-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଲିଟିପାଲିରେ ଝାଡା: ଅପରିଷ୍କାର ପରିବେଶ ଓ ଦୂଷିତ ପାଣି ଝାଡ଼ାର ଲକ୍ଷଣ:-ଡା.ସୁଶାନ୍ତ ମେହେର

31-Oct-2024



ବରଗଡ଼/ବିଜେପୁର:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ପହଣ୍ଡି ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରୁ ଖବର ମିଳିବା ମାତ୍ରକେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁରର ଗୋଷ୍ଠୀ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସୁଶାନ୍ତ ମେହେରଙ୍କ ନେତୃତ୍ୱରେ ଏକ ଟିମ୍ ଗଠନ କରାଯାଇ ଲିଟିପାଲି ଗ୍ରାମରେ ତତ୍କ୍ଷଣାତ ଯାଇ ପହଞ୍ଚିଥିଲେ। ସେଠାରେ ୧୯ ଜଣ ସାଧାରଣ ଝାଡାରେ ଆକ୍ରାନ୍ତ ହେବାର ଅନୁଧ୍ୟାନରୁ ଜଣାପଡିଥିଲା। ସେହି ସ୍ଥାନରେ ଆକ୍ରାନ୍ତ ହୋଇଥିବା ଲୋକଙ୍କ ଉପଯୁକ୍ତ ଚିକିତ୍ସା ଆରମ୍ଭ କରାଯାଇଥିଲା। ଅପରିଷ୍କାର ପରିବେଶ, ଦୂଷିତ ପାଣିର ବ୍ୟବହାର ହିଁ  ଝାଡା ଲକ୍ଷଣ ହୋଇପାରେ ବୋଲି ସ୍ୱାସ୍ଥ୍ୟ ଦଳ ମତପ୍ରକାଶ କରିଛନ୍ତି। ଗ୍ରାମର ପୋଖରୀରେ ବାସନକୁସନ ସଫା କରିବା ତଥା ଶୈାଚ କରୁଥିବା ପାଣିର ବ୍ୟବହାର ହିଁ ମୁଖ୍ୟସ୍ରୋତ ବୋଲି ଅନୁମାନ କରା ଯାଉଛି।

ଏଥି ସକାଶେ ଗୋଷ୍ଠୀ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ମେହେର ଏବଂ ଜନସ୍ୱାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ସୁଦାମ ଚରଣ ପାଣିଗ୍ରାହୀଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଗ୍ରାମର ପୋଖରୀକୁ ବ୍ଲିଚିଙ୍ଗ ପାଉଡର ଦ୍ୱାରା ସମସ୍ତ ଘାଟ ଗୁଡିକ ବିଶୁଦ୍ଧିକରଣ କରା ଯାଇଥିଲା।ଗ୍ରାମରେ ଘରକୁ ଘର ବୁଲି ଆଶା ଦିଦି ଓ ଅଙ୍ଗନବାଡି କର୍ମୀଙ୍କ ଦ୍ୱାରା ହେଲୋଜେନ ବଟିକା ବଣ୍ଟନ କରିବା ସଙ୍ଗେ ସଙ୍ଗେ ଫୁଟା ପାଣି ବ୍ୟବହାର କରିବାକୁ ପରାମର୍ଶ ଦେଇଥିଲେ। ଗ୍ରାମର ବିଭିନ୍ନ ପଡାରେ ସ୍ୱାସ୍ଥ୍ୟ ଦଳଙ୍କ ଦ୍ୱାରା ଲୋକମାନଙ୍କୁ ସଚେତନତା କରା ଯାଇଥିଲା। ଗ୍ରାମର ଆଶା ଦିଦି ଜେମାବତୀ ତାଣ୍ଡି  ଓ ଅଞ୍ଜଳୀ ମହାନନ୍ଦ ଗାଁରେ ଡ଼ାକବାଜି ଯନ୍ତ୍ର ମାଧ୍ୟମରେ ଲୋକମାନଙ୍କୁ ସଚେତନତା ବାର୍ତ୍ତା ଶୁଣାଇଥିଲେ ।ଜଣେ ଅସହାୟ ରୋଗୀ ନାରାୟଣ ମାଝିଙ୍କୁ ଉତ୍ତମଯତ୍ନ ଓ ଚିକିତ୍ସା ପାଇଁ ସ୍ୱାସ୍ଥ୍ୟ ଦଳ ନିଜେ ଗାଁ କଲ୍ୟାଣ ସମିତି ସହାୟତାରେ ଏକ ଗାଡ଼ି ଦ୍ୱାରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବିଜେପୁରକୁ ଆଶୁ ଚିକିତ୍ସା ପାଇଁ ପ୍ରେରଣ କରିଥିଲେ। ବର୍ତ୍ତମାନ ପ୍ରାୟତଃ ସମସ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ଅଛି ବୋଲି ଡାକ୍ତର ମେହେର ଆମ ପ୍ରତିନିଧିଙ୍କ ପ୍ରଶ୍ନ ଉତ୍ତରରେ ପ୍ରକାଶ କରିଛନ୍ତି। ସ୍ୱାସ୍ଥ୍ୟ ଦଳର ବହୁମୁଖି ମହିଳା ସ୍ୱାସ୍ଥ୍ୟକର୍ମୀ ସୁଶ୍ରୀ କୁନ୍ତଳା ମହାଲିଙ୍ଗ, ହୃଷିକେଶ ମେହେର(କୁନା), ଜିତେନ୍ଦ୍ର ଷଣ୍ଢ ପ୍ରମୁଖ ସକ୍ରୀୟ ଭାବେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like