-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||     

HOME   ଜିଲ୍ଲା

ମହାମନ୍ତ ଦ୍ଵାରା ଏକାଗ୍ରତା ଓ ବୌଦ୍ଧିକ ବିକାଶ ଘଟିଥାଏ:-ଆଚାର୍ଯ୍ୟ ଶ୍ରୀଦାମ ଗୋବିନ୍ଦ ଦାଶ

31-Oct-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ବରଗଡ଼ ଉପକଣ୍ଠ ଖୁଣ୍ଟପାଲି ଠାରେ ଥିବା ବାବା ବାଲୁଙ୍କେଶ୍ୱର ମହାବିଦ୍ୟାଳୟର ଅଧ୍ୟକ୍ଷ ବାସୁଦେବ ସାହୁଙ୍କ ସଭାପତିତ୍ବରେ ବରଗଡ଼ ଇସ୍କନ ପକ୍ଷରୁ ଏକ ଆଧ୍ୟାତ୍ମିକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି !  ହରେକୃଷ୍ଣ ହରେରାମ ମହାମନ୍ତ୍ର ଦ୍ଵାରା ନିଜର ଏକାଗ୍ରତା ରହିବା ସଙ୍ଗେ ସଙ୍ଗେ ବୌଦ୍ଧିକ ବିକାଶ ଘଟିଥାଏ ଓ ଏଥିପାଇଁ ଛାତ୍ର ଛାତ୍ରୀ ମାନଙ୍କ ପାଇଁ ଏହା ଅତ୍ୟନ୍ତ ଜରୁରୀ ବୋଲି ପଶ୍ଚିମ ବଙ୍ଗର ମାୟାପୁରରୁ ଆସିଥିବା ଇସ୍କନ ପ୍ରଚାରକ ଆଚାର୍ଯ୍ୟ ଶ୍ରୀଦାମ‌ ଗୋବିନ୍ଦ ଦାଶ ଉଦବୋଧନ ଦେଇଥିଲେ ।ଏଥିରେ ମହାବିଦ୍ୟାଳୟର ଅଧ୍ୟାପକ ଦୁର୍ଲଭ ସାହୁ, ଆଚାର୍ଯ୍ୟ ଶ୍ରୀଦାମ ଗୋବିନ୍ଦ ଦାଶ ଇସ୍କନ ପ୍ରଚାରକ ସୁମଧୁର ଦାଶ,ଶୁକାନ୍ତ ଦାଶ, ଅଭିଜିତ ପ୍ରତିହାର, ଶୁଶାନ୍ତ ସାହୁ, ଗୀତାଞ୍ଜଳୀ ନାୟକ,ବଂଶୀ ବାଦକ ଅରବିନ୍ଦ ବିଶ୍ବାସ ଆଦି ଯୋଗଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026

You Might Also Like