-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଯୁବ ରେଡ଼କ୍ରସ ପକ୍ଷରୁ ପ୍ରବେଶ ଉତ୍ସବ ଏବଂ ପ୍ରାଥମିକ ସହାୟତା ତାଲିମ ଶିବର

31-Oct-2024



ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ  କିସିଣ୍ଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁବ ରେଡ଼କ୍ରସ ପକ୍ଷରୁ ଅନୁଷ୍ଠାନ  ପରିସରରେ ଯୁବ ରେଡକ୍ରସ ପ୍ରବେଶ ଉତ୍ସବ ଏବଂ  ପ୍ରାଥମିକ  ସହାୟତା ତାଲିମ ଶିବର ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ଅଧ୍ଯକ୍ଷା ସୁଶ୍ରୀତା ଭୋଇଙ୍କ ସଭାପତିତ୍ୱରେ  ଆୟୋଜିତ ଏହି ଶିବିରରେ ୟୁଥ  ରେଡ଼କ୍ରସ ସମ୍ବଲପୁର ଜିଲା ସଂଯୋଜକ  ତଥା ରେଢାଖୋଲ ଭୀମଭୋଇ ମହାବିଦ୍ୟାଳୟର ଅଧ୍ୟାପକ ଅଞ୍ଜନ କୁମାର ମିଶ୍ର ଯୋଗଦେଇ ରେଡ଼କ୍ରସର ଲକ୍ଷ୍ୟ ଏବଂ

ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ମାଷ୍ଟର ଟ୍ରେନରଭାବେ ସୁବର୍ଣ୍ଣପୁର ଜିଲ୍ଲା ମା ଉମାଦେବୀ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଆଇଟି ଅଧ୍ୟାପକ ଉଦ୍ଧବ ପଧାନ ଯୋଗଦେଇ ପ୍ରାଥମିକ ସହାୟତା ସମ୍ପର୍କରେ ଛାତ୍ରୀଛାତ୍ରଙ୍କୁ ତାଲିମ ପ୍ରଦାନ କରି ଅନ୍ଧବିଶ୍ୱାସର ବସବର୍ତ୍ତୀ ନ ହୋଇ ଅନ୍ୟ ମାନଙ୍କୁ କିପରି ସଚେତନ କରିବେ ସେହି ଉପରେ ଯାଦୁ ପ୍ରଦର୍ଶନ କରି ସମସ୍ତଙ୍କୁ ଉତ୍ସାହିତ କରିଥିଲେ । କିସିଣ୍ଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ୟୁଥ ରେଡ଼କ୍ରସ କାଉନସେଲର ତଥା ଶିକ୍ଷା ବିଭାଗ ଅଧ୍ୟାପିକା ସ୍ବାଗତିକା ମୁଦୁଲି ଏବଂ କ୍ରୀଡ଼ା ଶିକ୍ଷକ ସୁରେଶ ପାତ୍ର ଶିବିର ସଂଯୋଜନା କରିଥିବା ବେଳେ ଶିବିରରେ ୧୫୦ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ l ଶେଷରେ ଅଧ୍ୟାପକ କୌଶିକ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।ଏହି କାର୍ଯ୍ୟକ୍ରମ ରେ କଲେଜର ସମସ୍ତ  କର୍ମଚାରୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like