-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଗାଇସିଲେଟ ଗସ୍ତରେ ବିଧାୟକ ସନତ କୁମାର ଗଡତୀୟା: ପାନୀୟ ଜଳ ଯୋଗାଣ ଓ ଚାଷ-ବିଲକୁ ଜଳଯୋଗାଣ ମୋର ପ୍ରାଥମିକତା-ବିଧାୟକ ଶ୍ରୀଯୁକ୍ତ ଗଡତୀୟା

01-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ଅନ୍ତର୍ଗତ ଗାଇସିଲେଟ ବ୍ଲକ ଅଞ୍ଚଳ ଗସ୍ତରେ ବିଜେପୁର ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ସନତ କୁମାର ଗଡତୀୟା । ବିଭିନ୍ନ ଗ୍ରାମରେ ଭୂମିପୂଜନ ଉଦଘାଟନ ସହ ସଭାସମିତି ଅନୁଷ୍ଠିତ ହୋଇଥିଲା।ଏହି ଅବସରରେ ବୁରୋମୁଣ୍ଡା ଗ୍ରାମର  ଆଇନଜୀବୀ ସୁରେନ୍ଦ୍ର କୁମାର ସାହୁଙ୍କ ତୃତୀୟ ଶ୍ରାଦ୍ଧବାର୍ଷିକୀ ଅବସରରେ  ଅନୁଷ୍ଠିତ ମେଗା ସ୍ବାସ୍ଥ୍ୟ ଶିବିରର ଉଦଘାଟନ କରିଥିଲେ। ପରେ ରାଇସଲପଦର  ଗ୍ରାମରେ ନୂତନ  ସ୍ବାସ୍ଥ୍ୟ ଉପକେନ୍ଦ୍ରର ଶିଳାନ୍ୟାସ ,ଅମଲିପାଲିରେ ଜନତାଙ୍କ ସହିତ ଗ୍ରାମରେ ସଭା,  ଫିରିଙ୍ଗିମାଲ ଠାରେ ନୂତନ ପ୍ରାଥମିକ କୃଷି  ସେବା ସମବାୟ ସମିତିର ଉଦଘାଟନ ପରେ ଜନକେଡା ଠାରେ ଏକ ସମ୍ବର୍ଦ୍ଧନା ସଭାରେ ଯୋଗଦାନ କରିଥିଲେ। ଗାଇସିଲେଟ ଜୋନ ୨ର ଜିଲ୍ଲାପରିଷଦ ସଦସ୍ୟା ଶ୍ରୀମତୀ ଝରଣା ପାଣିଗ୍ରାହୀ ,ବିଜେପି ବରଗଡ ଜିଲ୍ଲା ଉପସଭାପତି  ପ୍ରବୀଣ କୁମାର ପାଣିଗ୍ରାହୀ, ପୂର୍ବତନ ଜିଲ୍ଲା ଉପସଭାପତି ମଦନ ଦୀପ,ପୂର୍ବତନ ଜିଲ୍ଲାପରିଷଦ ସଦସ୍ୟ ଘନଶ୍ୟାମ ସାହୁ,ମଣ୍ଡଳ ସଭାପତି ବିପିନ ବିହାରି ସାହୁ ଓ ଆନନ୍ଦ ମଟାରି  ତଥା ସ୍ଥାନୀୟ ସରପଞ୍ଚ ଓ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ । ପ୍ରତ୍ୟେକ ସ୍ଥାନରେ ଜନସାଧାରଣ ବିଧାୟକଙ୍କୁ ସ୍ଥାନୀୟ ସମସ୍ୟା ଓ ତାଙ୍କର  ଆବଶ୍ୟକତା ସମସ୍ୟା ଗୁଡିକ ଉପସ୍ଥାପନ କରିଥିଲେ ।  ପ୍ରାୟତଃ ପାନୀୟ ଜଳ ଯୋଗାଣ ଓ କୃଷି ନିମନ୍ତେ ଜଳର ସମସ୍ୟା ସଂପର୍କରେ ଲୋକେ ଦାବୀ କରିଥିବା ଜଣାପଡିଛି । ରାଇସଲପଦର ଠାରେ ପାର୍ବତୀ ଗିରି ମେଗା ଜଳସେଚନ ପ୍ରକଳ୍ପ ଅନ୍ୟତ୍ର ହୋଇଥିବାର ଅଭିଯୋଗ କରିଥିଲେ ।ଏହାର ଉତ୍ତର ମଧ୍ୟ  ମାନ୍ୟବର ବିଧାୟକ ରଖିଥିଲେ ।କହିଥିଲେ ସମସ୍ୟାର କାରଣ ଖୋଜିବାରେ ଯେଉଁ ସମୟ ନଷ୍ଟ ହେବ ସେତିକି ସମୟରେ ତାର ନିରାକରଣ ହୋଇପାରିବ ।  ଏହା ସହିତ ପାନୀୟ ଜଳ ସଂକ୍ରାନ୍ତରେ ଆର.ଡବ୍ୟୁ.ଏସ.ଏସ ବିଭାଗୀୟ  ଅଧିକ୍ଷଣ ଯନ୍ତ୍ରୀ ସମେତ ବିଭିନ୍ନ ଅଧିକାରୀ ଓ ଠିକା ସଂସ୍ଥାକୁ ଡାକି ବୈଠକ କରି ମାର୍ଚ୍ଚରେ ପାନୀୟ  ଜଳ ସଂକଟ ହେବା ପୂର୍ବରୁ ପାଣି ଦେବାକୁ  ନିର୍ଦେଶ ଦେଇଥିବା ଜଣାପଡ଼ିଛି । ଖୁବ ଶିଘ୍ର ଜଳସେଚନ ବିଭାଗର ଏକ ଅନୁରୂପ ବୈଠକ ଡାକିବା ସହିତ ଏହାର ମଧ୍ୟ ସମାଧାନ କରାଯିବ ବୋଲିି ବିଧାୟକ ଶ୍ରୀ ଗଡତୀୟାଙ୍କ ଠାରୁ ପ୍ରକାଶ। ଗାଇସିଲେଟ ବ୍ଲକର ବକ୍ଷରେ ପ୍ରବାହିତ ଅଙ୍ଗ ନଦୀ କୃଷି କ୍ଷେତ୍ରରେ ବିନିଯୋଗ  ହିଁ  ସମସ୍ୟା ସମାଧାନର ଏକ ବଳିଷ୍ଠ ଉପାୟ ଅଟେ ।ଏଣୁ ଏହା ଉପରେ ଗୁରୁତ୍ବ ଦିଆଯାଉ ବୋଲି ଜଣାଇଥିଲେ। ସାମ୍ବାଦିକ ମାନଙ୍କ ପ୍ରଶ୍ନର ଉତ୍ତରରେ ବିଧାୟକ ଶ୍ରୀଯୁକ୍ତ ଗଡତୀୟା ପାନୀୟ ଜଳ ଯୋଗାଣ ଓ ବିଲକୁ ପାଣି ଉପରେ କାମ କରିବା ମୋର ପ୍ରାଥମିକତା ଅଟେ ବୋଲି ମତ ବ୍ୟକ୍ତ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like