାୟୀଙ୍କ ଆଗମନ

ହୁଏ। ଚାଲୁଣି ଛୁଞ୍ଚିଠାରୁ ଆରମ୍ଭ କରି ଘରକରଣା ଜିନିଷ ସବୁକିଛି ମିଳେ ପୂଜାରେ। ଏହି ପୂଜାରେ ଅତ୍ୟାଧୁନିକ ତଥ୍ୟ ବ୍ୟବହାର କରି ନିର୍ମାଣ କରାଯାଇଥିବା କଳା କୁଞ୍ଜ କାଳୀପୂଜାର ଅନ୍ୟତମ ଆକର୍ଷଣ। ଏଥିପାଇଁ ଜିଲା ତଥା ରାଜ୍ୟ ବାହାରୁ କାରିଗର ଆସିଥାନ୍ତି ମୂର୍ତ୍ତି ନିର୍ମାଣ  କରିଥାନ୍ତି। ଏହା ସହ ଛୋଟବଡ଼ ବ୍ୟବସାୟୀ, ମୀନାବଜାର, ରାମଦୋଳି ଓ ଦୋକାନ ବଜାର ବଢ଼ିବାରେ ଲାଗିଛି।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like