-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀ ବଲାଙ୍ଗିର ଗସ୍ତକୁ ନେଇ ୬ ଦଫା ଦାବି,  କୃଷି ବିଶ୍ୱ ବିଦ୍ୟାଳୟ ଓ ବିଜୟାନନ୍ଦ ଚିନିକଳ ପୁନଃଉଦ୍ଧାର

01-Nov-2024



ଆଜି ବଲାଙ୍ଗିର ଦେବାଳୟ ସୁରକ୍ଷା କମିଟି ୬ଦଫା ଦାବୀ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ ଜରିଆରେ ଦାବୀ ପତ୍ର ପ୍ରଦାନ କରିଛି । ବଲାଙ୍ଗିର ସରକାରୀ ବେସରକାରୀ କାର୍ଯ୍ୟକ୍ରମ ପ୍ରଥମ କରି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସୁଥିବା ବେଳେ ଏହି ଉଦ୍ଦେଶ୍ୟରେ ଦାବୀ ପ୍ରଦାନ କରିଥିଲେ। ଐତିହ୍ୟ ସମ୍ପନ୍ନ ବଲାଙ୍ଗିର ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ଅସମ୍ପୂର୍ଣ୍ଣ ହୋଇ ପଡି ରହିଥିବା । ବଲାଙ୍ଗିର ସହରର ସର୍ବ ପୂରାତନ ଦେବାଦେବୀ ମନ୍ଦିର ମାଁ ପାଟଣେଶ୍ୱରୀ ମନ୍ଦିର, ସମଲେଶ୍ୱରୀ ମନ୍ଦିର, ଗୋପାଳଜୀ ମନ୍ଦିର, ଲୋକନାଥ ମନ୍ଦିର ଦୀର୍ଘ ୧ ବର୍ଷରୁ କାମ ଆସି ଅଧାପନ୍ତରିଆ ହୋଇ ପଡି ରହିଥିବାରୁ ଶିଘ୍ରକାମ ଚଲେଇବା ପାଇଁ ଦାବିକରାଯାଇଛି। ୧୯୧୩ ମସିହା ପାଟଣା ଶାସନ ସମୟର ପ୍ରେସ୍ ବଲାଙ୍ଗିର ଦଳଗଞ୍ଜନ ପ୍ରେସ ୧୧୧ ବର୍ଷ ପୂର୍ତ୍ତି ଏହା ରାଜ୍ୟ ସରକାରଙ୍କ ପରିବହନ ବିଭାଗ ଦ୍ୱାରା ପରିଚାଳନା ହେଉଥିବା ବେଳେ ଏହାର ରକ୍ଷଣାବେକ୍ଷଣା ଓ ଏହାର ମରାମତିକାରଣ ଦୀର୍ଘ ୨ ବର୍ଷ ହେଲାଣି ଏହି ପ୍ରେସର ୭ ଜଣ କର୍ମ ଚାରୀ ରହିଥିବା ବେଳେ ପ୍ରେସର ମୁଖ୍ୟ ଜାଗାଟି ଭୁଷୁଡି ପଡିଛି । ଏହାର ପୁନଃ ଉଦ୍ଧାର କାର୍ଯ୍ୟ । ବଲାଙ୍ଗିର ଜିଲ୍ଲା ଚାଷିଙ୍କ ପାଇଁ ଏବଂ ଆଖପାଖ ଅଂଚଳର ଚାଷୀ ଭାଇମାନଙ୍କୁ ପେଟପାଟଣା ଯୋଗାଉଥିବା ବିଜୟାନନ୍ଦ ଚିନି କଳ ଚାଷୀଙ୍କ ହକ ପାଇଁ ପୁନଃଉଦ୍ଧାର । ବଲାଙ୍ଗିର ସହରରେ ପାଟଣା ଶାସନ ସମୟରେ ୧୭ ଗୋଟି ଜଳାଶୟ ଏବେ ପ୍ରଦୂଷଣ ଏବଂ ବିଷାକ୍ତ ହୋଇଯାଇଛି । ଏହାର ପୁନଃଉଦ୍ଧାର କରିବା ଏବଂ ବଲାଙ୍ଗିର ଜିଲ୍ଲାରେ କୌଣସି ଶିଳ୍ପ କାରକାନା ନ ଥିବାରୁ ସେ ଦୃଷ୍ଟିରୁ ବଲାଙ୍ଗିର ଜିଲ୍ଲାର ବହୁ ମାତ୍ରାରେ ବେକାରୀ ସମସ୍ୟା ଉପୁଜିଛି ଯାହା ଫଳରେ ସହରାଂଚଳ ତଥା ଗ୍ରାମାଂଚଳ ବ୍ୟକ୍ତି ଦାଦନ ଖଟିବାକୁ ଯାଉଛନ୍ତି । ତେଣୁ ବଲାଙ୍ଗିର ସହରରେ କୃଷକଙ୍କ ଉନ୍ନତି ପାଇଁ କୃଷି ବିଶ୍ୱ ବିଦ୍ୟାଳୟ ପାଇଁ କୋଶଳ କଳାମଣ୍ଡଳ କଳାସଂସ୍କୃତିର ଉନ୍ନତି ପାଇଁ ଓଡିଟୋରିୟମ ନିର୍ମାଣ ପାଇଁ ଆଜି ଦାବୀପତ୍ର ପ୍ରଦାନ କଲାଗଲା । କମିଟି ସଭାପତି ଜୟକୃଷ୍ଣ ମିଶ୍ର, ସଂପାଦକ ନରେନ୍ଦ୍ର କବାଟ, ପ୍ରଶାନ୍ତ ମହାକୁର, ସୁରେନ୍ଦ୍ର ନେଗୀ, ଶମ୍ଭୁ ପ୍ରସାଦ ଶତପଥୀ ଦାବି ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like