-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଆମ୍ବ ଟାକୁଆର କୋଇଲି ଜାଉ ଖାଇ ୨ ମୃତ, ୬ ଗୁରୁତର

01-Nov-2024



ବାଲିଗୁଡା(ସୁଶିଲ କୁମାର ପାଣିଗ୍ରାହୀ): ଆମ୍ବ ଟାକୁଆରେ ପ୍ରସ୍ତୁତ ଜାଉ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଛି। କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ଗଦାପୁର ପଞ୍ଚାୟତର ମାଣ୍ଡିପଙ୍କା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ଏଥିରେ ଅନ୍ୟ ୬ଜଣ ଗୁରୁତର ଅସୁସ୍ଥ ହୋଇ ପଡ଼ି ଥିବା ସୂଚନା ମିଳିଛି। ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନା ରେ ଭର୍ତ୍ତି କରା ଯାଇଛି। ମାଣ୍ଡିପଙ୍କା ଦଡ଼ାସାହି ର ରୁନୁ ମାଝୀ(୩୦) ଏବଂ ରୁମିତା ପାଟମାଝୀ (୨୮)। ରୁନୁ ଜଣେ ଦିବ୍ୟାଙ୍ଗ ଯୁବତୀ ହୋଇଥିବା ବେଳେ ଏଭଳି ଘଟଣାକୁ ନେଇ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଅସୁସ୍ଥଙ୍କ ମଧ୍ୟରେ ପ୍ରଭାତୀ ପାଟମାଝୀ (୩୨), ଡ୍ରାଙ୍ଗାଲୁ ପାଟମାଝୀ (୫୫), ଟୁନି ମାଝୀ (୪୫), ସୁଷମା ପାଟମାଝୀ (୨୮), ଜିତା ମାଝୀ (୩୦), ଜେବନ୍ତ ମାଝୀ (୩୦) ଗୁରୁତର ରହିଥିବା ବେଳେ ସେମାନଙ୍କୁ ପ୍ରଥମେ ବ୍ରାହ୍ମଣୀଗାଁ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଅଧିକ ଗୁରୁତର ହେବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ଚିକିତ୍ସା ପାଇଁ ପଠାଯାଇଛି। ଖବର ପାଇ ଦାରିଙ୍ଗବାଡ଼ି ବିଡିଓ ପ୍ରୀତିରଞ୍ଜନ ରଥ ଏବଂ ତହସିଲଦାର ଶରତ ଶବର ମାଣ୍ଡିପଙ୍କା ଗ୍ରାମରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛନ୍ତି। କେଉଁ ପରିସ୍ଥିତିରେ ମାଣ୍ଡିପଙ୍କାର ଏହି ମହିଳା ମାନେ ଆମ୍ବ ଟାକୁଆ ଖାଇଲେ ସେ ନେଇ ତଦନ୍ତ ଆରମ୍ଭ  ହୋଇଥିବା ବିଷୟ ବିଡିଓ ଶ୍ରୀ ରଥ 9କହିଛନ୍ତି। ପ୍ରକାଶ ଯେ, ଗତ ୨୯ ତାରିଖରେ ୬ ଟି ପରିବାରର ୮ ଜଣ ଆମ୍ବ ଟାକୁଆକୁ ଜାଉ କରି ଖାଦ୍ୟ ଭାବେ

ଖାଇଥିଲେ ଏବଂ ତା’ ପରଦିନ ମଧ୍ୟ ଉକ୍ତ ବାସି ଆମ୍ବ ଟାକୁଆକୁ ପୁନର୍ବାର ଖାଇଥିଲେ। ଫଳରେ ଖାଦ୍ୟ ଖାଇବା ପରେ ସେମାନଙ୍କୁ ପ୍ରଥମେ ବାନ୍ତି ହୋଇଥିଲା। ସମସ୍ତ ଗୁରୁତରଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରଥମେ ଗୁରୁତର ରମିତାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୬ ଜଣ ଗୁରୁତରଙ୍କୁ ବ୍ରହ୍ମପୁର ନେବା ସମୟରେ ରୁନୁଙ୍କ ବାଟରେ ମୃତ୍ୟୁ ହୋଇଥିଲା ବୋଲି ପରିବାର ପକ୍ଷରୁ କୁହାଯାଇଛି। ଆଦିବାସୀ ଅଧ୍ୟୁଷିତ ଏହି ଅଞ୍ଚଳରେ ବାରମ୍ବାର ଏପରି ଘଟଣା ଘଟୁଥିବା ସାମ୍ନାକୁ ଆସିଛି। ଦାରିଦ୍ର୍ୟ ଏବଂ ସଚେତନତା ଅଭାବରୁ ଲୋକମାନେ ଆମ୍ବ ଟାକୁଆକୁ ଜାଉ କରି ଖାଇବାକୁ ବାଧ୍ୟ ହେଉଛନ୍ତି। ଯାହାଫଳରେ ଏପରି ଘଟଣା ଘଟୁଛି ବୋଲି ସ୍ଥାନୀୟ ଅଞ୍ଚଳର ବୁଦ୍ଧିଜୀବୀ ମାନେ ମତ ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like