-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ସ୍ୱତନ୍ତ୍ର ଗ୍ରାମ ସଭା ଅନୁଷ୍ଠିତ

01-Nov-2024



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ )
କେନ୍ଦ୍ରୀୟ ଦୁର୍ନୀତି ନିବାରଣ ଆୟୋଗ  ତରଫରୁ ସମଗ୍ର ଦେଶରେ ୨୮ ଅକ୍ଟୋବର ରୁ ୩ ନଭେମ୍ବର ପର୍ୟ୍ୟନ୍ତ ଦୁର୍ନୀତି  ନିବାରଣ ସଚେତନତା ସପ୍ତାହ ପାଳନ କରାଯାଉଛି l ଏହି ପରିପ୍ରେକ୍ଷୀରେ ଆଜି ଜିଲ୍ଲା ଦୁର୍ନୀତି ନିବାରଣ ବିଭାଗ ସୁବର୍ଣ୍ଣପୁର ଓ ତରଭା ବ୍ଲକପ୍ରଶାସନର ମିଳିତ ସହଯୋଗରେ ବ୍ଲକ ଅଧୀନ ଚାରଭଟା ଗ୍ରାମପଂଚାୟତରେ ଏହି ସ୍ୱତନ୍ତ୍ର ଗ୍ରାମସଭା ଏ ବି ଡି ଓ ନିରଞ୍ଜନ ନାୟକ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା। ଚାରଭଟା ପଞ୍ଚାୟତ ସରପଞ୍ଚ ସସ୍ମିତା ହରିପାଲ,ନିର୍ବାହୀ ଅଧିକାରୀ ରସିକ ସୁନା, ସି ଆର ପି ସୀତୟା ରଣା, ପିଙ୍କି ରଣା, ପୁଷ୍ପାଞ୍ଜଳି ମାଝୀ, ଏମ ବି କେ ଯଶୋବନ୍ତୀ କୁମ୍ଭାର , ମହିଳା ସ୍ୱୟଂ ସହାୟକ ସଦସ୍ୟା , ୱାର୍ଡ ସଦସ୍ୟ, ଏବଂ ଚାରଭଟା ଜି ପି ର ଗ୍ରାମବାସୀ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଦୁର୍ନୀତି ନିବାରଣ ବିଭାଗର ବିଭାଗୀୟ ଅଧିକାରୀ ହୃଦାନନ୍ଦ କାଲୋ ଉପସ୍ଥିତ ରହି ଦୁର୍ନୀତି କୁ ପ୍ରତିହତ କରିବା ନିମନ୍ତେ ଆବଶ୍ୟକ ସୂଚନା ପ୍ରଦାନ ପୂର୍ବକ ସଚେତନ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like